-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||     

HOME   ଜିଲ୍ଲା

କବି ପ୍ରେମାନନ୍ଦ ବେହେରାଙ୍କ କବିତା ସଂକଳନ "ହେ ମହାବାହୁ" ଉନ୍ମୋଚିତ

28-Dec-2021



ପୁରୀ/ନନ୍ଦଳା(ପ୍ରେରଣା ଖବର ବ୍ୟୁରୋ)// ମାନସିଂହ ସାହିତ୍ୟ ସଂସଦ, ନନ୍ଦଳା, ପୁରୀର ସ୍ଵନକ୍ଷତ୍ର ଦିବସ ଓ ରାଜ୍ୟସ୍ତରୀୟ କବିତା ଆସର ପାଳନ ଅବସରରେ ୨୬ ଡିସେମ୍ବର ୨୦୨୧ ରବିବାର ଦିନ ବରଗଡ଼ ଜିଲ୍ଲା ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ କାର୍ଯ୍ୟରତ ଶିକ୍ଷକ ତଥା କବି ପ୍ରେମାନନ୍ଦ ବେହେରାଙ୍କ କବିତା ସଂକଳନ "ହେ ମହାବାହୁ" ଉନ୍ମୋଚିତ ହୋଇଯାଇଛି । 
          ଏହି କବିତା ପୁସ୍ତକରେ ଶ୍ରୀଜଗନ୍ନାଥଙ୍କ ଉପରେ ଆଧାରିତ ୬୪ଗୋଟି କବିତା ରହିଅଛି । ଶ୍ରୀଜଗନ୍ନାଥଙ୍କୁ ଏହି କବିତା ପୁସ୍ତକ ସମର୍ପିତ । କବି ଏହି କବିତା ପୁସ୍ତକ ନିଜ ସ୍ଵର୍ଗତଃ ବାପା ଦେବେନ୍ଦ୍ର ବେହେରାଙ୍କୁ ଉତ୍ସର୍ଗ କରିଥିବାବେଳେ,

ପ୍ରେରଣା ପାଇଁ ନିଜ ପତ୍ନୀ ଶ୍ରୀମତୀ ପ୍ରମିଳା ବେହେରାଙ୍କୁ ସମସ୍ତ ଶ୍ରେୟ ଦେଇଛନ୍ତି । ଉନ୍ମୋଚନ ଉତ୍ସବରେ ସମ୍ବଲପୁର ବିଶ୍ଵବିଦ୍ୟାଳୟର ଅବସରପ୍ରାପ୍ତ  ପ୍ରଫେସର ଆଦିକନ୍ଦ ସାହୁ, ଜ୍ଞାନଦୀପ ଅନୁଷ୍ଠାନ, ବ୍ରହ୍ମପୁରର ନିର୍ଦ୍ଦେଶକ ଡ଼ଃ. ଅଭିମନ୍ୟୁ ଜେନା, ବରଗଡ଼ର ସୁସାହିତ୍ୟିକ ଶ୍ରୀଯୁକ୍ତ ପ୍ରେମାନନ୍ଦ ବେହେରା, ବିଶିଷ୍ଟ ସାହିତ୍ୟିକ ଶ୍ରୀଯୁକ୍ତ ଲକ୍ଷ୍ମୀକାନ୍ତ ଦଳେଇ, ରାମଲେଙ୍କା ପୂର୍ବତନ ସରପଞ୍ଚ ଶ୍ରୀଯୁକ୍ତ କିଶୋର ଚନ୍ଦ୍ର ଦଳେଇ, ବ୍ରହ୍ମପୁରର ସୁସାହିତ୍ୟିକା ଶ୍ରୀମତୀ ଜୟନ୍ତୀ ବେହେରା,

ଭୁବନେଶ୍ୱରର ବିଶିଷ୍ଟ ସାମ୍ବାଦିକ ଶ୍ରୀଯୁକ୍ତ ଚିତ୍ତରଞ୍ଜନ ପଣ୍ଡା, ସଭାପତି ଶ୍ରୀଯୁକ୍ତ ଵିଷ୍ଣୁପ୍ରସାଦ ଦଳେଇ, ସମ୍ପାଦକ ଶ୍ରୀଯୁକ୍ତ ଲଳିତ କୁମାର ସ୍ବାଇଁ, ସହ-ସମ୍ପାଦକ ରାଜକିଶୋର ନାୟକ ଏବଂ ସଂଯୋଜକ ଶ୍ରୀଯୁକ୍ତ ବିଦ୍ୟାଧର ଦଳବେହେରା ପ୍ରମୁଖ ମଞ୍ଚାସୀନ ଥିଲେ । ଉକ୍ତ କବିତା ପୁସ୍ତକ ପ୍ରକାଶନରେ ସମ୍ପୂର୍ଣ୍ଣ ସହଯୋଗ ପାଇଁ ଶ୍ରୀଯୁକ୍ତ ଲଳିତ କୁମାର ସ୍ବାଇଁଙ୍କୁ ଶ୍ରୀ ବେହେରା ଅଶେଷ ଧନ୍ୟବାଦ ଓ କୃତଜ୍ଞତା ଜଣାଇଛନ୍ତି ।


News Comment




Photo in News

Advertisment
Lastest News
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026

You Might Also Like