-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଲହଙ୍ଗୀର ଠାରେ ୧୦ମ ଭିଏସଏସ ଭଲିବଲ ଟୁର୍ଣ୍ଣାମେଣ୍ଟ ପ୍ରଥମ ଓ ଦ୍ବିତୀୟ ଦିବସରେ

26-Dec-2021



ପଦ୍ମପୁର//  ପାଇକମାଲ ବ୍ଳକ ଅଧିନସ୍ଥ ବୁକୁରାମୁଣ୍ଡା ଗ୍ରାମପଞ୍ଚାୟତ ର ଲହଙ୍ଗୀର ଗ୍ରାମରେ ଗ୍ରାମର ଯୁବବଂଧୁମାନେ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଭଲିବଲ ଟୁର୍ଣ୍ଣାମେଣ୍ଟ ଆୟୋଜିତ କରିଛନ୍ତି lଗ୍ରାମ ର ଭଦ୍ରବ୍ୟକ୍ତି ଭାବେ ଜଣାଶୁଣା ସ୍ୱର୍ଗତ ଅଲେଖ ପ୍ରଧାନ ଏବଂ ସ୍ୱର୍ଗତ ଥବିର ପ୍ରଧାନ ଙ୍କ ଅକାଳ ବିୟୋଗ ରେ, ତାଙ୍କ ସ୍ମୃତି ଉଦ୍ଦେଶ୍ୟରେ ଏହି ମେମୋରିଆଲ ଟୁର୍ଣ୍ଣାମେଣ୍ଟ ଦିର୍ଘ ଦୁଇଦିନ ଧରି ଆୟୋଜିତ କରାଯାଇଥିଲା lପ୍ରଥମ ଦିବସ ରେ ଅଞ୍ଚଳ ର ନାମିଦାମୀ ବ୍ୟକ୍ତି ବିଶେଷ ଭାବେ ଜଣାଶୁଣା  ସର୍ବଶ୍ରୀ ରଘୁମଣୀ ବେହେରା, ବିକ୍ରମାଦିତ୍ୟ ବେହେରା,ମନୋହର ବରିହା, ଜଗନ୍ନାଥ ଛତ୍ରିଆ ମୁଖ୍ୟଅତିଥି ଭାବେ ଯୋଗ ଦାନ କରି ଭଲିବଲ ଟୁର୍ଣ୍ଣାମେଣ୍ଟ କୁ ଉଦଘାଟନ କଲାପରେ ଖେଳ କାର୍ଯ୍ୟକ୍ରମ ଶୁଭାରମ୍ଭ କରିଥିଲେ lପ୍ରଥମେ ସରେଇକେଲା ଦଳ ଏବଂ ଲହଙ୍ଗୀର ସିନିୟର୍ ଟିମ୍ ଙ୍କ ମଧ୍ୟରେ ଖେଳ ଟି ଆରମ୍ଭ ହୋଇଥିଲା l ପ୍ରଥମ ମ୍ୟାଚ ପିଇଟି ଘନଶ୍ୟାମ ପ୍ରଧାନ, ହୃଦାନନ୍ଦ ଭୋଇ ଖେଳ ପରିଚାଳନା କରି

ଲହଙ୍ଗୀର ୨-୦ ରେ ବିଜୟ ଘୋଷିତ ହୋଇଥିଲେ lଦ୍ୱିତୀୟ ଦିବସ ରେ  ମୁଖ୍ୟ ଅତିଥି ଭାବେ ଏ ଅଞ୍ଚଳର ସୁଖଦୁଃଖ ର ସାଥି,ଜନସେବକ ଶ୍ରୀଯୁକ୍ତ ଛବିଳ ବାରିକ, ମହେନ୍ଦ୍ର ସିଂ ବରିହା ଏବଂ ନାରୀନେତ୍ରୀ ସୁସ୍ମିତା ବାରିକ ଯୋଗଦାନ କରି ଖେଳାଳି ମାନଙ୍କୁ ଉତ୍ସାହିତ କରିବା ସଙ୍ଗେ ସଙ୍ଗେ ଅନୁଷ୍ଠିତ ଭଳିବଲ ଟୁର୍ଣ୍ଣାମେଣ୍ଟ କୁ ଖୁବ୍ ଉପଭୋଗ କରିଥିଲେ lଶେଷ ଦିବସ ରେ ତରେକେଲା(ରାଏଗଡ),ଦର୍ଲିମୁଣ୍ଡା(ନୂଆପଡ଼ା),ଟୁଇଙ୍କିଲ୍ ସ୍ପୋଟିଙ୍ଗ୍,ହାବେଶ ସ୍ପୋଟିଙ୍ଗ୍,ଅଡଗାଁ ଭଳିବଲ ଦଳ,ଭିଏସଏସ ସ୍ପୋଟିଙ୍ଗ ଲହଙ୍ଗୀର ଙ୍କ ମଧ୍ୟରେ କଡ଼ା ମୁକାବିଲା ର ଖେଳ ହୋଇଥିଲା lଖେଳ ପରିଚାଳନା କରିଥିଲେ ପି.ଇ.ଟି ସର୍ବଶ୍ରୀ:-ଜଗନ୍ନାଥ ସାହୁ, ରମେଶ ସେଠ, ସୁଶାନ୍ତ ସାହୁ, ଘନଶ୍ୟାମ ପ୍ରଧାନ ଏବଂ ହୃଦାନନ୍ଦ ଭୋଇ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like