-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||     

HOME   ଜିଲ୍ଲା

ମାନସିଂହ ସାହିତ୍ୟ ସଂସଦର ସ୍ଵନକ୍ଷତ୍ର ଦିବସ ଓ ରାଜ୍ୟସ୍ତରୀୟ କବିତା ଆସର ଅନୁଷ୍ଠିତ

27-Dec-2021



ନନ୍ଦଳା: ମାନସିଂହ ସାହିତ୍ୟ ସଂସଦ, ନନ୍ଦଳା, ପୁରୀର ସ୍ଵନକ୍ଷତ୍ର ଦିବସ ଓ ରାଜ୍ୟସ୍ତରୀୟ କବିତା ଆସର  ୨୬ ଡିସେମ୍ବର ୨୦୨୧ ରବିବାର ଦିନ ଅନୁଷ୍ଠିତ ହୋଇଯାଇଛି ।  ଏହି ଉତ୍ସବରେ ସମ୍ବଲପୁର ବିଶ୍ଵବିଦ୍ୟାଳୟର ଅବସରପ୍ରାପ୍ତ  ପ୍ରଫେସର ଆଦିକନ୍ଦ ସାହୁ, ଜ୍ଞାନଦୀପ ଅନୁଷ୍ଠାନ, ବ୍ରହ୍ମପୁରର ନିର୍ଦ୍ଦେଶକ ଡ଼ଃ. ଅଭିମନ୍ୟୁ ଜେନା, ବରଗଡ଼ର ସୁସାହିତ୍ୟିକ ଶ୍ରୀଯୁକ୍ତ ପ୍ରେମାନନ୍ଦ ବେହେରା, ବିଶିଷ୍ଟ ସାହିତ୍ୟିକ ଶ୍ରୀଯୁକ୍ତ ଲକ୍ଷ୍ମୀକାନ୍ତ ଦଳେଇ, ରାମଲେଙ୍କା ପୂର୍ବତନ ସରପଞ୍ଚ ଶ୍ରୀଯୁକ୍ତ କିଶୋର ଚନ୍ଦ୍ର ବିଷୋୟୀ, ବ୍ରହ୍ମପୁରର ସୁସାହିତ୍ୟିକା ଶ୍ରୀମତୀ ଜୟନ୍ତୀ ବେହେରା, ଭୁବନେଶ୍ୱରର ବିଶିଷ୍ଟ ସାମ୍ବାଦିକ ଶ୍ରୀଯୁକ୍ତ ଚିତ୍ତରଞ୍ଜନ ପଣ୍ଡା ପ୍ରମୁଖ ମଞ୍ଚାସୀନ ଥିଲେ । ସଭାପତି ଶ୍ରୀଯୁକ୍ତ ଵିଷ୍ଣୁପ୍ରସାଦ ଦଳେଇ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ସମ୍ପାଦକ ଶ୍ରୀଯୁକ୍ତ ଲଳିତ କୁମାର ସ୍ବାଇଁ ବାର୍ଷିକ ବିବରଣୀ ପାଠ କରିଥିଲେ । ଅନୁଷ୍ଠାନର ବାର୍ଷିକ ମୁଖପତ୍ର "ଏଇ ସହକାର" ପାଠକାର୍ପଣ କରାଯାଇଥିଲା। ମାନସିଂହ ସାହିତ୍ୟ ସଂସଦ ସଂଯୋଜନାରେ ଶ୍ରୀଯୁକ୍ତ ପ୍ରେମାନନ୍ଦ ବେହେରାଙ୍କ କବିତା ପୁସ୍ତକ "ହେ ମହାବାହୁ", 
