-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||     

HOME   ଜିଲ୍ଲା

ଦୁଇ ଦିନିଆ ବକ୍ସିଂ ତାଲିମ ଶିବିର ଉଦଯାପିତ

27-Dec-2021

ବୀରମହାରାଜପୁର , (ବିନୋଦ ପାଣ୍ଡେ ) : ସୁବର୍ଣ୍ଣପୁର ଜିଲ୍ଲା ବକ୍ସିଂ ସଂଘ ପକ୍ଷରୁ ଦୁଇ ଦିନିଅ। ବକ୍ସିଂ ତାଲିମ ଶିବିର ଉଦଯାପିତ ହୋଇଯାଇଛି । ବିରମହାରାଜପୁର ପୁରୁଣା ଫାୟାର ଷ୍ଟେସନ ପଡିଆରେ ଆୟୋଜିତ ଏହି ଶିବିରକୁ ବିରମହାରାଜପୁର ଉପଜିଲ୍ଲାପାଳ ଅଶୋକ କୁମାର ଭୋଇ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଶୁଭ ଉଦଘାଟନ କରିଥିଲେ

। ସମ୍ମାନିତ ଅତିଥିଭାବେ ଅଧ୍ୟାପକ କିଶୋର କୁମାର ସାହୁ, ସାମ୍ବାଦିକ ଯୁଗଳ କିଶୋର ମିଶ୍ର ଓ ବାଗବର ସରପଞ୍ଚ ବ୍ୟମୋକେଶ ପଣ୍ଡା ପ୍ରମୁଖ ଯୋଗ ଦେଇଥିଲେ । ସଂଘର ସଭାପତି ରାମ କୁମାର ସାହୁ ସଭାପତିତ୍ବ କରିଥିଲେ । ସେହିପରି ଦ୍ବିତୀୟ ଦିବସ ବା ଉଦଯାପନି ସମାରୋହରେ ଉପଖଣ୍ଡିୟ ପୋଲିସ ଅଧିକାରୀ ଡୋଲାମଣି ଭୋଇ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ନିଜକୁ ସୁରକ୍ଷିତ ରଖିବାକୁ ବକ୍ସିଂ ହେଉଛି ଏକ ମାଧ୍ୟମ ବୋଲି କହିଛନ୍ତି । ତା ସହ ଏକ୍ରୀଡା ମାଧ୍ୟମରେ ଦେଶ ଓ ବିଦେଶରେ ନାମ କରିପାରିବା ପାଇଁ ସହଯୋଗ କରିବ ବୋଲି କହିଛନ୍ତି । ଉଦଯାପନି ସମାରୋହରେ ସମ୍ମାନିତ ଅତିଥିଭାବେ ଶିକ୍ଷକ ରାସବିହାରୀ ମେହେର, ଅଧ୍ୟାପକ କିଶୋର କୁମାର ସାହୁ ଏବଂ  ସାମ୍ବାଦିକ ସତ୍ୟବ୍ରତ ପଧାନ, ସଂଘର ସାଧାରଣ ସମ୍ପାଦକ ଗିରିଜା ପଣ୍ଡା ପ୍ରମୁଖ ଯୋଗ ଦେଇଥିଲେ । ଏହି ଶିବିରରେ  ଜିଲ୍ଲାର ବିଭିନ୍ନ ପ୍ରାନ୍ତରରୁ ପ୍ରାୟ ୫୦ ଜଣ କ୍ରୀଡାବିତ ଭାଗନେଇ ତାଲିମ ନେଇଛନ୍ତି । ଶିବିରରେ ରାଉରକେଲାର ପୁର୍ବତନ ସେନା କର୍ମଚାରୀ ମାସୁଦ ଅାଲମ କୋଚ ଭାବରେ ଯୋଗ ଦେଇ ତାଲିମ ପ୍ରଦାନ କରିଛନ୍ତି । ଦୁଇ ଦିନ ଧରି ହୋଇ ଥିବା ଏହି ଶିବିରରେ ତାଲିମ ସହ ଅନ୍ୟାନ୍ୟ କାର୍ଯ୍ୟକ୍ରମ ହୋଇଛି । ଉଦଯାପନି ସମାରୋହରେ ବରିଷ୍ଠ ପୁର୍ବତନ ଶିକ୍ଷକ ଗୋପିନାଥ ମହାକୁର, ଉଲୁଣ୍ଡା ବ୍ଲକ ପ୍ରାଣି ସଂପଦ ଅଧିକାରୀ ଡ ସୁବ୍ରତ କୁମାର ପୁରୋହିତ, ଗୃହରକ୍ଷୀ ରଞ୍ଜିତ ଚାନ୍ଦ, ବିଶ୍ବାମିତ୍ର ଜଗଦଲା, ଜାତୀୟ ସ୍ତରର କ୍ରୀଡାବିତ ରାକ୍ଷୀରାଣି ମୁଣ୍ଡା, ପ୍ରିତୀ ପ୍ରଜ୍ଞା ପୁଜାରୀ ଏବଂ ସମର କଳାକାର ପବିତ୍ର ପଧାନ ପ୍ରମୁଖଙ୍କୁ ସଂଗଠନ ପକ୍ଷରୁ  ସମ୍ବର୍ଦ୍ଧିତ କରାଯାଇଛି । ତା ସହ ବିଭିନ୍ନ ବର୍ଗରେ କୃତକାର୍ଯ୍ୟ ହୋଇଥିବା ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରାଯାଇଛି । ଏହି ସମାରୋହକୁ ଅବିନାଶ ହୋତା ପରିଚାଳନା କରିଥିବା ବେଳେ ଗୋକୁଳା ନାୟକ ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମକୁ ଅନୁଷ୍ଠାନ ସଂପାଦକ ବ୍ରଜଗୋପାଲ ପଣ୍ଡା, ହେମନ୍ତ ରାଉତ, ବିରେନ ଗୁରୁ, ସ୍ଵଧିନ ମେହେର ,ଆକାଶ ରାଜହଂସ ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ ।

News Comment

Photo in News

Advertisment
Lastest News
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026

You Might Also Like