-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ନର୍ଲା ବିକାଶ କାମରେ ନର୍ଲା ପ୍ରଶସ୍ତିକରଣର ଭୂମିପୂଜା।

26-Dec-2021



ନର୍ଲା (ସଞ୍ଜୀବ ଦାସ) ନର୍ଲା ସରସ୍ଵତୀ ଶିଶୁ ମନ୍ଦିର ଛକଠାରେ ନର୍ଲା ବିକାଶ କାମରେ ନର୍ଲା ପ୍ରଶସ୍ତିକରଣର ଭୂମିପୂଜନ ହୋଇଯାଇଛି।  ଏହି କାର୍ଯ୍ୟକ୍ରମରେ ରାଜ୍ୟସଭା ସାଂସଦ ସୁଜିତ କୁମାର, ନର୍ଲା ବିଧାୟକ ଭୂପିନ୍ଦର ସିଂ, ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ସଦସ୍ୟ ପୁଷ୍ପେନ୍ଦ୍ର ସିଂହଦେଓ ଓ ପୂର୍ତ୍ତି ବିଭାଗର ଅଜିତ କୁମାର ବାବୁଙ୍କ ଉପସ୍ଥିତିରେ  ଭୂମିପୂଜନ  ହୋଇଥିଲା। ଏହି ରାସ୍ତା ପ୍ରଶସ୍ତିକରଣ ଯୋଗୁଁ ନର୍ଲା ମୁଖ୍ୟ ରାସ୍ତାଟି ଦୁଇ ଥାକିଆ ଓ ଚାରି ଥାକିଆ ହୋଇ ଭିଡ଼ କମିବ। ନର୍ଲା ସହରାଞ୍ଚଳ ବିକାଶ କାମରେ ମୋଟ ୬ କୋଟି ୬୦ ଲକ୍ଷ ଟଙ୍କା ଖର୍ଚ୍ଚ ହେବ। ଏହି ଅବସରରେ  ନର୍ଲା ଅଞ୍ଚଳବାସୀ ମୁଖ୍ୟମନ୍ତ୍ରୀଙ୍କୁ ସାଧୁବାଦ ଜଣାଇଛନ୍ତି। ନର୍ଲା ଠାରେ ହେବାକୁ ଥିବା କଲ୍ୟାଣ ମଣ୍ଡପ,ରେଳୱ ଓଭର ବ୍ରିଜ,ରେଞ୍ଜ ଅଫିସ, ଜେଏମଏଫସି କୋର୍ଟ ସ୍ଥାପନ, ନର୍ଲା ରାଣୀବନ୍ଧର  ଉନ୍ନତି କରଣ, ମିନି ଷ୍ଟାଡିୟମ, ଛତିକୁଡା ଛକ ସୁନ୍ଦର୍ଯ୍ୟ କରଣ, ନର୍ଲା- ରୁପ୍ରା-ପଲମ ରାସ୍ତାର ସାନ୍ଦୁଲ ସେତୁ ନିର୍ମାଣ, ରେଳୱ।ଗନ ମରାମତି କାରଖାନା ଆଦି କାର୍ଯ୍ୟକୁ ନେଇ ନର୍ଲା ବିଧାୟକ ଭୂପିନ୍ଦର ସିଂ କହିଛନ୍ତି ଯେ ନର୍ଲା ଆଜି ବିକାଶର ନୂଆ ପରିଚୟ ନେଇ ଆଗକୁ ବଢୁଛି। ଏହି କାର୍ଯ୍ୟକ୍ରମରେ ନର୍ଲା ବ୍ଳକ ବିଜେଡ଼ି ସଭାପତି ପରେଶ ପଧାନ, ନର୍ଲା ସରପଂଚ ଚିରଞ୍ଜିବୀ ଗୈାଡିଆ, ରୁପ୍ରାରୋଡ ସରପଞ୍ଚ ଚିତ୍ତରଞ୍ଜନ ରଣା, ସର୍ଗିଗୁଡା ପୂର୍ବତନ ସରପଂଚ ହମେଶ ଜୈନ, କୁମୁଦ ନାଏକ, କିଶୋର ମାଝୀ, ଚକ୍ରଧର ଗଉଡ, ଟଙ୍କଧର ମେହେର, ସମେତ ଶତାଧିକ ବିଜେଡ଼ି କର୍ମୀ ଓ ଜନସାଧାରଣ ଉପସ୍ଥିତ ଥିଲେ। ସଭାରେ ମଞ୍ଚ ପରିଚାଳନା ହରିଶଙ୍କର ମାଝୀ ଓ ବାର୍ ଆସୋସିଏସନର ସଭାପତି ଚନ୍ଦ୍ର ଶେଖର ଚାନ୍ଦ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like