-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||     

HOME   ଜିଲ୍ଲା

ଭାଙ୍ଗମୁଣ୍ଡା ଗ୍ରାମବାସୀ ପଦ୍ମପୁର ଉପଜିଲ୍ଲାପାଳ ଙ୍କ ଦ୍ବାରସ୍ଥ

28-Dec-2021



ପଦ୍ମପୁର:-ସଦାବେଳେ ଆଲୋଚ୍ୟ କୁ ଆସେ ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଗାଇସିଲେଟ ବ୍ଳକ ର କଥା lଗାଇସିଲେଟ ବ୍ଳକ ଯୋଗାଣ ବିଭାଗ ର ମନମୁଖୀ କାରବାର ନେଇ ଗ୍ରାମ୍ୟ ଉନ୍ନୟନ କମିଟୀ ଭାଙ୍ଗମୁଣ୍ଡା ଗ୍ରାମବାସୀ ବାଧ୍ୟ ହୋଇ ଏକତ୍ରିତ ଭାବେ ପଦ୍ମପୁର ଉପଜିଲ୍ଲାପାଳ ଙ୍କ ଦ୍ବାରସ୍ଥ ହୋଇ, ତାଙ୍କ ମାଧ୍ୟମରେ ମାନ୍ୟବର ଓଡ଼ିଶାର ଲୋକପ୍ରିୟ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ, ମାନ୍ୟବର  ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ ଓଡିଶା ସରକାର, ଜିଲ୍ଲାପାଳ ବରଗଡ,ଯୋଗାଣ ଅଧିକାରୀ ବରଗଡ ଙ୍କ ସମେତ ଗାଇସିଲେଟ ବ୍ଳକ ଙ୍କ ଉଦ୍ଦେଶ୍ୟ ଲିଖିତ ଭାବେ ଜଣାଇଛନ୍ତି ଯେ, ବର୍ତ୍ତମାନ ପରିପ୍ରେକ୍ଷୀରେ କେନ୍ଦ୍ର ଓ ରାଜ୍ୟ ଉଭୟ

ସରକାର ଜନସାଧାରଣ ଙ୍କ ହିତ କୁ ଆଖି ଆଗରେ ରଖି ଅନେକ ଯୋଜନା ପରେ ଯୋଜନା ପ୍ରଣୟନ କରିବାରେ ଲାଗିଛନ୍ତି lତନ୍ମଧ୍ୟରୁ ଅନ୍ତୋର୍ଦୟ ଅନ୍ନ ଯୋଜନା ମଧ୍ୟ ଗରିବ ଖଟିଖିଆ ଦିନ ମଜୁରିଆ ମାନଙ୍କ ପାଇଁ ଉଦ୍ଦିଷ୍ଟ ହୋଇଥିଲେ ସୁଦ୍ଧା ଗତ ପାଞ୍ଚବର୍ଷ ହେବ ଆମ ଗ୍ରାମପଞ୍ଚାୟତ ଜଗଲପାଟ ରେ ଯେଉଁ ଲୋକପ୍ରତିନିଧି ମାନେ କ୍ଷମତାସୀନ ହେଲେ ଏବଂ ତାହା ସହିତ ଯେଉଁ ସରକାରୀ କର୍ମଚାରୀ ମାନେ ଏହି ଗ୍ରାମପଞ୍ଚାୟତ କାର୍ଯ୍ୟଭାର ଗ୍ରହଣ କଲେ ଉଭୟେ ଏବଂ ଯୋଗାଣ ଅଧିକାରୀ କେଉଁ ସ୍ୱାର୍ଥରେ ୧୦/୧୫ ଏକର ଜମିରୁ ଅଧିକା, ବ୍ୟାଙ୍କ ବେଲେନ୍ସ,ଧନୀଶ୍ରେଣୀ ର ବ୍ୟକ୍ତି ବିଶେଷ ମାନଙ୍କୁ ଉପରୋକ୍ତ ଯୋଜନା ରେ ସାମିଲ କରି ୩୫ କିଲୋ ର ଅନ୍ତୋର୍ଦୟ ଯୋଜନା ର ରାସନ କାର୍ଡ ପ୍ରଦାନ କରିଛନ୍ତି lଜଗଲପାଟ ଗ୍ରାମପଞ୍ଚାୟତ ର ଲୋକେ ତାଙ୍କ ରାସନ୍ କାର୍ଡରେ ନାମ ଯୋଡିବା ପାଇଁ ପଞ୍ଚାୟତ ଓ ଗାଇସିଲେଟ ଯୋଗାଣ ବିଭାଗ ରେ କାର୍ଯ୍ୟରତ ଥିବା ଅଧିକାରୀ ମାନଙ୍କୁ ବାରମ୍ବାର ବର୍ଷ ବର୍ଷ ଧରି ଆଧାର ର ଫଟୋ କପି ଦେଇ ଆସିଥିଲେ ମଧ୍ୟ ରାସନ୍ କାର୍ଡ ରେ ଯୋଡିଦେବୁ କହି ଆଇନ ଶୋଇଛି ଫାଇଲ ଭିତରେ ଭଳି ଫାଇଲ ଭିତରେ ପଡ଼ିରହିଛି lଆବେଦନକାରୀ ଙ୍କୁ ବାରମ୍ବାର ହଇରାଣ ହରକତ କରିଚାଲିଛନ୍ତି lଏହା ତଦନ୍ତ ସାପେକ୍ଷ lଏଣୁ ଉପରୋକ୍ତ ବିଷୟ ପ୍ରତି ଧ୍ୟାନ ଦେଇ ସରଜମିନ୍ ତଦନ୍ତ କରିବାକୁ ଗ୍ରାମ୍ୟ ଉନ୍ନୟନ କମିଟୀ ଭାଙ୍ଗମୁଣ୍ଡା ର ସଭାପତି ବିପିନ ସାହୁ,ଗ୍ରାମ ର ୱାର୍ଡ ମେମ୍ବର ଫାଲଗୁନୀ ମହାଲିଙ୍ଗ, ଗଜପତି ସାହୁ ପ୍ରମୁଖ ଆମ ପ୍ରତିନିଧି ଙ୍କୁ ଜଣାଇବା ସଙ୍ଗେ ସଙ୍ଗେ ପ୍ରଶାସନ ଏଦିଗରେ ତୁରନ୍ତ ହସ୍ତକ୍ଷେପ କରି ଉଚିତ ନ୍ୟାୟ ଦେବାକୁ ଜଣାଇଛନ୍ତି l


News Comment




Photo in News

Advertisment
Lastest News
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026

You Might Also Like