-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ତୁଷୁରା ରେଜିଷ୍ଟ୍ରି ଅଫିସ ଚୌକିଦାର ଉପରେ କାର୍ଯ୍ୟାନୁଷ୍ଠାନ କେବେ?

28-Dec-2021




ବଲାଙ୍ଗୀର - ତୁଷୁରା ରେଜିଷ୍ଟ୍ରି ଅଫିସ ରେ ଚୌକିଦାର ଙ୍କ ଦୌରାତ୍ମ୍ୟ କୁ ନେଇ " ଚୌକିଦାର ସାଜିଛି ଠିକାଦାର " ଶୀର୍ଷକ ଥାଇ ଗଣମାଧ୍ୟମ ପୃଷ୍ଠା ମଣ୍ଡନ କରିଥିଲା । ସମ୍ବାଦ ପ୍ରକାଶିତ ହେଲା ପରେ ମଧ୍ୟ ଡି ଏସ ଆର,ଡି ଆର,ଜିଲ୍ଲାପାଳ କିମ୍ବା ତୁଷୁରା ତହସିଲଦାର ସମ୍ବାଦ କୁ ନେଇ ସକ୍ରିୟ ନ ଥିବା ପରିଲକ୍ଷିତ ହୁଏ । ଡି. କେ. ମିଶ୍ର ନାମକ ଜଣେ ଅସ୍ଥାୟୀ ରାତ୍ର ଜଗୁଆଳି ତୁଷୁରା ରେଜିଷ୍ଟ୍ରି ଅଫିସ ର ସର୍ବେ ସର୍ବା ହୋଇ ରେଜିଷ୍ଟ୍ରି କରିବା କୁ ଯାଇଥିବା ଜଣେ ଆଇନଜୀବୀ ଙ୍କୁ ଦୁର୍ବ୍ୟବହାର ଦେଖାଇଥିବା  ଡି ଏସ ଆର,ଡି ଆର, ଜିଲ୍ଲାପାଳ ଏବଂ ତୁଷୁରା ତହସିଲଦାର ଙ୍କ ଠାରେ ଲିଖିତ ଅଭିଯୋଗ କରିଥିଲେ । ଗତ ୨୦୨୦ ରୁ ଏଭଳି ଅପ୍ରୀତିକର ଘଟଣା ଘଟିଥିବା ତଥା ଅଭିଯୋଗ ହୋଇଥିଲେ ମଧ୍ୟ ଅସ୍ଥାୟୀ ଚୌକିଦାର କୁ ଡି ଏସ ଆର,ଡି ଆର,ଏବଂ ତହସିଲଦାର କେଉଁ ସ୍ବାର୍ଥ ରେ ଏକବର୍ଷ ବିତିଯାଇଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ନ ଥିବା ,ପଛରେ ଏକ ବଡ଼ ଧରଣର ଡିଲ ହୋଇଛି କି ବୋଲି ଚର୍ଚ୍ଚା ହେଉଛି । 5T ଅନୁଯାୟୀ ଦୁର୍ନୀତିଖୋର୍ ସରକାରୀ କର୍ମଚାରୀ ଙ୍କୁ ସରକାର ତାଙ୍କ କାର୍ଯ ରୁ ବିତାଡିତ କରୁଥିବା ବେଳେ କେଉଁ କାରଣରୁ ଅସ୍ଥାୟୀ ରାତ୍ର ଜଗୁଆଳି ଡି.କେ.ମିଶ୍ର ଙ୍କୁ ଜିଲ୍ଲା ପ୍ରଶାସନ ଘଣ୍ଟ ଘୋଡାଇ ରଖିଛନ୍ତି ଏକ ପ୍ରଶ୍ନବାଚୀ । ଉପରୋକ୍ତ ବିଷୟକୁ ନେଇ ତୁଷୁରା ତହସିଲଦାର ଙ୍କୁ ପଚାରିବାରୁ ପ୍ରତ୍ୟୁତ୍ତର୍ ରେ ଫାଇଲ ଏ ଡି ଏମ , ବଲାଙ୍ଗୀର ଙ୍କ ପାଖରେ ଥିବା କହିଥିଲେ । ଦେଖାଯାଉ କାର୍ଯ୍ୟାନୁଷ୍ଠାନ ପାଇଁ ଏ ଡି ଏମ ଙ୍କୁ ଆଉ କେତେ ବର୍ଷ ଲାଗିବ ଦେଖିବାକୁ ବାକି ରହିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like