-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ବିଭିନ୍ନ ଐତିହ୍ୟସ୍ଥଳୀ ବୁଲି ଦେଖିଲେ ବିଦ୍ୟାର୍ଥୀ

26-Dec-2021



ପୁରୀ(ସମୀର ରଞ୍ଜନ ନାୟକ )ହେରିଟେଜ ରାଇଡରେ ବିଶ୍ବମ୍ଭର ବିଦ୍ୟାପୀଠ ଓ ପୋଲିସ ହାଇସ୍କୁଲର ବିଦ୍ୟାର୍ଥୀମାନେ ସାମିଲ ହୋଇ ବିଭିନ୍ନ ଐତିହ୍ୟସ୍ଥଳୀ ବୁଲି ଦେଖିଛନ୍ତି । ଆଜି ସକାଳ ସମୟରେ ନୀଳାଦ୍ରି ବେଳାଭୂମିରୁ  ବିଦ୍ୟାଳୟର ୩୦ ଜଣ ଛାତ୍ରଛାତ୍ରୀ ଚକ୍ରତୀର୍ଥ ରୋଡସ୍ଥିତ  ସୁନାର ଗୌରାଙ୍ଗ, ବେଡି ହନୁମାନ, ଚକ୍ରନାରାୟଣ ମନ୍ଦିର, ଇନ୍ଦ୍ରଦୁମ୍ନ ପୁଷ୍କରିଣୀ, ଦଶାବତାର ମଠ ବୁଲି ଦେଖିବା ସହ ଐତିହ୍ୟସ୍ଥଳୀ ସଂପର୍କରେ ପଚାରି ବୁଝି ଖୁସିବ୍ୟକ୍ତ କରିଥିଲେ । ଦଶବତାର ମଠ ପରିସରରେ ସେମାନଙ୍କ ମଧ୍ୟରେ କୁଇଜ ପ୍ରତିଯୋଗିତା କରାଯାଇ କୃତୀ ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା ।

ବିଭିନ୍ନ ଐତିହ୍ୟସ୍ଥଳୀ ସଂପର୍କରେ ଜିଜ୍ଞାସା ସୃଷ୍ଟି କରିବାକୁ ଜିଲ୍ଲାପାଳ ଶ୍ରୀ ସମର୍ଥ ବର୍ମାଙ୍କ ତତ୍ତ୍ବାବଧାନରେ ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି । ଏହି ହେରିଟେଜ ରାଇଡରେ ବିଭିନ୍ନ ବର୍ଗଙ୍କୁ ଭିନ୍ନ ଭିନ୍ନ ପର୍ଯ୍ୟାୟରେ ସାମିଲ କରାଯାଉଛି ।  ଏହି ଅବସରରେ ଇକୋ ଟ୍ୟୁରିଜିମ କ୍ଲବର ପ୍ରତିଷ୍ଠାତା ଶ୍ରୀ ଯୁଗବ୍ରତ କର, ବିଶ୍ବମ୍ଭର ବିଦ୍ୟାପୀଠ ଶିକ୍ଷକ ଏସ୍ କେ ସେରତୁଲ୍ଲା, ପୋଲିସ ହାଇସ୍କୁଲ ଶିକ୍ଷକ ଶ୍ରୀ ଦେବବ୍ରତ ବେଦମାତା, ଗାଇଡ ଶ୍ରୀ ଟୁକୁନା ପ୍ରଧାନ, ଶ୍ରୀ ସିଦ୍ଧାର୍ଥ ଆଚାର୍ଯ୍ୟ, ଶ୍ରୀ ନଟବର ସାହୁ, ଶ୍ରୀ ସତ୍ୟବ୍ରତ ସାହୁ, ସୁଶ୍ରୀ ମଞ୍ଜୁଶ୍ରୀ ସେନ, ବେୟାରଫୁଟ ଅନୁଷ୍ଠ‍ନର ସ୍ବେଚ୍ଛାସେବୀ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like