-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

୨୫ତମ ସର୍ବଭାରତୀୟ ଲୁତୁରପଙ୍କ କ୍ରିକେଟ କପ -କୋଲକତା କୁ ହରେଇ ସେମି ରେ ସେଲ ରାଞ୍ଚି

27-Dec-2021



ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଲୁତୁରପଙ୍କ ସ୍ଥିତ ହାଇସ୍କୁଲ ପଡିଆରେ ହେଉଥିବା ୨୫ତମ ସର୍ବଭାରତୀୟ ଲୁତୁରପଙ୍କ କ୍ରିକେଟ କପ ର ପୁଲ -ବି ର ଦ୍ବିତୀୟ ମ୍ୟାଚରେ ଗ୍ରିନ ଗ୍ରାସ କ୍ରିକେଟ କ୍ଲବ କୁ ହରେଇ ସେଲ ରାଞ୍ଚି ବିଜୟୀ ହୋଇ ସେମି ଫାଇନାଲ ରେ ପ୍ରବେଶ କରିଛି।ମ୍ୟାଚଟି ଦୁଇଟି ଫର୍ମାଟରେ ହୋଇଥିଲା।କୋଲକତା ଟସ ଜିଣି ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭର ରେ ୬ ୱିକେଟ ହରେଇ ୧୩୮ ରନ କରିଥିଲେ।ଦଳର ସର୍ଫରାଜ ସୈଖ ୨୫ ବଲରୁ ୫୪ ରନ ଓ ଅଭିଶେକ କୁମାର ୪୨ରନ ଲେଖାଏଁ କରିଥିଲେ।ବିପକ୍ଷ ରୋହନ ଓ ରୋହିତ ପ୍ରତ୍ୟେକ ୨ ଟି ଲେଖାଏଁ ୱିକେଟ ନେଇଥିଲେ।ଜବାବରେ ସେଲ ରାଞ୍ଚି ଦଳ ୧୫.୪ ଓଭର ରେ ୭ୱିକେଟ ହରେଇ ୧୪୧ରନ କରିଥିଲା।ଦଳର ଉତ୍ତମ ୨୯,ସୁରଜ ସିଂ ୨୭ ଓ ସୁବୋଧ ଖୁସୱା ୨୦ ରନ ଲେଖାଏଁ କରିଥିଲେ।କୋଲକତା ର ଭାନୁପ୍ରତାପ ସିଂ, ଜୟ ପ୍ରକାଶ ଗୁପ୍ତା ଓ ସର୍ଫରାଜ ପ୍ରତ୍ୟେକ ୨ ଟି ଲେଖାଏଁ ୱିକେଟ ନେଇଥିଲେ।ଦ୍ବିତିୟ ଫର୍ମାଟରେ କୋଲକତା ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୧୦ ଓଭର ରେ ୬ ୱିକେଟ ହରେଇ ୯୭ରନ କରିଥିଲା।ଦଳର ଫିରୋଜ ଅହମ୍ମଦ ଖାଁ ସର୍ବାଧିକ ୫୮ ରନ କରିଥିଲେ।ଜବାବରେ ସେଲ ରାଞ୍ଚି ଦଳ ୭.୪ ଓଭର ରେ ୨ ୱିକେଟ ହରେଇ ୯୮ରନ କରି ଥିଲା।ଦଳର ଉତ୍ତମ ସର୍ବାଧିକ ୨୬ ବଲରୁ ୫୪ ରନ ସଂଗ୍ରହ କରିଥିଲେ।ଉଭୟ ଫର୍ମାଟରେ ବିଜୟୀ ହୋଇ ସେଲ ରାଞ୍ଚି ଦଳ ସେମି ଫାଇନାଲ ରେ ପ୍ରବେସ କରିଛି।ପୀତାମ୍ବର ସାହୁ ଙ୍କ ସଂଯୋଜନା ରେ ଅନୁଷ୍ଠିତ ପୁରସ୍କାର ବିତରଣୀ ଉତ୍ସବରେ ବାଗବର ସରପଞ୍ଚ ବ୍ୟୋମକେଶ ପଣ୍ଡା,ରାଜ୍ୟପାଳ ପୁରସ୍କାର ପ୍ରାପ୍ତ ଶିକ୍ଷକ ଲକ୍ଷ୍ମୀ ନାରାୟଣ ସାହୁ ଓ କମିରା ୟୁପି ସ୍କୁଲ ର ପ୍ରଧାନ ଶିକ୍ଷକ ଦିଲ୍ଲିପ କୁମାର ଚାନ୍ଦ ପ୍ରମୁଖ ଅତିଥି ଭାବେ  ଯୋଗଦେଇ ସେଲ ରାଞ୍ଚିର ଉତ୍ତମ ଙ୍କୁ ମ୍ୟାନ ଅଫ ଦି ମ୍ୟାଚ ଭାବେ ପୁରସ୍କୃତ କରିଥିଲେ। ମ୍ୟାଚଟି କୁ ଓସିଏ ମାନ୍ୟତାପ୍ରାପ୍ତ ଅମ୍ପାୟାର ଶ୍ୟାମ ସୁନ୍ଦର ପଣ୍ଡା ଓ ଚୁଡାମଣୀ ପାଢୀ ପରିଚାଳନା କରିଥିବା ବେଳେ ବାଙ୍କାବିହାରୀ ମହାକୁର ସ୍କୋରିଂ,ଚମାରୁ ମହାକୁର ଅନଲାଇନ ସ୍କୋରିଂ ଏବଂ ଆଲୋକ ଦେଓ,ସ୍ବାଧିନ ପାଣିଗ୍ରାହୀ ଓ ପ୍ରଭାସ ବେଦୋକ୍ତା ଧାରାବିବରଣୀ ପ୍ରଦାନ କରିଥିଲେ।ମଙ୍ଗଳବାର ପୁଲ -ବି ର ଦ୍ବିତୀୟ ସେମିଫାଇନାଲ ସେଲ ରାଞ୍ଚି ଓ ଆଲ୍ଲାହାବାଦ ମଧ୍ୟରେ ହେବ ବୋଲି ଆୟୋଜକ ସୁଶିଳ ପ୍ରଧାନ ସୁଚନା ଦେଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like