-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ବୀରମହାରାଜପୁର ଠାରେ ସୈନିକ ସ୍କୁଲ ପାଇଁ କ୍ଷେତ୍ର ପରିଦର୍ଶନ

26-Dec-2021



ବୀରମହାରାଜପୁର (ବିନୋଦ ପାଣ୍ଡେ ) : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଠାରେ ଏକ ସୈନିକ ସ୍କୁଲ ପ୍ରତିଷ୍ଠା ପାଇଁ ବଲାଙ୍ଗୀର ସାଂସଦ ସଙ୍ଗୀତା କୁମାରୀ ସିଂ ଦେଓ କ୍ଷେତ୍ର ପରିଦର୍ଶନ କରୁଥିବା ଜଣାଯାଇଛି ।କେନ୍ଦ୍ର ସରକାର ଙ୍କ ପ୍ରତିରକ୍ଷା ମନ୍ତ୍ରଣାଳୟ ତରଫରୁ ସୈନିକ ସ୍କୁଲ ପ୍ରତିଷ୍ଠା ପାଇଁ ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଉପସ୍ଥିତ ରେ ବୀରମହାରାଜପୁର ନିର୍ବାଚନ ମଣ୍ଡଳୀ ମହଦା, ଓ ମୁର୍ଷୁଣ୍ଢୀ ଠାରେ ଥିବା ସରକାରୀ ଜମି କୁ ବୁଲି ଦେଖିଥିଲ l ବୀରମହାରାଜପୁର ଉପଜିଲ୍ଲାପାଳ ଅଶୋକ କୁମାର ଭୋଇ, ଉଲୁଣ୍ଡା ତହସିଲଦାର, ବୀରମହାରାଜପୁର ତହସିଲଦାର, ବିଜେପି ଜିଲ୍ଲା ସଭାପତି ପ୍ରମୋଦ କୁମାର ମହାପାତ୍ର, ଜିଲ୍ଲା ପରିଷଦ ଅଧ୍ୟକ୍ଷl ଉଷା କୁମାରୀ, ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷ ସନ୍ତୋଷ କୁମାର ଭୋଇ, ଉଲୁଣ୍ଡା ବ୍ଲକ ଅଧ୍ୟକ୍ଷl ମିତାଲି ମହାକୁର, ଜିଲ୍ଲା

ସାଧାରଣ ସମ୍ପାଦକ ବେଣୁଧର ଦାଶ, ବିଶ୍ୱମ୍ବର ମିଶ୍ର, ରାଜ୍ୟ କୃଷକ ମୋର୍ଚ୍ଚା କାର୍ଯ୍ୟକାରିଣୀ ସଦସ୍ୟ କିଶୋର ହୋତା, ଜିଲ୍ଲା ଉପସଭାନେତ୍ରୀ ନଳିନୀ ପଣ୍ଡା, ରାଧାକାନ୍ତ ମହାକୁର,ଜିଲ୍ଲା ପରିଷଦ ସଦସ୍ୟl ଗାୟତ୍ରୀ ପାଣିଗ୍ରାହୀ, ରୋହିଣୀ ଡାଙ୍ଗ, ପୂର୍ଣ୍ଣଚନ୍ଦ୍ର ବିଶି, ସତ୍ୟବ୍ରତ ମିଶ୍ର ବଳରାମ ସୁନା, ଶରତ ମିଶ୍ର, ସାଂସଦଙ୍କ ଜିଲ୍ଲା ପ୍ରତିନିଧି ଶରତ ଶତପଥି, ରାଧାକାନ୍ତ ପଣ୍ଡା,ଆଇ ଟି ସେଲ କୋ୍ଡିନେଟର ସୁନିତା ଗିରି, ସବିତା ପଣ୍ଡା, ତିଲୋକେଶ ନାୟକ,ହରିହର ପାତ୍ର, ଅଶୋକ ସାହୁ ରଶ୍ମିତା ଷଡ଼ଙ୍ଗୀ ପ୍ରମୁଖ ଶତାଧିକ ବିଜେପି କାର୍ଯ୍ୟକର୍ତ୍ତା ଯୋଗ ଦେଇଥିଲେ l ସାଂସଦ ସିଂ ଦେଓ ଙ୍କ ଏଭଳି ପଦକ୍ଷେପ ବିଭିନ୍ନ ମହଲ ରେ ସ୍ୱାଗତ କରାଯାଇଛି l


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like