-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ନୁଆଁ ବର୍ଷରେ ସୁବର୍ଣ୍ଣପୁର ଐତିହାସିକ ପୀଠରେ ପର୍ୟ୍ୟଟକଙ୍କ ଭିଡ଼ - ସ୍ୱଚ୍ଛ ଭାରତ ସଂଗଠନ ପକ୍ଷରୁ ଆଜି ମା ସୁରେଶ୍ୱରୀ ଙ୍କ ମନ୍ଦିର ଠାରେ ସ୍ୱତନ୍ତ୍ର ସଫେଇ ଅଭିଯାନ

27-Dec-2021



ସୁବର୍ଣ୍ଣପୁର // ଆଜି ସ୍ୱଚ୍ଛ ଭାରତ ସଂଗଠନ  ସୋନପୁର -ମନମୁଣ୍ଡା ପକ୍ଷରୁ ସ୍ଥାନୀୟ  ମା ସୁରେଶ୍ୱରୀଙ୍କ ମନ୍ଦିରରେ ସ୍ୱତନ୍ତ୍ର ସଫେଇ ଅଭିଯାନ କରାଯାଇଥିବା ବେଳେ ଗତକାଲି  ସ୍ଥାନୀୟ ଐତିହାସିକ ପୀଠ ତ୍ରିବେଣୀ ସଙ୍ଗମ ଶ୍ରୀ ରାମେଶ୍ୱର ମନ୍ଦିର ଠାରେ ଏକ ସ୍ୱତନ୍ତ୍ରସ୍ୱଚ୍ଛ ଅଭିଯାନ ଶିବିର ଅନୁଷ୍ଠିତ ହୋଇଥିଲା l ସଂଗଠନର ସଭାପତି  ଲଷ୍ମୀ ନାରାୟଣ ମେହେରଙ୍କ ପରାମର୍ଶ କ୍ରମେ ବରିଷ୍ଟ ସଭ୍ୟ ଗରିବ ଲୋଇଙ୍କ ତତ୍ୱାବଧାନରେ ଏହି ଶିବିର ଅନୁଷ୍ଠିତ ହୋଇଛି l ଏହି ଅଭିଯାନ ରେ ସଂଗଠନର  ସମ୍ପାଦକ ମନୋରଞ୍ଜନ ତ୍ରିପାଠୀ ସଂଯୋଜନା କରିଥିବା ବେଳେ ଆଜି ଏହି ଶିବିରରେ  ରାମ ଚନ୍ଦ୍ର ଅଗ୍ରୱାଲ, ତରଣୀ ମେହେର, ଚୌଧୀରି ବିଭାର, ତ୍ରିଲୋଚନ ତରୀଆ, ସିମାଞ୍ଚଳ ହୋତା, ଜୟନାରାୟଣ ସାହୁ, ଜୟନ୍ତ ବେହେରା, ପ୍ରମୁଖ ଯୋଗ ଦେଇଥିବା ବେଳେ ଗତ କାଲି ର ରାମେଶ୍ୱର ମନ୍ଦିର ଶିବିର ରେ ଦିଲ୍ଲୀପ ଭୁକ୍ତା, ମନୋଜ ପଣ୍ଡା,ତରଣୀ ମେହେର, ଲଡ଼ୁକିଶୋର ମଲ୍ଲିକ,ଗୋକୁଳ ଠାକୁର, ପ୍ରଫୁଲ୍ଲ ନାଏକ, ସୁଶୀଳ ପରଡିଆ, ପ୍ରତାପ ଦାଶ, ରାମୁ ତିୱାର, ତ୍ରିଲୋଚନ ତରିଆ, ଜୟ ନାରାୟଣ ସାହୁ, ଜୟନ୍ତ ବେହେରା, ସିମାଞ୍ଚଳ ହୋତା, ପ୍ରମୁଖ ଅନେକ ସକ୍ରିୟ ସଭ୍ୟ ଯୋଗ ଦେଇ ସଫେଇ କାର୍ଯ୍ୟକ୍ରମରେ ଯୋଗ ଦାନ କରି ଥିଲେ l ଦୂର ଦୁରାନ୍ତର ପର୍ୟ୍ୟଟକଙ୍କ ସହିତ ପ୍ରାକୃତିକ

ସୌନ୍ଦର୍ଯ୍ୟ ର ମଜା ନେଇ ସେମାନଙ୍କୁ ସ୍ୱାଗତ କରିଥିଲେ l ସୁବର୍ଣ୍ଣପୁର ର ଏହି ଐତିହାସିକ ପୀଠ ଓ ପର୍ୟ୍ୟଟନ କ୍ଷେତ୍ରରେ ନୁଆଁ ବର୍ଷ ଡିସେମ୍ବର ଓ ଜାନୁଆରୀ ମାସ ରେ ସହର ର ଶ୍ରୀ ଲୋକନାଥ ମନ୍ଦିର, ଶ୍ରୀ ରାମେଶ୍ୱର ମନ୍ଦିର ଶ୍ରୀ ସୁବର୍ଣ୍ଣ ମେରୁ  ମନ୍ଦିର, ମା ସୁରେଶ୍ୱରୀ, ମା ଲଙ୍କେଶ୍ୱରୀ , ଗୋକୋନେଶ୍ୱର ମନ୍ଦିର ସମେତ ମହାନଦୀ ତେଲ ନଦୀ ପାଖ ଆଖ ଅଂଚଳ ରେ ପ୍ରତିବର୍ଷ ବଣ ଭୋଜି ପାଈଁ ରାଜ୍ୟ ସାରା ଲୋକଙ୍କ ଭିଡ଼ ଜମୁଥିବାରୁ ସ୍ୱଚ୍ଛ ଭାରତ ସଂଗଠନ ସୋନପୁର -ମନମୁଣ୍ଡା ଓ  ସ୍ଥାନୀୟ ପୌର ପରିଷଦ  ର ମିଳିତ ସହଯୋଗ ରେ ସହର ର ବିଭିନ୍ନ ମନ୍ଦିର ଓ ପର୍ୟ୍ୟଟନ କ୍ଷେତ୍ରରେ ସ୍ୱତନ୍ତ୍ର ସଫେଇ ଅଭିଯାନ ଜାରିରହିଛି ଏବଂ ଆସନ୍ତା ବୁଧୁବାର ଦିନ ପଟାଭାଡି ସ୍ଥିତ ଶ୍ରୀ ଲୋକନାଥ ବାବାଙ୍କ ଶୈବ ପୀଠ ରେ ଏ ଅଭିଯାନ କରାଯିବ  ବୋଲି ସଂଗଠନ ସଭାପତି ଲଷ୍ମୀନାରାୟଣ ମେହେର, ଉପଦେଷ୍ଟା ସୟଦ ଅଲିମୁଲ  ଇସଲାମ, ଓ ଉପ -ସଭାନେତ୍ରୀ ଇନ୍ଦୁମତୀ ପୁରୋହିତ ମତ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like