-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

କବିତା ଝଙ୍କାରର ବାର୍ଷିକ ମହୋତ୍ସବ, ସମୟ ସହିତ ସାହିତ୍ୟ ପରିବର୍ତ୍ତନର ଆବଶ୍ୟକତା : ଅତିଥିଗଣ

26-Dec-2021



ସମ୍ବଲପୁର,(ପ୍ରେରଣା ଖବର) / ସମ୍ବଲପୁର ଜିଲ୍ଲା ସାଂସ୍କୃତିକ ସମାଜ ଭବନଠାରେ ‘କବିତା ଝଙ୍କାର ସାହିତ୍ୟ ସଂସଦ’ର ବାର୍ଷିକ ମହୋତ୍ସବ ପାଳିତ ହୋଇଯାଇଛି । କବିତା ଝଙ୍କାର ସାହିତ୍ୟ ଅନୁଷ୍ଠାନର ରାଜ୍ୟ ସଭାପତି କୃଷ୍ଣଚନ୍ଦ୍ର ଅଧ୍ୟକ୍ଷତାରେ କାର୍ଯ୍ୟକ୍ରମର ମୁଖ୍ୟଅତିଥି ଭାବରେ ଓଡିଶା ଅର୍ଥ ସେବାର ଉପଶାସନ ସଚିବ ଡା. ସଂଗ୍ରାମ କେଶରୀ ସାମନ୍ତରାୟ ଓ ମୁଖ୍ୟବକ୍ତା ଭାବରେ ରାଜ୍ୟପୁରସ୍କାର ପ୍ରାପ୍ତ ସମାଜସେବୀ ତଥା

