-+91-9937148622 |
prerana_bgr@rediffmail.com |
Friday 25th September 2026 |
R.N.I. Regd No. ODIODI/2010/46693
Breaking News
30-Sep-2020
କୋଭିଡ ସମୟରେ ବଲାଙ୍ଗୀର କୋଭିଡ ସେଣ୍ଟରରେ ମହିଳାଙ୍କୁ ଦୁର୍ବ୍ୟବହାର ପ୍ରସଙ୍ଗ ଉଠାଇଲେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର। ଘଟଣାର ତଦନ୍ତ ହେଲାନାହିଁ। କିନ୍ତୁ ସମ୍ପୃକ୍ତ ଡାକ୍ତରଙ୍କୁ ବଦଳି କରାଗଲା। ଘଟଣାର ଅନୁସନ୍ଧାନ କରନ୍ତୁ। ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଅନ୍ତୁ!!