-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ଖୁଜେନପାଲି - ଉପରଝର ରାସ୍ତା ଭିତ୍ତିପ୍ରସ୍ତର ଦେଲେ ନରସିଂହ ବରକାନି-ଖୁଜେନପାଲି ପଂଚାୟତର ବିଭିନ୍ନ ପ୍ରକଳ୍ପର ଭିତ୍ତିପ୍ରସ୍ତର ଓ ଉଦ୍‌ଘାଟନ

26-Dec-2021



ବଲାଙ୍ଗୀର,(ପ୍ରେରଣା ଖବର)ବଲାଙ୍ଗିର ସଦର ବ୍ଲକ ଖୁଜେନପାଲି ପଂଚାୟତର ପଣ୍ଡରାପିଟା ଠାରେ ଖୁଜେନପାଲି ଗାଁରୁ ଆଟଗାଁ ଉପରଝର ପୁର୍ତ୍ତ ବିଭାଗ ରାସ୍ତା ପର୍ଯ୍ୟନ୍ତ ୧୩ କୋଟି ଟଙ୍କା ବ୍ୟୟ ଅଟକଳର ରାସ୍ତା ପ୍ରସସ୍ତିକରଣ କାମର ଶୁଭ ଭିତ୍ତି ପ୍ରସ୍ତର ମାନ୍ୟବର ବଲାଙ୍ଗିର ବିଧାୟକଙ୍କ କର କମଳରେ ଅନୁଷ୍ଠିତ ହୋଇଯାଇଛି । ପୂର୍ବରୁ ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧିନରେ ଥିବା ଏହି ରାସ୍ତା ଲୋକଙ୍କର ଗମନାଗମନ ତଥା ଅଂଚଳର ବ୍ୟବସାୟିକ ଉନ୍ନତି ଦୃଷ୍ଟିରୁ ଏହି ରାସ୍ତାଟିକୁ ପୂର୍ବ ବିଭାଗ ଅଧିନକୁ ଅଣାଯାଇ ରାସ୍ତାଟିର ପ୍ରସସ୍ତିକରଣ କରାଯିବା ସହ ଉନ୍ନତିକରଣ କରାଯିବ । ଦିର୍ଘ ୧୧ କିମି ରୁ ଉର୍ଦ୍ଧ୍ୱ ଥିବା ଏହି ରାସ୍ତା ସହରରୁ

ଖୁଜେନପାଲି, ପଣ୍ଡରାପିଟା, ମାକରଚୁଆଁ ଦେଇ ଆଟଗାଁ, ଉପରଝର ପିଡବ୍ଲୁଡି ରାସ୍ତାକୁ ସଂଯୋଗ କରିବ । ଏହି ରାସ୍ତା ଭିତ୍ତିପ୍ରସ୍ତର ସମୟରେ ବ୍ଲକ ଉପାଧ୍ୟକ୍ଷା ଯଶୋବନ୍ତି ବଘାର, ବ୍ଲକ ସହକାରୀ ଯନ୍ତ୍ରୀ ଶ୍ରୀ ହୋତା, ବିଧାୟକଙ୍କ ବ୍ଲକ ପ୍ରତିନିଧି କିଶୋର ସିଂ ନିନା, ଖୁଜେନପାଲି ସରପଞ୍ଚ ସତ୍ୟବାନ ସାହୁ ପ୍ରମୁଖ ଉପସ୍ଥିତ ଥିଲେ । ଏହି ଗସ୍ତ ସମୟରେ ଖୁଜେନପାଲି ବରକାନି ଉଭୟ ପଂଚାୟତର ଆହୁରି ଅନେକ ଉନ୍ନୟନମୂଳକ ପ୍ରକଳ୍ପ ଯଥା ବାଗଭାଡି ଠାରେ ଅତିରିକ୍ତ ଶ୍ରେଣୀ ଗୃହ, ଖୁଜେନପାଲି ଠାରେ ପ୍ରାଥମିକ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀ ଗୃହ, ଅଙ୍ଗନଓା୍ୱଡି କେନ୍ଦ୍ର ର ଉଦ୍‌ଘାଟନ ଓ କମ୍ୟୁନିଟି ସେଣ୍ଟର, କୁଦେଇପାଲି ରୁ ବାଗଭାଡି ଯିବା ପାଇଁ ସେ ରାସ୍ତାରେ ଥିବା ନାଳ ଉପରେ ପୋଲ, ବରକାନି ଠାରେ କମ୍ୟୁନିଟି ସେଣ୍ଟର ଏବଂ ଅଇଁଲାଚୁଆଁ ଠାରେ ଏକ କମ୍ୟୁନିଟି ସେଣ୍ଟର ଭିତ୍ତି ପ୍ରସ୍ତର ସ୍ଥାପନ ମାନ୍ୟବର ବିଧାୟକଙ୍କ ଦ୍ୱାରା ଅନୁଷ୍ଠିତ ହୋଇଥିଲା । ଏ ଅବସରରେ ବରକାନି ଖେଳ ପଡିଆରେ ଅନୁଷ୍ଠିତ ଫୁଟବଲ ଖେଳର ବିଜୟୀ ତଥା ଉପବିଜୟୀ ଦଳକୁ ମାନ୍ୟବର ବିଧାୟକ ଟ୍ରଫି ଓ ଉପହାର ଦେଇ ପୁରସ୍କୃତ କରିଥିଲେ । ଗାଁମାନଙ୍କରେ ଅନୁଷ୍ଠିତ ହୋଇଥିବା ସଭାମାନଙ୍କରେ ବିଶେଷ କରି ବରକାନି ଠାରେ ପଂଚାୟତ ମୁଖ୍ୟାଳୟ ଥିବା ସତ୍ତ୍ୱେ ସେଠାରେ ଗରିବଙ୍କ ପାଇଁ ଉଦ୍ଦିଷ୍ଟ ମାଗଣା ବିଜୁଳି ପ୍ରଦାନ ରେ ବିଭାଗ ଫେଲ ମାରିଥିବାରୁ ଲୋକଙ୍କ ଦାବି ମୁତାବକ ଶ୍ରୀ ମିଶ୍ର ଅଧିକ୍ଷଣ ଯନ୍ତ୍ରୀଙ୍କୁ ଶିଘ୍ର ବିଜୁଳି ସଂଯୋଗ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ବାଗଭାଡି କୁଦେପାଲି ବାସୀ ବିଜୁଳି ଓ ପିଇବା ପାଣି ସମସ୍ୟାକୁ ନେଇ ଲୋକେ ବିଧାୟକ ଶ୍ରୀ ମିଶ୍ରଙ୍କୁ ଅଭିଯୋଗ କରିଥିଲେ । ଯାହାକି ବିଧାୟକ ଶ୍ରୀ ମିଶ୍ର ପିଇବା ପାଣି ସମସ୍ୟାକୁ ଶିଘ୍ର ପୁରଣ ହେବ ବୋଲି ପ୍ରତିଶୃତି ଦେଇଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like