-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ଅସହାୟକୁ ସହାୟ ହେଲା କଣ୍ଟାବାଞ୍ଜି ପ୍ରେସ କ୍ଲବ, ରୋଗଗ୍ରସ୍ତ ଅବସ୍ଥାରେ ପଡିଥିବା ବୃଦ୍ଧାକୁ ଡାକ୍ତର ଖାନାରେ ଭର୍ତି କଲା ପ୍ରେସ କ୍ଲବ

26-Dec-2021



କଣ୍ଟାବାଞ୍ଜି,(ଆନନ୍ଦ ମୋଟେ)// କଣ୍ଟାବାଞ୍ଜି ପ୍ରେସ କ୍ଲବ ଆଜି ଅସହାୟ ଅବସ୍ଥାରେ ପଡିଥିବା ବୃଦ୍ଧାଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତି କରିଛି । ସ୍ଥାନୀୟ ରେଳ ଷ୍ଟେସନ ଅଂଞ୍ଚଳରେ ଜଣେ ବୃଦ୍ଧା ଦୀର୍ଘ ୧୦ ଦିନ ହେବ  ମୁର୍ମୁଷ ଅବସ୍ଥାରେ ପଡିଥିବା ପ୍ରେସ କ୍ଲବ ଖବର ପାଇଥିଲା । ତୁରନ୍ତ ପ୍ରେସ କ୍ଲବ ସଭାପତି ପ୍ରଭାବିତ ସିଂ ସାଲୁଜାଙ୍କ ନେତୃତ୍ୱରେ କାର୍ଯ୍ୟକାରୀ ସଭାପତି ସୁରଦାସ ବାଗ, ପରାମର୍ଶ ଦାତା ଆନନ୍ଦ ମୋଟେ, ଆଶିଷ ଖଇତାନ,  କୋଷାଧ୍ୟକ୍ଷ ହନି ସିଂ, ସଦସ୍ୟ ରୋହନ ମହତ, ଜଗମୋହନ ତାଣ୍ଡି ସହ ଅନ୍ୟ ସଦସ୍ୟ ମାନେ ରେଲୱେ ଷ୍ଟେଶନ ଆରପିଏଫ ପୋଲିସ, ଷ୍ଟେଶନ ମାଷ୍ଟର କେ.ସି. ମୁଣ୍ଡାଙ୍କ ସହଯୋଗ ରେ ବୃଦ୍ଧାଙ୍କୁ ଉଦ୍ଧାର କରିଥିଲେ । କଣ୍ଟାବାଞ୍ଜି ଡାକ୍ତରଖାନାରେ ଡାକ୍ତର ଉତ୍ତମ ଚିକିତ୍ସା ପାଇଁ ଏହି ପଦକ୍ଷେପ ନିଆଯାଇଥିବା ପ୍ରେସ କ୍ଲବ ସୂଚନା ଦେଇଛି । ଅନ୍ୟ ପକ୍ଷରେ ଏଭଲି ପଦକ୍ଷେପ ଯୋଗୁ ସହରବାସୀ ପ୍ରେସ କ୍ଲବକୁ ଭୁରି ଭରି ପ୍ରଶଂସା କରିଛନ୍ତି ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like