-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ନୁଆଁ ବର୍ଷ ରେ ସୁବର୍ଣ୍ଣପୁର ଐତିହାସିକ ପୀଠ ରେ ପର୍ୟ୍ୟଟକଙ୍କ ଗହଳି - ସ୍ୱଚ୍ଛ ଭାରତ ସଂଗଠନ ପକ୍ଷରୁ ତ୍ରିବେଣୀ ସଙ୍ଗମ ଶ୍ରୀ ରାମେଶ୍ୱର ମନ୍ଦିର ଠାରେ ସ୍ୱତନ୍ତ୍ର ସଫେଇ ଶିବିର

26-Dec-2021



ସୁବର୍ଣ୍ଣପୁର//  ଆଜି ସ୍ୱଚ୍ଛ ଭାରତ ସଂଗଠନ  ସୋନପୁର -ମନମୁଣ୍ଡା ପକ୍ଷରୁ ସ୍ଥାନୀୟ ଐତିହାସିକ ପୀଠ ତ୍ରିବେଣୀ ସଙ୍ଗମ ଶ୍ରୀ ରାମେଶ୍ୱର ମନ୍ଦିର ଠାରେ ଏକ ସ୍ୱତନ୍ତ୍ରସ୍ୱଚ୍ଛ ଅଭିଯାନ ଶିବିର ଅନୁଷ୍ଠିତ ହୋଇଥିଲା l ସଂଗଠନ ର ସଭାପତି ଶ୍ରୀ ଲଷ୍ମୀ ନାରାୟଣ ମେହେର ଙ୍କ ପରାମର୍ଶ କ୍ରମେ ବରିଷ୍ଟ ସଭ୍ୟ ଶ୍ରୀ ଗରିବ ଲୋଇ ଙ୍କ ତତ୍ୱାବଧାନ  ରେ ଏହି ଶିବିର ଅନୁଷ୍ଠିତ ହୋଇଛି l ଏହି ଅଭିଯାନ ରେ ସଂଗଠନ ର  ସମ୍ପାଦକ ମନୋରଞ୍ଜନ ତ୍ରିପାଠୀ ସଂଯୋଜନା କରିଥିବା ବେଳେ ଦିଲ୍ଲୀପ ଭୁକ୍ତା, ମନୋଜ ପଣ୍ଡା,ତରଣୀ ମେହେର, ଲଡ଼ୁକିଶୋର ମଲ୍ଲିକ,ଗୋକୁଳ ଠାକୁର, ପ୍ରଫୁଲ୍ଲ ନାଏକ, ସୁଶୀଳ ପରଡିଆ, ପ୍ରତାପ ଦାଶ, ରାମୁ ତିୱାର, ତ୍ରିଲୋଚନ ତରିଆ, ଜୟ ନାରାୟଣ ସାହୁ, ଜୟନ୍ତ ବେହେରା, ସିମାଞ୍ଚଳ ହୋତା, ପ୍ରମୁଖ ଅନେକ ସକ୍ରିୟ ସଭ୍ୟ ଯୋଗ ଦେଇ ସଫେଇ କାର୍ଯ୍ୟକ୍ରମ ରେ ଯୋଗ ଦାନ କରି ଥିଲେ l ଦୂର ଦୁରାନ୍ତର ପର୍ୟ୍ୟଟକ ଙ୍କ ସହିତ ପ୍ରାକୃତିକ ସୌନ୍ଦର୍ଯ୍ୟ ର ମଜା ନେଇ ସେମାନଙ୍କୁ ସ୍ୱାଗତ କରିଥିଲେ l ସୁବର୍ଣ୍ଣପୁର ର ଏହି ଐତିହାସିକ ପୀଠ ଓ ପର୍ୟ୍ୟଟନ କ୍ଷେତ୍ରରେ ନୁଆଁ ବର୍ଷ ଡିସେମ୍ବର ଓ ଜାନୁଆରୀ ମାସ ରେ ସହର ର ଶ୍ରୀ ଲୋକନାଥ ମନ୍ଦିର, ଶ୍ରୀ ରାମେଶ୍ୱର ମନ୍ଦିର

ଶ୍ରୀ ସୁବର୍ଣ୍ଣ ମେରୁ  ମନ୍ଦିର, ମା ସୁରେଶ୍ୱରୀ, ମା ଲଙ୍କେଶ୍ୱରୀ , ଗୋକୋନେଶ୍ୱର ମନ୍ଦିର ସମେତ ମହାନଦୀ ତେଲ ନଦୀ ପାଖ ଆଖ ଅଂଚଳ ରେ ପ୍ରତିବର୍ଷ ବଣ ଭୋଜି ପାଈଁ ରାଜ୍ୟ ସାରା ଲୋକଙ୍କ ଭିଡ଼ ଜମୁଥିବାରୁ ସ୍ୱଚ୍ଛ ଭାରତ ସଂଗଠନ ସୋନପୁର -ମନମୁଣ୍ଡା ଓ  ସ୍ଥାନୀୟ ପୌର ପରିଷଦ  ର ମିଳିତ ସହଯୋଗ ରେ ସହର ର ବିଭିନ୍ନ ମନ୍ଦିର ଓ ପର୍ୟ୍ୟଟନ କ୍ଷେତ୍ରରେ ସ୍ୱତନ୍ତ୍ର ସଫେଇ ଅଭିଯାନ ଜାରିରହିଛି ଏବଂ ଆସନ୍ତା କାଲି ମା ସୁରେଶ୍ୱରୀ ଙ୍କ ଦେବୀ ପୀଠ ରେ ଏ ଅଭିଯାନ କରାଯିବ  ବୋଲି ସଂଗଠନ ସଭାପତି ଲଷ୍ମୀନାରାୟଣ ମେହେର, ଉପଦେଷ୍ଟା ସୟଦ ଅଲିମୁଲ  ଇସଲାମ, ଓ ଉପ -ସଭାନେତ୍ରୀ ଇନ୍ଦୁମତୀ ପୁରୋହିତ ପ୍ରକାଶ କରିଛନ୍ତି l


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like