-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||     

HOME   ଜିଲ୍ଲା

କଣ୍ଟାମାଳ ବ୍ଲକ ସାମ୍ବାଦିକ ସଂଘ (କବ୍ଜା)ର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ

27-Dec-2021



କଣ୍ଟାମାଳ,(ଅକୃର ସାହୁ): କଣ୍ଟାମଳ ବ୍ଲକ ସାମ୍ବାଦିକ ସଂଘ(କବ୍ଜା)ର ପଞ୍ଚମ ବାର୍ଷିକୋତ୍ସବ ସ୍ଥାନୀୟ ବସଷ୍ଟାଣ୍ଡ ସ୍ଥିତ ଦୁର୍ଗା ମଣ୍ଡପରେ ରବିବାର ସଂଘର ବରିଷ୍ଠ ଉପଦେଷ୍ଟା ଦିବ୍ଯଶଙ୍କର ରାଉତଙ୍କ ସଭାପତିତ୍ବରେ ଆୟୋଜିତ ହୋଇଯାଇଛି । କାର୍ଯ୍ୟକ୍ରମରେ କଣ୍ଟାମାଳ ବିଧାୟକ ମହହୀଧର ରଣା ମୁଖ୍ୟ ଅତିଥି, ରସରାଜ ଅଚ୍ୟୁତ ପୁରୋହିତ ମୁଖ୍ୟ ବକ୍ତା ଏବଂ କଣ୍ଟାମାଳ ବିଡ଼ିଓ କଳାକୃଷ୍ଣ ପ୍ରଧାନ, ତହସିଲଦାର ରୀନା ପ୍ରଧାନ ଓ ରାଜ୍ୟ ସଂସ୍କୃତି ବିଭାଗ ନାଟକ ଏକାଡେମୀ ସଦସ୍ୟ ତଥା କଣ୍ଠଶୀଳ୍ପି ଶାଶ୍ବତ ତ୍ରିପାଠୀ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । ଏହି ଅବସରରେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ କଣ୍ଟାମାଳ ଗୋଷ୍ଟି ସ୍ବାସ୍ଥ୍ୟ କେନ୍ଦ୍ରର ଡାକ୍ତର ଜଗଦୀଶ ସେଠୀ, ସାମ୍ବାଦିକ ବୈଦ୍ୟନାଥ ହୋତା, ଖୁଣ୍ଟିଗୋରା ପିଏଚସି ମହିଳା ସ୍ବାସ୍ଥ୍ୟକର୍ମୀ ମିନାକ୍ଷୀ ମହାନ୍ତି, ସଫଳ ଚାଷୀ ପ୍ରଶନ୍ନ କୁମାର ରଣା, ସମାଜସେବୀ ତଥା ଶିକ୍ଷକ ଅଶୋକ ସାହୁ, ପରିବେଶପ୍ରେମୀ ତଥା ଶିକ୍ଷକ ନିଳାମ୍ବର ଖମାରୀଙ୍କୁ ମୁଖ୍ୟ ଅତିଥିଙ୍କ ଦ୍ବାରା ସମ୍ବର୍ଦ୍ଧିତ କରାଯାଇଥିଲା ।   ରଂଜନ ପାତ୍ର ସ୍ବାଗତ ଓ ଅତିଥି ପରିଚୟ, ସଂପାଦକ ପୂର୍ଣ୍ଣଚରଣ ସାହୁ ବାର୍ଷିକ ବିବରଣୀ ପଠନ କରିଥିଲେ ।  ସଦସ୍ୟ ଜୟକୁମାର ମହାରଣା ଧନ୍ୟବାଦ ଦେଇଥିଲେ । ବଂଶୀଧର ମାଝୀ, ପ୍ରଭାତ ସାହୁ, ବଳରାମ ବାଘ, ରଞ୍ଜନ ପାତ୍ର, ଅନନ୍ତ ଖମାରୀ, ଦେବାଶିଷ ମଲିକ, ସୂଦର୍ଶନ ବଘାର, ଗୋବର୍ଦ୍ଦନ ସାହୁ ପ୍ରମୁଖ ସଦସ୍ୟ କାର୍ଯ୍ଯକ୍ରମ ପରିଚାଳନାରେ ସହଯୋଗ କରିଥିଲେ । ଶେଷରେ ଶାଶ୍ବତ ତ୍ରିପାଠୀଙ୍କ "ଜୀବନ ଥିଲେ ଜୀବକା" ସମ୍ବଲପୁରୀ ମେଲୋଡି ଅନୁଷ୍ଠାନ ପକ୍ଷରୁ ରଂଗାରଙ୍ଗ ସାଂସ୍କୃତିକ କାର୍ଯ୍ଯକ୍ରମ ଆୟୋଜିତ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026

You Might Also Like