-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ଜିଲା ପେଷାଦାର ସାମ୍ବାଦିକ ସଙ୍ଘ ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ 

26-Dec-2021



ଲୋଇସିଂହା ବ୍ଲକ ଝାରମୁଣ୍ଡା ଏଥଲେଟିକ ଆସୋସିଏସନ ସଭାଗୃହ ଠାରେ ବଲାଙ୍ଗୀର ଜିଲା ପେଷାଦାର ସାମ୍ବାଦିକ ସଙ୍ଘର ସାଧାରଣ ପରିଷଦ ବୈଠକ ସଭାପତି ଆନନ୍ଦ ଚନ୍ଦ୍ର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ପ୍ରାରମ୍ଭରେ ସଙ୍ଘର ଦିବଂଗତ ସଦସ୍ୟ ସ୍ବର୍ଗତ ସତ୍ୟନାରାୟଣ ବେହେରାଙ୍କ ସ୍ମୃତିରେ ଦୁଇ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା । ଉପ ସଭାପତି ଶ୍ୟାମସୁନ୍ଦର ମେହେର କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ସାଧାରଣ ସମ୍ପାଦକ ବିମଳେନ୍ଦୁ ସାହୁ ପ୍ରାରମ୍ଭିକ ସୂଚନା ସହିତ ଅତିଥି ପରିଚୟ ପ୍ରଦାନ କରିଥିଲେ । ସଙ୍ଘର ତିନିଜଣ ସଦସ୍ୟଙ୍କ ବିରୋଧରେ ଜାରି ହୋଇଥିବା ଜାମିନ ବିହୀନ ଗିରଫ ପରୱାନା ତଥା ସାଙ୍ଗଠନିକ

ଆଲୋଚନା କରାଯାଇଥିଲା । ଏଥିରେ ସଙ୍ଘର କାର୍ଯ୍ୟକାରୀ ସଭାପତି ଅଶ୍ବିନୀ କୁମାର ନାଏକ, ଯୁଗ୍ମ ସମ୍ପାଦକ ଦେବାଶିଷ ମିଶ୍ର, ଅଶୋକ ନାରାୟଣ ଭୋଇ, ଉପ ସଭାପତି ଅଜିତ ସାହୁ, ସାଙ୍ଗଠନିକ ସମ୍ପାଦକ ଦେବରାଜ ନାହାକ, କୋଷାଧ୍ୟକ୍ଷ ଶ୍ୟାମପ୍ରସାଦ ଗୁରୁ, ବରିଷ୍ଠ ସଦସ୍ୟ ବିରାଜ ନନ୍ଦ ପାଢ଼ୀ, ଡାକ୍ତର ପୁଟେଲ, ସୁଦାମ ଚରଣ ବଘାର ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରିଥିଲେ । ଏହି ଅବସରରେ ସଙ୍ଘର ନୂତନ ସଦସ୍ୟ ଭାବେ ରଜନୀକାନ୍ତ ପଟେଲ, ଦେବାଶିଷ ବହିଦାର, ସୁଧାକର ଦାସ, ରାଜେଶ ଦଣ୍ଡସେନା ପ୍ରମୁଖଙ୍କୁ ସ୍ୱାଗତ କରାଯାଇଥିଲା । ଏହି ଅବସରରେ ସ୍ଥାନୀୟ ନବନିର୍ମିତ ଜଗନ୍ନାଥ ମନ୍ଦିରରେ ସଦସ୍ୟ ଗଣ ମହାପ୍ରଭୁଙ୍କ ଦର୍ଶନ

କରିଥିଲେ । ଦ୍ଵିତୀୟ ପର୍ଯ୍ୟାୟରେ ଆୟୋଜିତ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ବିଜେଡି ରାଜ୍ୟ ପରିଷଦ ସଭ୍ୟ ନିହାର ରଂଜନ ବେହେରା ଓ ଝାରମୁଣ୍ଡା ସରପଞ୍ଚ ସୁନୀଲ ଅଗ୍ରୱାଲ ଯୋଗ ଦେଇଥିଲେ ।  ଅନ୍ୟମାନଙ୍କ ମଧ୍ୟରେ ଲଳିତ ମଲ୍ଲିକ, ସୁଶାନ୍ତ ବାରିକ, ରାଧେ ମେହେର, ଅଜିତ ମିଶ୍ର, କୈଳାସ ସଗରିଆ, ରାମନାରାୟଣ ବାଗ, ହୁଲେଶ୍ବର ହଂସ, ଅନ୍ତର୍ଯ୍ୟାମୀ ସାହୁ, ସୁଶୀଲ ମିଶ୍ର, ବିରଞ୍ଚି ନାୟକ ପ୍ରମୁଖ ଉପସ୍ଥିତ ଥିଲେ । ପରିଶେଷରେ ଶ୍ୟାମସୁନ୍ଦର ମେହେର ଧନ୍ୟବାଦ ଅର୍ପଣ କରିଥିଲେ ।

(ବଲାଙ୍ଗିର ରୁ ଅନ୍ତର୍ଯ୍ୟାମୀ ସାହୁଙ୍କ ରିପୋର୍ଟ


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like