-+91-9937148622 |

prerana_bgr@rediffmail.com |

  Tuesday 16th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିଶୁ ଶ୍ରମିକ ନିରାକରଣ ସଚେତନତା ପଦଯାତ୍ରା ଅନୁଷ୍ଠିତ   (16-Jun-2026)       ||      ବରପାଲି ଶିବବିବାହତ୍ସବରେ କନ୍ୟା ଆନ୍ବେଷଣ ପର୍ବ ପତର ପେଣ୍ଡୀ ସମାପନ   (16-Jun-2026)       ||      *ଆନ୍ତର୍ଜାତୀୟ ଶିଶୁ ଶ୍ରମ ନିରୋଧ ଦିବସ ଅବସରରେ ସଚେତନତା ରଥ ଉଦଘାଟିତ*   (16-Jun-2026)       ||      ଜାତୀୟ ସ୍ତରରେ ନିଷ୍ପା ପରିବାର ସମ୍ବର୍ଦ୍ଧିତ, ରକ୍ତ ସଞ୍ଚାର ସେବା ଯୋଗୁଁ ଅହମଦାବାଦ ରେ ସମ୍ବର୍ଦ୍ଧିତ    (16-Jun-2026)       ||      ଶୀତଳଷଷ୍ଠୀ ଯାତ୍ରା ପାଇଁ କୋଷାଗାର ରୁ ବାହାରିଲେ ୧୦୮ ତୋଳା ର ସୁନା ନାଗ ମୁର୍ତ୍ତୀ   (16-Jun-2026)       ||      ଏସ୍.ଏନ.କ୍ଲାସେସ ର ବର୍ଣ୍ଣାଢ଼୍ୟ ଉତ୍ସବ ପାଳିତ    (16-Jun-2026)       ||      ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘର ୨୭ତମ ବାର୍ଷିକ ଉତ୍ସବ ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ କରାଯିବ    (16-Jun-2026)       ||      ଜାଇକା ପାଇପ୍ ଫାଟି ଘୁଅ,ମୁତ ମଇଳା ପାଣି ମିଶୁଛି ତାଳଦଣ୍ଡା କେନାଲରେ    (16-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ବ୍ଲକ ସ୍ତରୀୟ ଜାତି ଓ ଜନଜାତି ସମ୍ବାଦ ବୈଠକ ଅନୁଷ୍ଠିତ    (16-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ମହୋତ୍ସବର ଶୁଭାରମ୍ଭ, ପାର୍ବତୀ ମଣ୍ଡପକୁ ନଟରାଜ ଦେବଙ୍କ ଆନୟନ,   (16-Jun-2026)       ||      ନିଷ୍ଠା ପରିବାରର ୧୭ତମ ପ୍ରତିଷ୍ଠା ଦିବସ ଓ ବିଶ୍ୱ ରକ୍ତଦାତା ଦିବସ ଅବସରରେ ୬୨ ୟୁନିଟ୍ ରକ୍ତ ସଂଗୃହୀତ   (16-Jun-2026)       ||      *ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶ ସ୍ମୃତି କମିଟୀର ସାଧାରଣ ବୈଠକ*   (16-Jun-2026)       ||      କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା    (15-Jun-2026)       ||      ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   (15-Jun-2026)       ||      ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ    (15-Jun-2026)       ||      *କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   (15-Jun-2026)       ||      ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   (15-Jun-2026)       ||      ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   (15-Jun-2026)       ||      ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   (15-Jun-2026)       ||      ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ    (15-Jun-2026)       ||     

