-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ରାଜେଶ ଏବଂ ଲିଟୁ ସ୍ମାରକୀ ଆନ୍ତଃ ଜିଲ୍ଲା କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଘାଟିତ

26-Dec-2021



କନ୍ଧମାଳ,(ସୁଶିଲ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ଫୁଲବାଣୀ ସ୍ଥିତ ବିଟିଏମ ଖେଳ ପଡ଼ିଆଠାରେ ଆର. ୟୁନାଇଟେଡ ଫୁଲବାଣୀ ତରଫରୁ ଏକ ଆନ୍ତଃ ଜିଲ୍ଲା କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଘାଟିତ ହୋଇଯାଇଛି । ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଫୁଲବାଣୀ ରିଜର୍ଭ ଆରଆଇ ଧର୍ମେନ୍ଦ୍ର ପ୍ରଧାନ ଯୋଗ ଦେଇଥିବା ବେଳେ ଅନ୍ୟତମ ଅତିଥି ଭାବେ ସରଜେଣ୍ଟ ସରୋଜ ବେହେରା ଯୋଗ ଦେଇଥିଲେ । ପ୍ରଥମ ଦିନରେ ୬ଟି ଦଳ ଭାଗ ନେଇଥିବା ବେଳେ ଉଦଘାଟନ ମ୍ୟାଚରେ ଡିଫେଣ୍ଡର ଏବଂ ଡିସିସି ଦଳ ମଧ୍ୟରେ ହୋଇଥିଲା । ଡିଫେଣ୍ଡର ୪୧ ରନ୍‌ରେ ବିଜୟ ଲାଭ କରିଥିଲା । ଏହି ମ୍ୟାଚରେ ମାନସ କୁମାର ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌ ହୋଇଥିଲେ । ସେହିପରି ଦ୍ୱିତୀୟ ପର୍ଯ୍ୟାୟରେ ହୋଇଥିବା ମ୍ୟାଚ୍‌ ନେଡିଗୁଡା ଏବଂ ଫ୍ଲେମ୍‌ ବଏସ୍‌ ମଧ୍ୟରେ ହୋଇଥିଲା । ଏଥିରେ ନେଡିଗୁଡା ୧୮ ରନ୍‌ ରେ ବିଜୟୀ ହୋଇଥିଲା ଏହି ମ୍ୟାଚ୍‌ରେ ଆଲୋକ, ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌ ହୋଇଥିଲେ । ସେହିପରି ତୃତୀୟ ମ୍ୟାଚ୍‌ ଉଭୟ ବିଜୟୀ ଦଳ ମଧ୍ୟରେ ହୋଇଥିଲା । ଉଭୟ ଦଳ ମଧ୍ୟରୁ ଡିଫେଣ୍ଡର୍‌ ପୁଣି ୧୭ ରନ୍‌ ରେ ବିଜୟୀ ହୋଇଥିଲା ।ଏହି ମ୍ୟାଚ୍‌ ରେ ମଧ୍ୟ ମାନସ କୁମାର ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌ ହୋଇଥିଲେ । ଏଥି ସହିତ ଡିଫେଣ୍ଡର୍‌ ଲଗାତାର ଦୁଇଟି ଯାକ ମ୍ୟାଚ୍‌ ଜିତି ସେମି ଫାଇନାଲ୍‌ ରେ ପ୍ରବେଶ କରିଛି । ଆସନ୍ତା ୩୧ରେ ଫାଇନାଲ୍‌ ମ୍ୟାଚ୍‌ ଅନୁଷ୍ଠିତ ହେବ । ଏହି ଫାଇନାଲ୍‌ ମ୍ୟାଚ୍‌ ରେ ବିଜେତାକୁ ଟ୍ରଫି ସହ ୧୦,୦୦୦/- ଏବଂ ଉପ

ବିଜେତାକୁ ଟ୍ରଫି ସହ ୮୦୦୦/-ଟଙ୍କାର ଅର୍ଥ ରାଶି ପୁରସ୍କାର ରଖାଯାଇଛି । ଏହି ଟୁର୍ଣ୍ଣାମେଣ୍ଟ ୩୧ ତାରିଖ ପର୍ଯ୍ୟନ୍ତ ଚାଲୁ ରହିବ ବୋଲି ଆର୍‌. ୟୁନାଇଟେଡ୍‌ ଫୁଲବାଣୀର ଆୟୋଜକ ଦଳ ତରଫରୁ ସୂଚନା ଦେଇଛନ୍ତି । ଅନ୍ୟ କର୍ମକର୍ତ୍ତାମାନେ ଦିନେଶ ତିଆଡି, ରଜତ ଖମ୍ବାରି, ଦେବାଶିଷ ସେଠୀ, ସୌମ୍ୟ ରଞ୍ଜନ ବେହେରା, ବିଭୁ ପ୍ରସାଦ ନାୟକ, ଦେବାଶିଷ ସାହୁ,ଆଶିଷ ସେଠୀ, ରାହୁଲ ଦିଗାଲ,ସ୍ନେହାଶିଷ ହୋତା, ରାଜେନ୍ଦ୍ର ଚୌଧୁରୀ, ସୁମିତ ବେହେରା ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ । ୭ ଦିନ ଧରି ଚାଲିବାକୁ ଥିବା ଏହି ଟୁର୍ଣ୍ଣାମେଣ୍ଟରେ ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ ଖେଳାଳିମାନଙ୍କୁ ନେଇ ଗଠିତ ୧୬ଟି ଦଳ ଭାଗ ନେଇଛନ୍ତି । ଉଦଘାଟନୀ  ମ୍ୟାଚ୍‌ରେ ରାଜେଶ ଏବଂ ଲିଟୁଙ୍କ ପରିବାର ସଦସ୍ୟ ମାନେ ମଧ୍ୟ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like