-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ବିଜୁ ଜନତା ଦଳର ୨୫ ତମ ପ୍ରତିଷ୍ଠା ଦିବସ ପାଳନ ହୋଇଯାଇଛି।

26-Dec-2021



ଗଞ୍ଜାମ, ଓଡ଼ିଶାର ଅଗଣିତ ଜନସାଧାରଣଙ୍କ ଅକୁଣ୍ଠ ସମର୍ଥନରେ ବିଜୁବାବୁଙ୍କ ନିତୀ ଓ ଆଦର୍ଶରେ 24 ବର୍ଷ ପୂର୍ବେ ଗଠିତ ହୋଇଥିବା ଏହି ଆଞ୍ଚଳିକ ଦଳର ଆଜି ରୌପ୍ୟ ଜୟନ୍ତୀ ଅବସରରେ ଗଞ୍ଜାମ ଜିଲ୍ଲା ଜଗନ୍ନାଥ ପ୍ରସାଦ ବ୍ଲକର ବିଜୁପଟନାୟକ କଲ୍ୟାଣ ମଣ୍ଡପ ଠାରେ 25 ତମ ପ୍ରତିଷ୍ଠା ଦିବସ ପାଳନ ହୋଇଯାଇଛି।

     ଏହି ରୌପ୍ୟ ଜୟନ୍ତୀ ଅବସରରେ ଅନୁଷ୍ଠିତ ସଭାରେ ମାନ୍ୟବର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ବିଜୁ ଜନତା ଦଳର ନିତୀ ଆଦର୍ଶ, ଓ କାର୍ଯ୍ୟ ସମ୍ପର୍କରେ ସମ୍ୟକ ଧାରଣା ଦେବାସହିତ ଉଦବୋଧନ ଦେଇ ସମସ୍ତଙ୍କୁ ଉତ୍ସାହିତ କରିଥିଲେ।ଅନୁଷ୍ଠିତ ସଭାରେ ମାନ୍ୟବର ମନ୍ତ୍ରୀଙ୍କ ସହିତ

ମଞ୍ଚରେ ସାଂସଦ ପ୍ରତିନିଧି ବିପ୍ର ବାରିକ, ସଭାପତି ମୋହନ ପ୍ରଧାନ, ଜିଲ୍ଲା ପରିଷଦ ସଭ୍ୟା ପ୍ରତିନିଧି ରଙ୍କନିଧି ପାତ୍ର, ଜିଲ୍ଲା ପରିଷଦ ରାଜେନ୍ଦ୍ର ସ୍ୱାଇଁ, କବିସୂର୍ଯ୍ୟ ବେହେରା, ପ୍ରଭାତ ଚନ୍ଦ୍ର ଦଳବେହେରା,ଲିପିକା ସ୍ୱାଇଁ, ଅଧକ୍ଷା ଗୀତାଞ୍ଜଳୀ ବେହେରା,ଉପାଧକ୍ଷ ହିମାଂଶୁ ଶେଖର ବାରିକ, ଶ୍ରୀକାନ୍ତ ଦଳବେହେରା,ଜଗନ୍ନାଥ ନାୟକ, ବିଭୁତିଭୂଷଣ ନାୟକ, ସଭାନେତ୍ରୀ ରଶ୍ମିତା ମାଝୀ,ବିଭୁତିଭୂଷଣ ଦଳବେହେରା,ସୁଶାନ୍ତ କୁମାର ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।
(ଗଞ୍ଜାମରୁ ପବିତ୍ର କୁମାର ମହାପାତ୍ର  ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like