-+91-9937148622 |

prerana_bgr@rediffmail.com |

  Tuesday 16th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଶୀତଳଷଷ୍ଠୀ ଯାତ୍ରା ପାଇଁ କୋଷାଗାର ରୁ ବାହାରିଲେ ୧୦୮ ତୋଳା ର ସୁନା ନାଗ ମୁର୍ତ୍ତୀ   (16-Jun-2026)       ||      ଏସ୍.ଏନ.କ୍ଲାସେସ ର ବର୍ଣ୍ଣାଢ଼୍ୟ ଉତ୍ସବ ପାଳିତ    (16-Jun-2026)       ||      ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘର ୨୭ତମ ବାର୍ଷିକ ଉତ୍ସବ ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ କରାଯିବ    (16-Jun-2026)       ||      ଜାଇକା ପାଇପ୍ ଫାଟି ଘୁଅ,ମୁତ ମଇଳା ପାଣି ମିଶୁଛି ତାଳଦଣ୍ଡା କେନାଲରେ    (16-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ବ୍ଲକ ସ୍ତରୀୟ ଜାତି ଓ ଜନଜାତି ସମ୍ବାଦ ବୈଠକ ଅନୁଷ୍ଠିତ    (16-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ମହୋତ୍ସବର ଶୁଭାରମ୍ଭ, ପାର୍ବତୀ ମଣ୍ଡପକୁ ନଟରାଜ ଦେବଙ୍କ ଆନୟନ,   (16-Jun-2026)       ||      ନିଷ୍ଠା ପରିବାରର ୧୭ତମ ପ୍ରତିଷ୍ଠା ଦିବସ ଓ ବିଶ୍ୱ ରକ୍ତଦାତା ଦିବସ ଅବସରରେ ୬୨ ୟୁନିଟ୍ ରକ୍ତ ସଂଗୃହୀତ   (16-Jun-2026)       ||      *ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶ ସ୍ମୃତି କମିଟୀର ସାଧାରଣ ବୈଠକ*   (16-Jun-2026)       ||      କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା    (15-Jun-2026)       ||      ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   (15-Jun-2026)       ||      ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ    (15-Jun-2026)       ||      *କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   (15-Jun-2026)       ||      ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   (15-Jun-2026)       ||      ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   (15-Jun-2026)       ||      ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   (15-Jun-2026)       ||      ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ    (15-Jun-2026)       ||      ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   (15-Jun-2026)       ||      ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   (15-Jun-2026)       ||      ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   (15-Jun-2026)       ||      ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ    (15-Jun-2026)       ||     

