-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ବିନିକାରେ ବିଜେଡ଼ିର ୨୫ତମ ପ୍ରତିଷ୍ଠା ଦିବସ ପାଳିତ

26-Dec-2021



 ବିନିକା (ହିମାଂଶୁ ଶେଖର ପୁଟେଲ)// ବିନିକା ନଗର ଓ ବ୍ଳକ ବିଜେଡ଼ି ତରଫରୁ ଆଜି ବିନିକା ସହର ସ୍ଥିତ ଟାଉନହଲ ପରିସରରେ ବିଜୁ ଜନତା ଦଳର ୨୫ତମ ପ୍ରତିଷ୍ଠା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି ।ବ୍ଳକ ସଭାପତି ଦ୍ବାରିକାନାଥ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରତିଷ୍ଠା ଦିବସରେ ମାନ୍ୟବର ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ମୁଖ୍ୟଅତିଥି ଭାବେ ଯୋଗଦେଇ ରାଜ୍ୟର ନବୀନ ସରକାରଙ୍କ ଦ୍ଵାରା କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ସମ୍ପର୍କରେ ଆଲୋଚନା କରିବା ସହିତ ଏହି ସମୟ ମଧ୍ୟରେ ବୀରମହାରାଜପୁର ବିଧାନସଭା ମଣ୍ଡଳୀର ବିନିକା,ଉଲୁଣ୍ଡା ଓ ବୀରମହାରାଜପୁରରେ ବିକାଶରେ ଅଗ୍ରଗତି ହୋଇଥିବା

ବେଳେ ଶିକ୍ଷା,ସ୍ବାସ୍ଥ୍ୟ,ଗମନାଗମନ ଆଦି କ୍ଷେତ୍ରରେ ଅନେକ ବିକାଶମୂଳକ ପଦକ୍ଷେପ ଗ୍ରହଣ କରାଯାଇଥିବା ମନ୍ତ୍ରୀ ଶ୍ରୀ ବେହେରା ପ୍ରକାଶ କରିଥିଲେ । ଏଥିରେ ଅନ୍ୟ ମାନଙ୍କ ମଧ୍ୟରେ ରାଜ୍ୟ ବିଜେଡ଼ି ସମ୍ପାଦକ ଉତ୍ତର କୁମାର ପାତ୍ର,ସୁବର୍ଣ୍ଣପୁର ଜିଲ୍ଲା ମହିଳା ମୋର୍ଚ୍ଚା ସଭାନେତ୍ରୀ ପଦ୍ଦ୍ମିନି ବଘାର,ବିନିକା ବ୍ଳକ ଅଧ୍ୟକ୍ଷ ଅଶୋକ ନନ୍ଦ,ବୀରମହାରାଜପୁର ବ୍ଳକ ସଭାପତି ସ୍ଵୟଂଭୂ ନାଥ ଖଣ୍ଡଗିରି,ଉଲୁଣ୍ଡା ସଭାପତି ଜସକେତେନ ବଘାର,ବିନିକା ନଗର ସଭାପତି ସୋମନାଥ ମିଶ୍ର ପ୍ରମୁଖ ସମ୍ମାନିତ ଅତିଥି ଭାବେ ନବୀନ ସରକାରଙ୍କ ଉନ୍ନତିମୂଳକ କାର୍ଯ୍ୟ ଲୋକଙ୍କ ପାଖରେ ପହଞ୍ଚାଇବାକୁ ଉପସ୍ଥିତ କର୍ମୀ ମାନଙ୍କୁ ଆହ୍ୱାନ କର୍
ଦେଇଥିଲେ । ପ୍ରାରମ୍ଭରେ ସ୍ଥାନୀୟ କଲେଜ ଗେଟ ନିକଟରେ ହଜାର ହଜାର ବିଜୁ ପ୍ରେମୀ ମାନ୍ୟବର ମନ୍ତ୍ରୀଙ୍କୁ ସ୍ଵାଗତ କରି ଏକ ବିରାଟ ଶୋଭାଯାତ୍ରାରେ ଘଣ୍ଟ,ଶଙ୍ଖ ଓ ଦୂଳଦୁଲି ବାଜାରେ ସହର ପରିକ୍ରମା କରି ସଭାସ୍ଥଳକୁ ପାଛୋଟି ଆଣିଥିଲେ । ଏହି

ଅବସରରେ ଓଡ଼ିଶା ମୋ ପରିବାର ତରଫରୁ ଅନୁଷ୍ଠିତ ଜୀବନବିନ୍ଦୁ ରକ୍ତଦାନ କାର୍ଯ୍ୟକ୍ରମରେ ଅଞ୍ଚଳର ୫ଜଣ ମହିଳାଙ୍କ ସମେତ ମୋଟ ୫୧ଜଣ ସ୍ବେଚ୍ଛାକୃତ ଭାବେ ରକ୍ତଦାନ କରିଥିଲେ । ଅନୁଷ୍ଠିତ ଏହି ଉତ୍ସବ ପରିଚାଳନାରେ ଧର୍ମରାଜ ପଣ୍ଡା,ଧର୍ମେନ୍ଦ୍ର ଥନାପତି,ଭୀମସେନ ସାହୁ,ସୁଧାଂଶୁ ଦାଶ,ପୀତବାସ ମେହେର,କୃଷ୍ଣଚନ୍ଦ୍ର ପଣ୍ଡା,ହାଡୁ ମେହେର,ଶେଖର ଶର୍ମା,ଆନନ୍ଦ ହୋତା,ବିଶେଶ୍ୱର ସେଠୀ,ଦୀନବନ୍ଧୁ ମେହେର,ସନ୍ତୋଷ ସାହୁ,ପ୍ରଦୀପ ସେଠୀ,ଜୟନାରାୟଣ ପ୍ରଧାନ,କେଦାର ପଣ୍ଡା,ଲୁୁକୁ ମହାକୁର,ତପସ୍ଵିନୀ ମେହେର,ଦାଶରଥି ନନ୍ଦ,ରଞ୍ଜନ ମିଶ୍ର ପ୍ରମୁଖ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like