-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ରାଜନୀତି

ବଲାଙ୍ଗିର ରେ ବିଜେଡିର ୨୫ ତମ ପ୍ରତିଷ୍ଠା ଦିବସ ପାଲନ

26-Dec-2021



ବଲାଙ୍ଗିର : ଆଜି ୨୬ ଡିସେମ୍ବର ୨୦୨୧ ବିଜେଡିର ୨୫ ତମ ପ୍ରତିଷ୍ଠା ଦିବସ ସ୍ଥାନୀୟ ମୀନାଟେଣ୍ଟ ହାଉସ ଠାରେ ଅନୁଷ୍ଠିତ ହୋଇ ଯାଇଛି । ଏହି ଉତ୍ସବରେ ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମାଧ୍ୟମ ରେ ଉଦ୍ବୋଧନ ଦେଇ ବିଜେଡିର କର୍ମକର୍ତ୍ତା ମାନଙ୍କୁ ଜନସାଧାରଣ ଙ୍କ ପାଖକୁ ଯାଇ ଆମ ସରକାରଙ୍କ ସମସ୍ତ ଯୋଜନା ବିଷୟରେ ପହଞ୍ଚାଇବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ଆଜିର ଏହି ଉତ୍ସବରେ ବଲାଙ୍ଗିର ଯୁବନେତା ଅର୍କେଷ ନାରାୟଣ ସିଂହଦେଓ ମୁଖ୍ଯଅତିଥି ହୋଇଥିବା ବେଳେ ବଲାଙ୍ଗିର ଜିଲ୍ଲା ଯୁବ ସଭାପତି ରାଜେନ୍ଦ୍ର ପ୍ରସାଦ ହୋତା ସଭାପତିତ୍ବ କରିଥିଲେ । ଏହି ଅବସରରେ ବିଜୁ ଜନତା ଦଳର ପ୍ରଥମ ଜିଲ୍ଲା ସଭାପତି ଶ୍ରୀଯୁକ୍ତ ରମେଶ ଚନ୍ଦ୍ର ସହୁ ଙ୍କୁ ସମ୍ବର୍ଦ୍ଧିତ କରିଥିଲେ ମୁଖ୍ଯଅତିଥି ଅର୍କେଷ ନାରାୟଣ ସିଂହଦେଓ । ଯୁବନେତା ତାଙ୍କ ଅଭିଭାଷଣ ରେ ବଲାଙ୍ଗିର ର ଯୁବ ସଶକ୍ତିକରଣ ଓ ନିଯୁକ୍ତି କୁ ପ୍ରାଧାନ୍ଯ ଦେବା ପାଇଁ ରାଜ୍ୟସରକାର ଚେଷ୍ଟିତ ରହିବେ ବୋଲି ଏହି ଉତ୍ସବ ମାଧ୍ୟମ ରେ ଅନୁରୋଧ କରିଥିବା ବେଳେ ଆଗାମୀ ଦିନରେ ବଲାଙ୍ଗିର ବିଜେଡି ର ନେତୃବୃନ୍ଦ ସରକାରଙ୍କ ବିଭିନ୍ନକାର୍ଯ୍ଯଅନୁଯାଇ ଲୋକଙ୍କ ସୁଖ ଦୁଃଖରେ ସାମିଲ ହେବେ ବୋଲି ଆଶାବ୍ୟକ୍ତ କରିଥିଲେ।ଏହି ସଭାରେ ବିଜେଡିର ଜିଲ୍ଲା କାର୍ଯ୍ୟକାରୀ ସଭାପତି ଅଶୋକ ମହାନ୍ତି ,  ସାଧାରଣ ସଂପାଦକ କୈଳାଶ ଚନ୍ଦ୍ର ମହାନ୍ତି , ଓମକାର ନାୟକ , ଭଗବାନ ବଗର୍ତ୍ତି , ସନ୍ତୋଷିନୀ ବେହେରା , ଲିପିଶ୍ରୀ ସାଏ , ପ୍ରଦ୍ୟୁମ୍ନ ହୋତା , କୁଲମଣି ମେହେର , ନିହାର ରଞ୍ଜନ ସ୍ବାଇଁ , ଜୟରାମ ମିଶ୍ର , ସମ୍ଭୁ ନାଗ , ସତ୍ଯ ଭୋଇ , ଦମୟନ୍ତି ବାଗ , ତାଙ୍କର ବକ୍ତବ୍ଯ ରଖିଥିବା ବେଳେ ବଲାଙ୍ଗିର ଜିଲ୍ଲା ଓଡିଶା ମୋ ପରିବାର ର ସଂଯୋଜକ ଶ୍ରୀ ସାଗର ସଂଗମ ଶତପଥୀ ଧନ୍ଯବାଦ ଦେଇଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like