-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ନରସିଂହଙ୍କ ବଲାଙ୍ଗିର ବ୍ଲକ ଗସ୍ତ- ପ୍ରକଳ୍ପ ଉଦ୍‌ଘାଟନ ସହ ଶୁଣିଲେ ଲୋକଙ୍କ ସମସ୍ୟା

27-Dec-2021



ବଲାଙ୍ଗୀର,(ପ୍ରେରଣା ଖବର) ଆଜି ମାନ୍ୟବର ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର ବଲାଙ୍ଗିର ବ୍ଲକ ଅନ୍ତର୍ଗତ ମିର୍ଦ୍ଧାପାଲି ପଂଚାୟତର ବକ୍ସିଉଡାର, ଧୁବାଉଡାର ଗସ୍ତ କରି ଲୋକଙ୍କ ବିଭିନ୍ନ ସମସ୍ୟା ସମ୍ପର୍କରେ ପଚାରି ବୁଝିଥିଲେ । ଏହି ଗସ୍ତ ସମୟରେ  ବ୍ଲକ ବିଡିଓ ପ୍ରୀତିମ ତାନ୍ତି, ଏବିଡିଓ ରାମଦତ୍ତ ଭୋଇ, ସହକାରୀ ଯନ୍ତ୍ରୀ ବୃଷବ ହୋତା, ସାମାଜିକ ସୁରକ୍ଷା ଅଧିକାରୀ, କନିଷ୍ଠ ଯନ୍ତ୍ରୀ ଓ ଅନ୍ୟାନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ । ଉଭୟ ଗ୍ରାମର ଲୋକଙ୍କ ସହ ଆଲୋଚନା ବେଳେ ଲୋକଙ୍କ ବିଜୁଳି ସମସ୍ୟା, ବାର୍ଦ୍ଧକ୍ୟ ବିଧବା ଭତ୍ତା  ପ୍ରଦାନରେ ଥିବା ସମସ୍ୟା ଶିଘ୍ର ଦୂର କରିବାର ପାଇଁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ ଶ୍ରୀ ମିଶ୍ର । ଉଭୟ ଗ୍ରାମରେ ପିଇବା ପାଣି ସମସ୍ୟା ଯେତେ ଶିଘ୍ର ହେବ ହେବ ଦୂର କରିବା ପାଇଁ ପ୍ରତିଶୃତି ଦେଇଥିଲେ । ବକ୍ସିଉଡାର ର ଗାଁ ଭିତରେ ଥିବା ଗାଁ ରାସ୍ତା ଶୋଚନୀୟ ହୋଇପଡିଥିବା ଯୋଗୁଁ ରାସ୍ତା ନିର୍ମାଣ କରାଯିବ

ବୋଲି କହିଥିଲେ । ଗାଁ ଗୁଡିକରେ ଇନ୍ଦିରା ଆବାସ ପ୍ରଦାନରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଅବହେଳା ଯୋଗୁଁ ଲୋକେ ବଂଚିତ ହେଉଛନ୍ତି । ତେଣୁ ଯେତେ ଶିଘ୍ର ହେବ ସେ ସବୁ ଗୁଡିକୁ ଗାଁ ଲୋକଙ୍କ ଆଉ ଥରେ ସର୍ଭେ କରାଯାଇ ଯୋଗ୍ୟ ହିତାଧିକାରୀଙ୍କୁ ଉପସ୍ଥିତ ଥିବା ଗୋଷ୍ଠି ଉନ୍ନୟନ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ ଶ୍ରୀ ମିଶ୍ର । ବ୍ଲକ ସ୍ତରରେ ଦିଆଯାଉଥିବା ବିଭିନ୍ନ ଯୋଜନା ଅନ୍ତର୍ଗତ ସରକାରୀ ସୁବିଧା ରୁ ଯେମିତି ଗରିବ ଲୋକେ ବଂଚିତ ନ ହେବେ ସେଥି ପ୍ରତି ଧ୍ୟାନ ଦିଅନ୍ତୁ ବୋଲି ଅଧିକାରୀମାନଙ୍କୁ ଅନୁରୋଧ କରିଥିଲେ ଶ୍ରୀ ମିଶ୍ର । ଏହି ଗସ୍ତ ସମୟରେ  ବକ୍ସି ଉଡାର ଠାରେ ରାମଜୀ ମଣ୍ଡପ ଏବଂ ରନ୍ଧନ ଶାଳାର ଭିତ୍ତି ପ୍ରସ୍ତର ଦିଆଯାଇଥିଲା । ତା ସହ ଉପରପଡା ଠାରେ ରାମଜୀ ମଣ୍ଡପର ଶୁଭ ଉଦ୍‌ଘାଟନ କରିଥିଲେ ଶ୍ରୀ ମିଶ୍ର । ଠିକ୍ ସେହିପରି ଧୁବାଉଡାର ଠାରେ ଦୁଇଟି କମ୍ୟୁନିଟି ସେଣ୍ଟର ର ଉଦ୍‌ଘାଟନ କରାଯିବା ସହ ପ୍ରଧାନପାଲି ଠାରେ ଏକ କମ୍ୟୁନିଟି ସେଣ୍ଟରର ଭିତ୍ତିପ୍ରସ୍ତର ଦିଆଯାଇଥିଲା । ଏହି ସମସ୍ତ କାର୍ଯ୍ୟକ୍ରମ ସରକାରୀ ଅଧିକାରୀମାନଙ୍କ ବ୍ୟତିତ ବ୍ଲକ ଉପାଧ୍ୟକ୍ଷା ଯଶୋବନ୍ତି ବଘାର, ପ୍ରାଣବଲ୍ଲଭ ତ୍ରିପାଠି, ଜଗନ୍ନାଥ ଦାସ, ସୁବାଷ ଦାଶ, ଦେବାର୍ଚ୍ଚନ ଦାଶ, ପିଛାଲୁ କିର୍ତ୍ତି, ସଂଜୟ ସାହୁ, ବଚ୍ଛ ସାହୁ,  ହାଡୁ ପଧାନ, ଲେକୃ ନାଏକ, ସୁଦର୍ଶନ କର୍ତ୍ତି, ଜିତୁ ବାରିକ, ମଣ୍ଟୁ ବାରିକ, ବିମଲ ପଧାନ, କମଲ ନନ୍ଦ, ଜଗନ୍ନାଥ ପଧାନ, ତ୍ରିନାଥ ରାଉତ, ତରଣି ଚନ୍ଦନଙ୍କ ସହ ଜିଲ୍ଲା ସଭାନେତ୍ରୀ ମିଳନି ସାହୁ ମଧ୍ୟ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like