HOME   ରାଜ୍ୟ

ବିଜ୍ଞାନ ସାହିତ୍ୟ ପରିଷଦର ସାଧାରଣ ଅଧିବେଶନ ଓ ଖେଳରେ ବିଜ୍ଞାନ ପୁସ୍ତକର ଲୋକାର୍ପଣ

26-Dec-2021



ବଲାଙ୍ଗୀର(ପ୍ରେରଣା ଖବର)// ଆଜି ସ୍ଥାନୀୟ ପି.ପି. ଏକାଡେମୀ ସଭାଗୃହରେ ବଲାଙ୍ଗିରରେ ଅବସ୍ଥାପିତ ଜିଲ୍ଲା ବିଜ୍ଞାନ ସାହିତ୍ୟ ପରିଷଦର ସାଧାରଣ ଅଧିବେଶନ ପରିଷଦର ସଭାପତି ସନାତନ ଠାକୁରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ପ୍ରଥମ ଅଧିବେଶନରେ ବିଜ୍ଞାନ ସାହିତ୍ୟ ପରିଷଦ ଦ୍ୱାରା ପ୍ରକାଶିତ ଏବଂ ଡ. ଅଭିମନ୍ୟୁ ମିଶ୍ର, ଡ.ବି.ଏନ୍‌.ଶ୍ରୀକାନ୍ତ ଓ ସନାତନ ଠାକୁରଙ୍କ ଦ୍ୱାରା ଲିଖିତ “ଖେଳରେ ବିଜ୍ଞାନ” ପୁସ୍ତକ ମୁଖ୍ୟ ଅତିଥି କେଶବ ମେହେର ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ, ବଲାଙ୍ଗିର ଓ ସମ୍ମାନିତ ଅତିଥି ଡ. ପ୍ରଫୁଲ୍ଲ କୁମାର ଭଞ୍ଜ, ଉପ-ନିର୍ଦ୍ଦେଶକ ଉଦ୍ୟାନ କୃଷି, ବଲାଙ୍ଗିରଙ୍କ ଦ୍ୱାରା ଲୋକର୍ପିତ ହୋଇଯାଇଛି । ଏହି ପୁସ୍ତକରେ ୬୦ଟି ବିଜ୍ଞାନ ଖେଳନା ସ୍ଥାନୀତ ହୋଇଛି । ସଭାର ଦ୍ୱିତୀୟ ଅଧିବେଶନରେ ପରିଷଦର ନୂତନ କର୍ମକର୍ତ୍ତା ଚୟନ କରାଗଲା । ଏଥିରେ ସଭାପତି ଭାବରେ ଡ. ଅଭିମନ୍ୟୁ ମିଶ୍ର, ଉପ-ସଭାପତି ଦ୍ୱୟ ପ୍ରଫେସର ତରୁଣ କୁମାର ମିଶ୍ର ଓ ସରୋଜ କୁମାର ନାୟକ, ସଂପାଦକ ଭାବରେ ରାଜେନ୍ଦ୍ର କୁମାର ଶର୍ମା, ଯୁଗ୍ମ ସଂପାଦକ ଭାବରେ ଆନନ୍ଦ ବଡପଣ୍ଡା, କୋଷାଧ୍ୟକ୍ଷ ଭାବରେ ଯତୀନ୍ଦ୍ର ମୋହନ ପାଠୀ ସର୍ବ ସମ୍ମତିକ୍ରମେ ଆସନ୍ତା ତିନି ବର୍ଷ ପାଇଁ ପରିଷଦର ଦାୟିତ୍ୱ ଗ୍ରହଣ କଲେ । ଏଥିରେ

