-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||     

HOME   ଜିଲ୍ଲା

ପଞ୍ଚମତମ ଲହଣ୍ଡା ପ୍ରିମିଅର ଲିଗ କ୍ରିକେଟ ଟୁର୍ନାମେଣ୍ଟ ଉଦଯାପିତ

27-Dec-2021



ବରଗଡ଼/ଅତାବିରା:-ବରଗଡ ଜିଲ୍ଲା ଅତାବିରା ବ୍ଲକ ଅନ୍ତର୍ଗତ ଲହଣ୍ଡା ପଂଚାୟତ ର ଲହଣ୍ଡା ଗ୍ରାମର ସ୍କୁଲ ପଡିଆରେ ଚଳିତ ମାସ ୨୩ତାରିଖରୁ ଆରମ୍ଭ ହୋଇ  ଚାରିଦିନ ପର୍ଯ୍ୟନ୍ତ ଲାଗିରହିଥିବା  କ୍ରିକେଟ ଟୁର୍ନାମେଣ୍ଟ (ଲହଣ୍ଡା ପ୍ରିମିଅର ଲିଗ ) ରବିବାର ୨୬ତାରିଖରେ ଫାଇନାଲ ଖେଳ ହୋଇଯାଇଛି | ଏହି ଟୁର୍ନାମେଣ୍ଟରେ ଗ୍ରାମର ଚାରୋଟି ପ୍ରତିଯୋଗୀ ଦଳ ରାଇଜିଙ୍ଗ ଷ୍ଟାର, ତେଜଶ୍ରୀ ଫାଇଟର,ଯେଏସଆର ଷ୍ଟ୍ରାଇକର, ନିଞ୍ଜା ସିକ୍ସର ଯୋଗଦେଇ ଟୁର୍ନାମେଣ୍ଟ ହୋଇଥିଲା | ଶେଷରେ  ରାଇଜିଙ୍ଗ ଷ୍ଟାର ଓ ତେଜଶ୍ରୀ ଫାଇଟର ମଧ୍ୟରେ ଫାଇନାଲ ଖେଳ ହୋଇଥିଲା ଓ ରାଇଜିଙ୍ଗ ଷ୍ଟାର ଟସ ଜିତି ପ୍ରଥମେ ବେଟିଂ କରିଥିଲେ  ଏବଂ ପରେ ତେଜଶ୍ରୀ ଫାଇଟର ପାଇଥିବା ଟାର୍ଗେଟକୁ ପୂରଣ କରିଥିଲେ ଓ ଏହି ଟୁର୍ନାମେଣ୍ଟର ଚମପିଏନ ଟିମ ହୋଇଥିଲେ | ଏହି ଅବସରରେ ମୁଖ୍ୟଅତିଥି ଭାବରେ ଅତାବିରା ଏସଏସ ଟେଲିକମ ମୁଖ୍ୟ ତଥା ଯୁବ ସାମ୍ବାଦିକ ଖିରୋଜ ନାୟକ ଯୋଗଦେଇଥିବା ବେଳେ କୁବେର ବାରିକ,କିଶୋର ପ୍ରଧାନ,ସୁଦୀପ୍ତ ପ୍ରଧାନ  ସମ୍ମାନିତ ଅତିଥି ଭାବରେ ମଂଚାସୀନ ରହିଥିଲେ | ଗ୍ରାମର ଯୁବ ସମାଜସେବୀ ତଥା କ୍ରୀଡାପ୍ରେମି  ବିକାଶ ବେହେରା ଖେଳ ପରିଚାଳନା

କରିଥିଲେ ଓ ଅତିଥି ପରିଚୟ ଦେଇଥିଲେ | ସମସ୍ତ ଅତିଥି ମାନଙ୍କ ଦ୍ୱାରା ଖେଳରେ ଭଲ ପ୍ରଦର୍ଶନ କରିଥିବା ଖେଳାଳି ମାନଙ୍କୁ ଟ୍ରଫି ଓ ଅର୍ଥରାଶି ଦେଇ ସମ୍ମାନିତ କରାଯାଇଥିଲା | ପୁରାତନ କ୍ରିକେଟ ଖେଳାଳି ମାନଙ୍କୁ ମଧ୍ୟ ଉପଢୌକନ ଦେଇ  ସମ୍ମାନିତ କରାଯାଇଥିଲା ଏବଂ ସେମାନେ ଖେଳରେ  କରୁଥିବା  ପ୍ରଦର୍ଶନକୁ ପ୍ରଶଂସା କରିଥିଲେ | ସୁମନ୍ତ ମହାକୁର ଏହି ପ୍ରିମିଅର ଲିଗରେ ସୁନ୍ଦର ପ୍ରଦର୍ଶନ କରି ମେନ ଅଫ ଦି ସିରିଜ କପ ନେଇଛନ୍ତି | ସମସ୍ତ ଅତିଥି ମାନେ ଆଗାମୀ ଦିନରେ କିଭଳି ଭାବରେ ଲହଣ୍ଡା ପ୍ରିମିଅର ଲିଗକୁ ଆହୁରି ସୁନ୍ଦର କରିବା ଦିଗରେ ଆଲୋଚନା କରିଥିଲେ | ଶେଷରେ  ଖିରୋଜ ନାୟକ  ଜଳୁଥିବା ମଶାଲକୁ  ଲିଭେଇ ଖେଳ ସମାପ୍ତିର ଘୋଷଣା କରିଥିଲେ ଏବଂ ଶ୍ରୀଯୁକ୍ତ କିଶୋର ପ୍ରଧାନ  ଧନ୍ୟବାଦ ଅର୍ପଣ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026

You Might Also Like