HOME   ଜିଲ୍ଲା

କବିତା ଝଙ୍କାରର ବାର୍ଷିକ ମହୋତ୍ସବ, ସମୟ ସହିତ ସାହିତ୍ୟ ପରିବର୍ତ୍ତନର ଆବଶ୍ୟକତା : ଅତିଥିଗଣ

26-Dec-2021



ସମ୍ବଲପୁର,(ପ୍ରେରଣା ଖବର ବ୍ୟୁରୋ)// ସମ୍ବଲପୁର ଜିଲ୍ଲା ସାଂସ୍କୃତିକ ସମାଜ ଭବନଠାରେ ‘କବିତା ଝଙ୍କାର ସାହିତ୍ୟ ସଂସଦ’ର ବାର୍ଷିକ ମହୋତ୍ସବ ପାଳିତ ହୋଇଯାଇଛି । କବିତା ଝଙ୍କାର ସାହିତ୍ୟ ଅନୁଷ୍ଠାନର ରାଜ୍ୟ ସଭାପତି କୃଷ୍ଣଚନ୍ଦ୍ର ଅଧ୍ୟକ୍ଷତାରେ କାର୍ଯ୍ୟକ୍ରମର ମୁଖ୍ୟଅତିଥି ଭାବରେ ଓଡିଶା ଅର୍ଥ ସେବାର ଉପଶାସନ ସଚିବ ଡା. ସଂଗ୍ରାମ କେଶରୀ ସାମନ୍ତରାୟ ଓ ମୁଖ୍ୟବକ୍ତା ଭାବରେ ରାଜ୍ୟପୁରସ୍କାର ପ୍ରାପ୍ତ ସମାଜସେବୀ ତଥା ଲେଖକ ରାମ ନାରାୟଣ ଦାଶ ଯୋଗଦେଇଥିଲେ । ସମ୍ବଲପୁରୀ ଭାଷା ସାହିତ୍ୟର ତୁଙ୍ଗ ବ୍ୟକ୍ତିତ୍ଵ ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ କବି ତଥା ନାଟ୍ୟକାର ବିନୋଦ କୁମାର ପଶାୟତଙ୍କୁ ପୂଜ୍ୟପିତା ରୂପେ ସମ୍ମାନୀତ କରାଯାଇଥିଲା । ସମ୍ମାନୀତ ଅତିଥି ଭାବରେ କବିତା ଝଙ୍କାରର ମୁଖ୍ୟଉପଦେଷ୍ଟା ରବି ଚନ୍ଦ୍ର ପଶାୟତ, ବିଶିଷ୍ଟ କବି ଶୁଭ୍ରାଂଶୁ ଶେଖର ପଣ୍ଡା, କବି ସଂଜୟ କୁମାର ତ୍ରୀପାଠି, ଆପ୍ରାଇଜ ସାଇନସ କଲେଜ ପ୍ରିନସିପାଲ ରଜତ କୁମାର ପଣ୍ଡା,କବି ଲକ୍ଷ୍ମୀ ନାରାୟଣ ହୋତା ପ୍ରମୁଖ ଯୋଗଦେଇ ଭାଷା ସାହିତ୍ୟର ବିକାଶ ଓ ବିସ୍ତାର ସମୟ ସହିତ ପରିବର୍ତ୍ତନର ଆବଶ୍ୟକତା ରହିଛି ବୋଲି ମତରଖିଥିଲେ । ଏହି ଅବସରରେ ଅନୁଷ୍ଠାନର ବାର୍ଷିକ ମୁଖପତ୍ର ‘ପ୍ରୟାଗ’, କବି କୃଷ୍ଣ ଚନ୍ଦ୍ର ବାରିକଙ୍କ ‘ଶଠ ଶବରୀ’, ଡା. ସଂଗ୍ରାମ କେଶରୀ ସାମନ୍ତରାୟଙ୍କ ‘ପରିବର୍ତନ କବିତା ସମ୍ଭାର’ ଓ କବୟତ୍ରୀ ଯଶୋବନ୍ତୀ ବାରିକଙ୍କ ‘ଅହଲ୍ୟାର ଆର୍ତ୍ତସ୍ୱର’ ପ୍ରଭୃତି କବିତା ସଂକଳନର ଅତିଥୁବୃନ୍ଦଙ୍କ ଦ୍ବାରା ଶୁଭ ଉନ୍ମୋଚିତ ହୋଇଥିଲା। ସଂପାଦକ ଶିବାତ୍ମକ ପଣ୍ଡା ଅନୁଷ୍ଠାନର ବାର୍ଷିକ ବିବରଣୀ ପାଠ କରିଥିଲେ । ସ୍ରୋତସ୍ଵିନୀ କବିତା ଝଙ୍କାରର ସଂପାଦକ ଚୁନିଳ କୁମାର ଗଙ୍ଗଦେବ ଅତିଥି ପରିଚୟ କରିଥିବା ବେଳେ ସୁଜ୍ଞାନ ବାଗ ଓ ପ୍ରମୋଦିନୀ ଦେଇ ଉଭୟେ ପ୍ରାରମ୍ଭିକ ସଂଗୀତ ଗାନ କରିଥିଲେ । ଉଚ୍ଚକୋଟୀର ଲେଖନୀ ଚାଳନାରେ ନିଜସ୍ବ ସ୍ଵତନ୍ତ୍ର ପରିଚୟ ସୃଷ୍ଟି କରିଥିବା କବି ହୃଷିକେଶ ଡାଙ୍ଗ, ଚନ୍ଦ୍ରମଣି ବାଘ, ବଂଶୀଧର ପଶାୟତ, ସାଗର କୁମାର ପରିଡା, ନଗେନ୍ଦ୍ର କୁମାର ରାଉତ, ଚୁନିଲ କୁମାର ଗଙ୍ଗଦେବ, କବୟତ୍ରୀ ଯଶୋବନ୍ତୀ ବାରିକ, ସୁଦୃମା ପଣ୍ଡା, ପୁଷ୍ପଲତା ମିଶ୍ର,  ବଲ୍ଲବୀ ବନଛୋର, ଭକ୍ତବନ୍ଧୁ ମେହେର, ଝରଣା ତନ୍ତ୍ରୀ, ପ୍ରମୁଖ ଙ୍କୁ ‘କବିତା ଝଙ୍କାର ସମ୍ମାନ’ ରେ ସମ୍ମାନୀତ କରାଯାଇଥିଲା । ଦ୍ଵିତୀୟ ଅଧିବେଶନରେ କବି ଦୁର୍ଯ୍ୟୋଧନ ପଶାୟତଙ୍କ ସଭାପତିତ୍ଵରେ ଆୟୋଜିତ ହୋଇଥିବା କବିତା ପାଠୋତ୍ସବରେ କବି ପ୍ରଫୁଲ୍ଲ ପଧାନ, ପବିତ୍ର ବେହେରା, ରୋନିସ ବହିଦାର, ପୃର୍ଣଚନ୍ଦ୍ର ଷଡ଼ଙ୍ଗୀ କବୟତ୍ରୀ ଶିବାନୀ ପଣ୍ଡା ପ୍ରମୁଖ ନିଜସ୍ୱ କବିତା ପାଠ କରିଥିଲେ । ଶେଷରେ ପ୍ରବାସୀ କବିତା ଝଙ୍କାରର ସଂପାଦକ ସୁବ୍ରତ କୁମାର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ଶ୍ରୀତମ କୁମାର ବାରିକ,ଚିତ୍ତରଞ୍ଜନ ପଲେଇ, ଆଦିତ୍ୟ ଠେଲା କାର୍ଯ୍ୟକ୍ରମରେ ଉପସ୍ଥିତ ରହି ସହଯୋଗ କରିଥିଲେ  ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶୀତଳଷଷ୍ଠୀ ଯାତ୍ରା ପାଇଁ କୋଷାଗାର ରୁ ବାହାରିଲେ ୧୦୮ ତୋଳା ର ସୁନା ନାଗ ମୁର୍ତ୍ତୀ   16-Jun-2026
  ଜିଲ୍ଲା  
ଏସ୍.ଏନ.କ୍ଲାସେସ ର ବର୍ଣ୍ଣାଢ଼୍ୟ ଉତ୍ସବ ପାଳିତ   16-Jun-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘର ୨୭ତମ ବାର୍ଷିକ ଉତ୍ସବ ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ କରାଯିବ   16-Jun-2026
  ଜିଲ୍ଲା  
ଜାଇକା ପାଇପ୍ ଫାଟି ଘୁଅ,ମୁତ ମଇଳା ପାଣି ମିଶୁଛି ତାଳଦଣ୍ଡା କେନାଲରେ   16-Jun-2026
  ଜିଲ୍ଲା  
ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ବ୍ଲକ ସ୍ତରୀୟ ଜାତି ଓ ଜନଜାତି ସମ୍ବାଦ ବୈଠକ ଅନୁଷ୍ଠିତ   16-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ମହୋତ୍ସବର ଶୁଭାରମ୍ଭ, ପାର୍ବତୀ ମଣ୍ଡପକୁ ନଟରାଜ ଦେବଙ୍କ ଆନୟନ,   16-Jun-2026
  ଜିଲ୍ଲା  
ନିଷ୍ଠା ପରିବାରର ୧୭ତମ ପ୍ରତିଷ୍ଠା ଦିବସ ଓ ବିଶ୍ୱ ରକ୍ତଦାତା ଦିବସ ଅବସରରେ ୬୨ ୟୁନିଟ୍ ରକ୍ତ ସଂଗୃହୀତ   16-Jun-2026
  ଜିଲ୍ଲା  
*ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶ ସ୍ମୃତି କମିଟୀର ସାଧାରଣ ବୈଠକ*   16-Jun-2026
  ଜିଲ୍ଲା  
କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା   15-Jun-2026
  ଜିଲ୍ଲା  
ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   15-Jun-2026
  ଜିଲ୍ଲା  
ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ   15-Jun-2026
  ଜିଲ୍ଲା  
*କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   15-Jun-2026

You Might Also Like