ଲେଖକ ରାମ ନାରାୟଣ ଦାଶ ଯୋଗଦେଇଥିଲେ । ସମ୍ବଲପୁରୀ ଭାଷା ସାହିତ୍ୟର ତୁଙ୍ଗ ବ୍ୟକ୍ତିତ୍ଵ ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ କବି ତଥା ନାଟ୍ୟକାର ବିନୋଦ କୁମାର ପଶାୟତଙ୍କୁ ପୂଜ୍ୟପିତା ରୂପେ ସମ୍ମାନୀତ କରାଯାଇଥିଲା । ସମ୍ମାନୀତ ଅତିଥି ଭାବରେ କବିତା ଝଙ୍କାରର ମୁଖ୍ୟଉପଦେଷ୍ଟା ରବି ଚନ୍ଦ୍ର ପଶାୟତ, ବିଶିଷ୍ଟ କବି ଶୁଭ୍ରାଂଶୁ ଶେଖର ପଣ୍ଡା, କବି ସଂଜୟ କୁମାର ତ୍ରୀପାଠି, ଆପ୍ରାଇଜ ସାଇନସ କଲେଜ ପ୍ରିନସିପାଲ ରଜତ କୁମାର ପଣ୍ଡା,କବି ଲକ୍ଷ୍ମୀ ନାରାୟଣ ହୋତା ପ୍ରମୁଖ ଯୋଗଦେଇ ଭାଷା ସାହିତ୍ୟର ବିକାଶ ଓ ବିସ୍ତାର ସମୟ ସହିତ ପରିବର୍ତ୍ତନର ଆବଶ୍ୟକତା ରହିଛି ବୋଲି ମତରଖିଥିଲେ । ଏହି ଅବସରରେ ଅନୁଷ୍ଠାନର ବାର୍ଷିକ ମୁଖପତ୍ର ‘ପ୍ରୟାଗ’, କବି କୃଷ୍ଣ ଚନ୍ଦ୍ର ବାରିକଙ୍କ ‘ଶଠ ଶବରୀ’, ଡା. ସଂଗ୍ରାମ କେଶରୀ ସାମନ୍ତରାୟଙ୍କ ‘ପରିବର୍ତନ କବିତା ସମ୍ଭାର’ ଓ କବୟତ୍ରୀ ଯଶୋବନ୍ତୀ ବାରିକଙ୍କ ‘ଅହଲ୍ୟାର ଆର୍ତ୍ତସ୍ୱର’ ପ୍ରଭୃତି କବିତା ସଂକଳନର ଅତିଥୁବୃନ୍ଦଙ୍କ ଦ୍ବାରା ଶୁଭ ଉନ୍ମୋଚିତ ହୋଇଥିଲା। ସଂପାଦକ ଶିବାତ୍ମକ ପଣ୍ଡା ଅନୁଷ୍ଠାନର ବାର୍ଷିକ ବିବରଣୀ ପାଠ କରିଥିଲେ । ସ୍ରୋତସ୍ଵିନୀ କବିତା ଝଙ୍କାରର ସଂପାଦକ ଚୁନିଳ କୁମାର ଗଙ୍ଗଦେବ ଅତିଥି ପରିଚୟ କରିଥିବା ବେଳେ ସୁଜ୍ଞାନ ବାଗ ଓ ପ୍ରମୋଦିନୀ ଦେଇ ଉଭୟେ ପ୍ରାରମ୍ଭିକ ସଂଗୀତ ଗାନ କରିଥିଲେ । ଉଚ୍ଚକୋଟୀର ଲେଖନୀ ଚାଳନାରେ ନିଜସ୍ବ ସ୍ଵତନ୍ତ୍ର ପରିଚୟ ସୃଷ୍ଟି କରିଥିବା କବି ହୃଷିକେଶ ଡାଙ୍ଗ, ଚନ୍ଦ୍ରମଣି ବାଘ, ବଂଶୀଧର ପଶାୟତ, ସାଗର କୁମାର ପରିଡା, ନଗେନ୍ଦ୍ର କୁମାର ରାଉତ, ଚୁନିଲ କୁମାର ଗଙ୍ଗଦେବ, କବୟତ୍ରୀ ଯଶୋବନ୍ତୀ ବାରିକ, ସୁଦୃମା ପଣ୍ଡା, ପୁଷ୍ପଲତା ମିଶ୍ର,  ବଲ୍ଲବୀ ବନଛୋର, ଭକ୍ତବନ୍ଧୁ ମେହେର, ଝରଣା ତନ୍ତ୍ରୀ, ପ୍ରମୁଖ ଙ୍କୁ ‘କବିତା ଝଙ୍କାର ସମ୍ମାନ’ ରେ ସମ୍ମାନୀତ କରାଯାଇଥିଲା । ଦ୍ଵିତୀୟ ଅଧିବେଶନରେ କବି ଦୁର୍ଯ୍ୟୋଧନ ପଶାୟତଙ୍କ ସଭାପତିତ୍ଵରେ ଆୟୋଜିତ ହୋଇଥିବା କବିତା ପାଠୋତ୍ସବରେ କବି ପ୍ରଫୁଲ୍ଲ ପଧାନ,

ପବିତ୍ର ବେହେରା, ରୋନିସ ବହିଦାର, ପୃର୍ଣଚନ୍ଦ୍ର ଷଡ଼ଙ୍ଗୀ କବୟତ୍ରୀ ଶିବାନୀ ପଣ୍ଡା ପ୍ରମୁଖ ନିଜସ୍ୱ କବିତା ପାଠ କରିଥିଲେ । ଶେଷରେ ପ୍ରବାସୀ କବିତା ଝଙ୍କାରର ସଂପାଦକ ସୁବ୍ରତ କୁମାର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ଶ୍ରୀତମ କୁମାର ବାରିକ,ଚିତ୍ତରଞ୍ଜନ ପଲେଇ, ଆଦିତ୍ୟ ଠେଲା କାର୍ଯ୍ୟକ୍ରମରେ ଉପସ୍ଥିତ ରହି ସହଯୋଗ କରିଥିଲେ  ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like