କାର୍ଯ୍ୟନିର୍ବାହୀ ସଦସ୍ୟ ଭାବେ ସନାତନ ଠାକୁର, ଚିତ୍ତ ରଂଜନ ପଟେଲ, ଡ. ବିଏନ୍ ଶ୍ରୀକାନ୍ତ, ଡ. ଗୋଦାବରିଶ ରଥ, ଡ. ଜଗଜ୍ଜୀତ କାମିଲା, ବାସନ୍ତି ସାହୁ, ଅଚ୍ୟୁତାନନ୍ଦ ଉଦ୍‌ଗାତାଙ୍କୁ ଚୟନ କରାଗଲା । ଉକ୍ତ କାର୍ଯ୍ୟକ୍ରମରେ ପି.ପି. ଏକାଡେମୀର ପ୍ରଧାନ ଶିକ୍ଷକ ସିନୁ ସୁନ୍ଦର ପାଢୀ ସମସ୍ତ ପ୍ରକାର ସହଯୋଗ କରିଥିଲେ । ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ବିଜ୍ଞାନ ତତ୍ତ୍ୱାବଧାନ ସରୋଜ କୁମାର ନାୟକ  ସଂଯୋଜନା କରିଥିବା ବେଳେ ନବନିଯୁକ୍ତ ସଂପାଦକ ରାଜେନ୍ଦ୍ର କୁମାର ଶର୍ମା ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିଶୁ ଶ୍ରମିକ ନିରାକରଣ ସଚେତନତା ପଦଯାତ୍ରା ଅନୁଷ୍ଠିତ   16-Jun-2026
  ଜିଲ୍ଲା  
ବରପାଲି ଶିବବିବାହତ୍ସବରେ କନ୍ୟା ଆନ୍ବେଷଣ ପର୍ବ ପତର ପେଣ୍ଡୀ ସମାପନ   16-Jun-2026
  ଜିଲ୍ଲା  
*ଆନ୍ତର୍ଜାତୀୟ ଶିଶୁ ଶ୍ରମ ନିରୋଧ ଦିବସ ଅବସରରେ ସଚେତନତା ରଥ ଉଦଘାଟିତ*   16-Jun-2026
  ବିଶେଷ  
ଜାତୀୟ ସ୍ତରରେ ନିଷ୍ପା ପରିବାର ସମ୍ବର୍ଦ୍ଧିତ, ରକ୍ତ ସଞ୍ଚାର ସେବା ଯୋଗୁଁ ଅହମଦାବାଦ ରେ ସମ୍ବର୍ଦ୍ଧିତ   16-Jun-2026
  ଜିଲ୍ଲା  
ଶୀତଳଷଷ୍ଠୀ ଯାତ୍ରା ପାଇଁ କୋଷାଗାର ରୁ ବାହାରିଲେ ୧୦୮ ତୋଳା ର ସୁନା ନାଗ ମୁର୍ତ୍ତୀ   16-Jun-2026
  ଜିଲ୍ଲା  
ଏସ୍.ଏନ.କ୍ଲାସେସ ର ବର୍ଣ୍ଣାଢ଼୍ୟ ଉତ୍ସବ ପାଳିତ   16-Jun-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘର ୨୭ତମ ବାର୍ଷିକ ଉତ୍ସବ ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ କରାଯିବ   16-Jun-2026
  ଜିଲ୍ଲା  
ଜାଇକା ପାଇପ୍ ଫାଟି ଘୁଅ,ମୁତ ମଇଳା ପାଣି ମିଶୁଛି ତାଳଦଣ୍ଡା କେନାଲରେ   16-Jun-2026
  ଜିଲ୍ଲା  
ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ବ୍ଲକ ସ୍ତରୀୟ ଜାତି ଓ ଜନଜାତି ସମ୍ବାଦ ବୈଠକ ଅନୁଷ୍ଠିତ   16-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ମହୋତ୍ସବର ଶୁଭାରମ୍ଭ, ପାର୍ବତୀ ମଣ୍ଡପକୁ ନଟରାଜ ଦେବଙ୍କ ଆନୟନ,   16-Jun-2026
  ଜିଲ୍ଲା  
ନିଷ୍ଠା ପରିବାରର ୧୭ତମ ପ୍ରତିଷ୍ଠା ଦିବସ ଓ ବିଶ୍ୱ ରକ୍ତଦାତା ଦିବସ ଅବସରରେ ୬୨ ୟୁନିଟ୍ ରକ୍ତ ସଂଗୃହୀତ   16-Jun-2026
  ଜିଲ୍ଲା  
*ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶ ସ୍ମୃତି କମିଟୀର ସାଧାରଣ ବୈଠକ*   16-Jun-2026

You Might Also Like