ଶ୍ରୀଯୁକ୍ତ ବିଦ୍ୟାଧର ଦଳବେହେରାଙ୍କ କବିତା ପୁସ୍ତକ " ମହକ", ଶ୍ରୀମତୀ ଭାରତୀ ହୋତାଙ୍କ କବିତା ପୁସ୍ତକ "ପ୍ରୀତିମଗ୍ନା", ଶ୍ରୀମତୀ ନୀହାରିକା ପଣ୍ଡାଙ୍କ କବିତା ପୁସ୍ତକ "ପ୍ରଜ୍ଞା ପୀୟୂଷର ଆବେଗ ପରଶ", ଶ୍ରୀଯୁକ୍ତ ରାଧାମୋହନ ପୂଜାହାରୀଙ୍କ କବିତା ପୁସ୍ତକ "ସ୍ମରଣିକା", ଇଂ ଅଜୟ ମହାପାତ୍ରଙ୍କ ଗଳ୍ପ ସଂକଳନ  "ଅସବର୍ଣ୍ଣ", ଶ୍ରୀଯୁକ୍ତ ସୁରେଶ ଚନ୍ଦ୍ର ଚୌହାନଙ୍କ କାବ୍ୟ "ରଣସ୍ଵୀ" ଉନ୍ମୋଚନ ହୋଇଥିଲା । ଗଞ୍ଜାମର ତ୍ରିଧାରା ସାହିତ୍ୟ ସଂସଦ ସମ୍ପାଦକ,  ତଥା ସୁସାହିତ୍ୟିକ ଶ୍ରୀଯୁକ୍ତ ଲକ୍ଷ୍ମୀକାନ୍ତ ଦାସଙ୍କୁ  "ମାନସିଂହ ସ୍ମୃତି ସମ୍ମାନ", ନୂଆପଡ଼ା ଜିଲ୍ଲାର ଜଣାଶୁଣା ନାରୀକବି ଶ୍ରୀମତୀ ଭାରତୀ ହୋତାଙ୍କୁ "ମାନସିଂହ କବିତା ସମ୍ମାନ", ଗଞ୍ଜାମର କବିତାଘର ସମ୍ପାଦକ, ଦକ୍ଷ ଶିକ୍ଷା ପ୍ରଶାସକ ତଥା ସୁସାହିତ୍ୟିକ ଶ୍ରୀଯୁକ୍ତ ଭାଗିରଥୀ ବେହେରାଙ୍କୁ "ମାନସିଂହ ଗଳ୍ପ ସମ୍ମାନ", ଶ୍ରୀଯୁକ୍ତ ବନବିହାରୀ ପଟ୍ଟନାୟକ, ଶ୍ରୀଯୁକ୍ତ ନରସିଂହ ବିଶ୍ବାଳ, ଶ୍ରୀଯୁକ୍ତ ସଦାନନ୍ଦ ଗୌଡ଼ ଓ ଶ୍ରୀଯୁକ୍ତ କିଶୋର ଚନ୍ଦ୍ର ବିଷୋୟୀଙ୍କୁ "ସାରସ୍ୱତ ସାଧକ ସମ୍ମାନ" ଏବଂ ଶ୍ରୀଯୁକ୍ତ ବିଷ୍ଣୁପ୍ରସାଦ ଦଳେଇଙ୍କୁ "ଆଦର୍ଶ ଶିକ୍ଷକ ସମ୍ମାନରେ ସମ୍ମାନୀତ କରାଗଲା । 

      ଦ୍ବିତୀୟ ଅଧିବେଶନରେ ରାଜ୍ୟସ୍ତରୀୟ କବିତା ପାଠ ଉତ୍ସବରେ ଶ୍ରୀଯୁକ୍ତ କାଶୀନାଥ ଜେନା, ଶ୍ରୀଯୁକ୍ତ ଦାଶରଥି ପଢ଼ିଆରୀ ଏବଂ ଶ୍ରୀମତୀ ସୌଦାମିନୀ ମିଶ୍ରଙ୍କ ବଳିଷ୍ଠ ସଂଯୋଜନାରେ ଓଡ଼ିଶାର ବିଭିନ୍ନ ପ୍ରାଣରରୁ ଶତାଧିକ କବି ଓ କବୟିତ୍ରୀ କବିତା ପାଠ କରିଥିଲେ । ସହ-ସମ୍ପାଦକ ସହଯୋଗ କରିଥିଲେ । ଶେଷରେ ସଂଯୋଜକ ଶ୍ରୀଯୁକ୍ତ ବିଦ୍ୟାଧର ଦଳବେହେରା ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026

You Might Also Like