-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ପାତାଳି ଶ୍ରୀକ୍ଷେତ୍ରରେ ଜିଲ୍ଲା ସାମ୍ବାଦିକ ସଂଘର ସାଧାରଣ ପରିଷଦ ବୈଠକ  ବିଭିନ୍ନ ସମସ୍ୟା ନେଇ ପ୍ରସ୍ତାବ ଗୃହିତ

26-Dec-2021



ଉଲୁଣ୍ଡା(ଗୌରଚନ୍ଦ୍ର ପରିଛା) ଉଲୁଣ୍ଡା ବ୍ଲକ କୋଟସମଲାଇ ପାତାଳି ଶ୍ରୀକ୍ଷେତ୍ରରେ ସୁବର୍ଣ୍ଣପୁର ଜିଲ୍ଲା ସାମ୍ବାଦିକ ସଂଘର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ହୋଇଛି । ଜିଲ୍ଲା ସଭାପତି ଗୋରେଖନାଥ ସାହୁଙ୍କ ସଭାପତିତ୍ୱରେ ହୋଇଥିବା ଏହି ବୈଠକରେ ସମସ୍ତ ୬ଟି ବ୍ଲକରୁ ସାମ୍ବାଦିକ ମାନେ ଯୋଗଦେଇଥିଲେ । ପ୍ରଥମେ ପାତାଲୀ ଜଗନ୍ନାଥଙ୍କ ଦର୍ଶନ ତଥା ପୂଜାର୍ଚନା ପରେ ବୈଠକ ଅନୁଷ୍ଠିତ ହୋଇଥିଲା । ଜିଲ୍ଲାରେ ଦୁଇଜଣ କ୍ୟାବିନେଟ ମନ୍ତ୍ରୀ ଥିବା ସତ୍ୱେ ସୁବର୍ଣ୍ଣପୁର ଜିଲ୍ଲା ବିଭିନ୍ନ କ୍ଷେତ୍ରରେ ଅବହେଲିତ ହୋଇଥିବା ନେଇ କ୍ଷୋଭ ପ୍ରକାଶ କରାଯାଇଥିଲା । ବିଶେଷକରି ଦିର୍ଘ ବର୍ଷ ହେଲା ଆର୍ଥୀକ ଅନୁଦାନ ଥିଲେ ମଧ୍ୟ ପାତାଲି ଶ୍ରୀ କ୍ଷେତ୍ର ରୋପୱେ ନିର୍ମାଣ କରାଯାଉନଥିବା, ସୋନପୁର, ବିନିକା, ତରଭା ରିଙ୍ଗ ରୋଡକୁ ସଂମ୍ପୁନ୍ନ କରା୍‌ାଉନଥିବା, ବଲାଙ୍ଗିର- ଖୋର୍ଦ୍ଧା ରେଲପଥ ନିର୍ମାଣରେ ଶିଥିଲତା ଦେଖାଦେଇଥିବା ଉପରେ ଆଲୋଚନା କରାଯାଇଥିଲା । ସେହିପରୀ ସମସ୍ତ ପ୍ରକାର ଭତି ଭୂମୁ ରହିଥିବା ସତ୍ୱେ ସୋନପୁର ସୂତାକଳକୁ କାର୍ଯ୍ୟକ୍ଷମ କରାଯାଉନଥିବା, ଅଙ୍ଗ ଜଲସେଚନ ଏବଂ ଠେଙ୍ଗୋ ଜଲସେଚନ ପ୍ରକଲ୍ପର ସମ୍ପୁନ୍ନ କାର୍ଯ୍ୟକ୍ଷମ ହେଉନଥିବା ଉପରେ ଆଲୋଚନା ହୋଇଥିଲା । ତେବେ ଉପରୋକ୍ତ ସମସ୍ୟା ନେଇ ଜିଲ୍ଲା ସାମ୍ବାଦିକ ସଂଘ ମୁଖ୍ୟମନ୍ତ୍ରୀ ତଥା ବିଭିନ୍ନ ଅଧିକାରୀଙ୍କୁ ଲିଖିତ ଭାବରେ ଜଣାଇଥିଲେ । ସମସ୍ୟାର ସମାଧନ ପାଇଁ କୌଣସି ପଦକ୍ଷେପ ନିଆଯାଉନଥିବା ଯୋଗୁଁ ଯଥାଶିଘ୍ର ସଂଘ ତରଫରୁ ବିଭିନ୍ନ ଅଧିକାରୀଙ୍କୁ ସାକ୍ଷାତ କରି ସମସ୍ୟା ବିଷୟରେ ଅବଗତ କରାଇବା ପାଇଁ ପ୍ରସ୍ତାବ ଗୃହିତ ହୋଇଥିଲା । ସଂଘର ସମ୍ପାଦକ ବ୍ୟୋମକେଶ ଦାସ ବୀବରଣୀ ପାଠ କରିଥିବା ବେଳେ ଅଶୋକ ସାହୁ, ରବିନ୍ଦ୍ର ହୋତା, ଶେଷଦେବ ବାରିକ, ରତ୍ନାକର ସେଠ, ସନ୍ତୋଷ ମିଶ୍ର, ଦଧିବାମନ ନାଏକ, ଘନଶ୍ୟାମ ମେହେର, ଜୁଗଲ କିଶୋର ମିଶ୍ର, କମଲ ରଂଜନ ପରିଛା, ସୁଧିର ବିଶ୍ୱାଲ, ସତ୍ୟବାନ ପୁରୋହିତ, ସୁଦାମ ପଣ୍ଡା, ସତ୍ୟବ୍ରତ ପଧାନଙ୍କ ସମେତ ଜିଲ୍ଲାର ସମସ୍ତ ସାମ୍ବାଦିକ ଯୋଗଦେଇଥିଲେ । ବେଣୁଧର ପଧାନ ଧନ୍ୟବାଦ ଦେଇଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like