-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ବିଜୁଜନତା ଦଳର ପଚିଶତମ ପ୍ରତିଷ୍ଠା ଦିବସ ଅବସରରେ ମୁଖ୍ୟ ଆକର୍ଷଣ ପଚାଶ କିଲୋଗ୍ରାମ ର ଲଡ଼ୁ |

26-Dec-2021



ନୟାଗଡ଼, (ପ୍ରଦୀପ କୁମାର ପଣ୍ଡା)
ନୟାଗଡ଼ ଜିଲ୍ଲା ଦଶପଲ୍ଲା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗଣିଆ ବ୍ଳକ ସ୍ତରୀୟ ବିଜେଡି ପଚିଶ ତମ ପ୍ରତିଷ୍ଠା ଦିବସ ପାଳନ ହୋଇ ଯାଇଛି | ଉକ୍ତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ବିଧାୟକ ତଥା ନୟାଗଡ଼ ବିଜେଡି ସଭାପତି ଶ୍ରୀଯୁକ୍ତ ରମେଶ ଚନ୍ଦ୍ର ବେହେରା ଯୋଗଦେଇଥିଲେ | ସମ୍ମାନିତ ଅତିଥି ଭାବେ ଗଣିଆ ବ୍ଳକ ଅଧ୍ୟକ୍ଷ ଶ୍ରୀଯୁକ୍ତ ଶେଷ ଦେବ ସ୍ୱାଇଁ, ଜିଲ୍ଲା ପରିଷଦ ସଭ୍ୟ ମହେଶ୍ୱର ମହାରଣା, ସରପଞ୍ଚ ସଂଘ ର ସଭାପତି ପ୍ରଫୁଲ୍ଲ କୁମାର ବେହେରା, ପୁର୍ବତନ ବ୍ଳକ ଅଧ୍ୟକ୍ଷା ରଶ୍ମିତା ସାହୁ, ସାମାଜିକ କର୍ମୀ ପ୍ରଦୀପ କୁମାର ସାହୁ, ବ୍ଳକ ବିଜୁ ମହିଳା ସଭାପତି ବୈଜୟନ୍ତୀ ବେହେରା, ଗିରିଶ ଚନ୍ଦ୍ର ମିଶ୍ର, ଦେବାନନ୍ଦ ମିଶ୍ର ଓ  ପ୍ରତ୍ୟେକ ପଞ୍ଚାୟତ ର ସରପଞ୍ଚ ଏବଂ ସମିତି ସଭ୍ୟ/ସଭ୍ୟା ମାନେ ମଞ୍ଚାସିନ ଥିଲେ |

ଉକ୍ତ କାର୍ଯ୍ୟକ୍ରମ ରେ ପ୍ରଥମେ ସମସ୍ତ ଅତିଥି ମାନଙ୍କ କରକମଳ ରେ ଜଗନ୍ନାଥ ଙ୍କ ପାଖରେ ପ୍ରଦୀପ ପ୍ରଜ୍ବଳନ କାର୍ଯ୍ୟ ସମ୍ପାଦନ ହେବା ପରେ ସ୍ବର୍ଗତ ବିଜୁ ପଟନାୟକ ଙ୍କ ଫୋଟୋ ଚିତ୍ର ରେ ପୁଷ୍ପ ମାଲ୍ୟ ଅର୍ପଣ କରିଥିଲେ | ଉକ୍ତ କାର୍ଯ୍ୟକ୍ରମ ର ମୁଖ୍ୟ ଆକର୍ଷଣ ଅଧା କ୍ୱିଣ୍ଟାଲ ଓଜନ ର ଲଡ଼ୁ କୁ ମାନ୍ୟବର ବିଧାୟକ ଙ୍କ ସହିତ ସମସ୍ତ ଅତିଥି ମାନେ କାଟିବା ପରେ ପରସ୍ପର ଙ୍କ ମଧ୍ୟରେ ଆଦାନପ୍ରଦାନ କରିଥିଲେ | ଉପସ୍ଥିତ ସମସ୍ତ କର୍ମୀ ଏବଂ ଜନତା ଉକ୍ତ ଲଡ଼ୁ ଖାଇ ଉଲ୍ଲସିତ ହୋଇଥିଲେ | ଏହାପରେ ଏକ ସଭା କାର୍ଯ୍ୟ ଆରମ୍ଭ ହୋଇଥିଲା | ସମସ୍ତ ଅତିଥି ମାନେ ବିଜୁ ବାବୁ ଙ୍କ ଗୁଣ ଗାନ କରିବା ସହିତ ଦୀର୍ଘ ପଚିଶ ବର୍ଷ ହେଲା ବିଜୁ ଜନତା ଦଳ ର ସୁପ୍ରିମୋ ନବୀନ ପଟ୍ଟନାୟକ ଙ୍କ କାର୍ଯ୍ୟକଳାପ ଉପରେ ବିସ୍ତୃତ ଭାବେ ଆଲୋଚନା କରିଥିଲେ | ବିଭିନ୍ନ ଯୋଜନା ମାନ ପ୍ରସ୍ତୁତ କରି ଓଡିଶା ବାସୀଙ୍କର ମନ ଜିଣିଥିବା ନବୀନ ପଟ୍ଟନାୟକ ଙ୍କ ଦୀର୍ଘାୟୁ କାମନା କରି ଉପସ୍ଥିତ ସମସ୍ତ କର୍ମୀ ତଥା ଜନତା ହରିବୋଲ ହୁଳହୁଳି ଦେଇ ଜଗନ୍ନାଥ ଙ୍କ ପାଖରେ ପ୍ରାର୍ଥନା କରିଥିଲେ | ସଭା ପରିଚାଳନା କରିଥିଲେ କନ୍ଧମାଳ ସାଂସଦ ଙ୍କ ଜିଲ୍ଲା ପ୍ରତିନିଧି ସଦାଶିବ ମିଶ୍ର ମହୋଦୟ | ଉକ୍ତ କାର୍ଯ୍ୟକ୍ରମ ରେ ଶତାଧିକ ମହିଳା, ଯୁବ କର୍ମୀ ମାନେ ଉପସ୍ଥିତ ଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like