-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ବରଗଡ଼ ଜିଲ୍ଲାରେ ଶୀତର ଲହରି , ଗ୍ରାମାଞ୍ଚଳ ଜନଜୀବନ ଅସ୍ତବ୍ୟସ୍ତ , କମ୍ବଳ ବଣ୍ଟନ କଲା ପଦ୍ମପୁର ଜାଗୃତି ଶାଖା

26-Dec-2021



ପଦ୍ମପୁର:- ସମଗ୍ର ବରଗଡ଼ ଜିଲ୍ଲା ଶୀତର ଲହରୀ ରେ ଥରିଉଠିଛି । ଗତ ସପ୍ତାହ ହେଲା ସମଗ୍ର  ଜିଲ୍ଲାରେ ଶୀତ ଲହରୀ ଏବଂ ତୀବ୍ର ଶୀତ ଲହରୀ ସମେତ ଗନ୍ଧମାର୍ଦ୍ଦନ ପର୍ବତମାଳାର ଗୋଟିଏ ରୁ ଦୁଇଟି ସ୍ଥାନରେ ତୁଷାର ପାତ ଭଳିଥଣ୍ଡା ଶିଶିର ଆସ୍ତରଣ  ଦେଖାଦେଇଛି । ବିଗତ ଏକ ସପ୍ତାହ ହେବ ସନ୍ଧ୍ୟା ହେବା ମାତ୍ରକେ ଲୋକମାନେ ଘରୁ ବାହାରି ପାରୁ ନାହାଁନ୍ତି । ରାସ୍ତା ଶୂନଶାନ ହୋଇ ପଡୁଥିବା ବେଳେ ଦୋକାନ ବଜାର ଜନଶୂନ୍ଯ ହୋଇ ଉଠୁଛି ।ସନ୍ଧ୍ୟା ରୁ ଦିନ ୯ ଘଣ୍ଟା ପର୍ଯ୍ୟନ୍ତ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି ।ଗାଁରେ ଲୋକ ଘରୁ ବାହାରୁ ନାହାନ୍ତି । ଗନ୍ଧମାର୍ଦ୍ଦନ ଅଚଳର ପାଦତଳେ ବସବାସ କରୁଥିବା ଲୋକମାନେ ସକାଳୁ ସନ୍ଧ୍ୟା ପର୍ଯ୍ୟନ୍ତ କାଠ ଯୋଗାଡ଼ କରି ନିଆ ଜଳେଇ ରହୁଛନ୍ତି ।ସହରରେ ଶୀତବସ୍ତ୍ର ର ଚାହିଦା ବଢିଛି । ଜିଲ୍ଲାରେ ସ୍ବାଭାବିକ ତାପମାତ୍ରା ଠାରୁ ଅତ୍ଯଧିକ କମ ରହି ରାତିରେ ,୬ ରୁ ୯ ଡିଗ୍ରୀ

ପର୍ଯ୍ୟନ୍ତ ରହିଛି । ଦୀର୍ଘ ବର୍ଷ ପରେ ଏଭଳି ଶୀତ ଲହରି ଦେଖାଦେଇଛି ।ଆଗକୁ ଆହୁରି ଏଭଳି ଶୀତ ବଢ଼ି ଗଲେ ଜୀବନ ହାନି ହେବାର ମଧ୍ୟ ସମ୍ଭାବନା ରହୁଛି । ଏଭଳି ପରିସ୍ଥିତି ରେ ବୃଦ୍ଧା ବୃଦ୍ଧ ଙ୍କୁ ସାହାଯ୍ୟ ପାଇଁ ପଦ୍ମପୁର ଉପଖଣ୍ଡ ର  ବତିପଥର ଓ ଅମରାଖୋଲ ଗାଁରେ ଜାଗୃତି ଶାଖା ପଦ୍ମପୁର ତରଫରୁ ମହିଳା ମାନେ ଗାଁରେ ପହଞ୍ଚି ୬୦ ଜଣ ବୃଦ୍ଧ ,  ବୃଦ୍ଧା ଙ୍କୁ କମ୍ବଳ ବଣ୍ଟନ କରିବା ସହ ଗାଁରେ ସମସ୍ତ ଜନସାଧାରଣ ଙ୍କୁ ମାକ୍ସ ବଣ୍ଟନ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like