-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ଆର୍.ଟି.ଓ ରେ କାର୍ଯ୍ୟରତ ରାଜ୍ୟର ସମସ୍ତ ଡାଟାଏଣ୍ଟ୍ରି ଅପରେଟରଙ୍କ ସ୍ଥାୟୀ ନିଯୁକ୍ତି ଦାବୀ

28-Dec-2021



ବଲାଙ୍ଗୀର-ତା:(ପ୍ରେରଣା ଖବର) // ରାଜ୍ୟର ସମସ୍ତ ଆର୍.ଟି.ଓ କାର୍ଯ୍ୟାଳୟରେ ଏବଂ ଏସ୍‌ଟିଏ କାର୍ଯ୍ୟାଳୟରେ କାର୍ଯ୍ୟରତ ପ୍ରାୟ ୩୫୦ ଜଣ ଡାଟା ଏଣ୍ଟ୍ରି ଅପରେଟର ଦୀର୍ଘ ୧୫ ବର୍ଷ ଧରି ସ୍ମାର୍ଟଚିପ କମ୍ପାନୀ ଜରିଆରେ କାର୍ଯ୍ୟ କରି ଆସୁଥିଲେ କିନ୍ତୁ  ଚଳିତ ମାସ ଶେଷ ସୁଦ୍ଧା ସ୍ମାର୍ଟଚିପ କମ୍ପାନୀର କାର୍ଯ୍ୟକାଳ ଶେଷ ହେବାକୁ ଯାଉଛି । ଦୀର୍ଘ ୧୫ ବର୍ଷ ତଳେ ରାଜ୍ୟର ଆର୍.ଟି.ଓ କାର୍ଯ୍ୟଳୟ ମାନଙ୍କୁ କମ୍ପ୍ୟୁଟରି କରଣ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେବା ଫଳରେ  ସ୍ମାର୍ଟଚିପ କମ୍ପାନୀ ଜରିଆରେ ରାଜ୍ୟର ଉଚ୍ଚଶିକ୍ଷିତ ଓ କମ୍ପ୍ୟୁଟର ବୈଷୟିକ ଶିକ୍ଷାପ୍ରାପ୍ତ ଯୁବକ ଯୁବତୀମାନଙ୍କୁ ନିଯୁକ୍ତି ମିଳିଥିଲା । ସରକାରଙ୍କ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ସହ ସରକାରୀ ରାଜସ୍ଵକୁ ବୃଦ୍ଧି କରିବାରେ ନିଷ୍ଠାପର ଭାବେ କାର୍ଯ୍ୟ କରି ଆସୁଥିଲେ । ବର୍ତ୍ତମାନ ସ୍ମାର୍ଟଚିପ ଓ ରାଜ୍ୟ ସରକାରଙ୍କ ସହ ହୋଇଥିବା ରାଜିନାମାର ସମୟ ଅବଧି ଶେଷ ହେବାକୁ ଯାଉଥିବା ବେଳେ ୧୫ ବର୍ଷ ଧରି  କାର୍ଯ୍ୟରତ ଡାଟା ଏଣ୍ଟ୍ରି ଅପରେଟର ମାନଙ୍କ ଭବିଷ୍ୟତ ନିଯୁକ୍ତିକୁ ନେଇ  ସନ୍ଦେହ ଦେଖାଦେଇଛି । ସରକାର ଏହି ଡାଟା ଏଣ୍ଟ୍ରି ଅପରେଟର ମାନଙ୍କୁ ସ୍ଥାୟୀ ନିଯୁକ୍ତି ଦେବା ପାଇଁ ଘୋଷଣା ନକରିବାରୁ ବାଧ୍ୟ ହୋଇ ସେମାନେ ମାନ୍ୟବର ଉଚ୍ଚ ନ୍ୟାୟାଳୟର ଆଶ୍ରୟ ନେଇଥିଲେ । ମାନ୍ୟବର ଉଚ୍ଚ ନ୍ୟାୟାଳୟ କେସ୍ ନଂ ୨୭୩୬୭/୨୦୨୦ କୁ ବିଚାର କରି ସରକାରଙ୍କୁ ତା-୨୧ ୧୨-୨୦୨୧ରେ ଏକ ଗୁରୁତ୍ଵପୂର୍ଣ୍ଣ ରାୟ ଶୁଣାଣି କରି ଡାଟା ଏଣ୍ଟ୍ରି ଅପରେଟର ମାନଙ୍କ ନିଯୁକ୍ତିକୁ ସ୍ଥାୟୀ କରିବାକୁ ସରକାରଙ୍କୁ ଆଦେଶ ଦେଇଥିଲେ । କିନ୍ତୁ ସରକାର ନ୍ୟାୟାଳୟର ଆଦେଶ ପୂର୍ବରୁ ତା ୭/୧୨/୨୦୨୧ ରେ ୧୬୧ ଜଣ ଅପରେଟରଙ୍କୁ ନିଯୁକ୍ତି ଦେବା ପାଇଁ ନିର୍ଦ୍ଦେଶନାମା ଜାରୀ କରିଥିଲେ । କିନ୍ତୁ ଏହି ନିର୍ଦ୍ଦେଶନାମାକୁ କାର୍ଯ୍ୟକାରୀ କରାଗଲେ ପ୍ରାୟ  ୧୯୦ ଜଣ ଅପରେଟର ଜିବୀକା ହରାଇବେ । ତେଣୁ କୋର୍ଟର ନିର୍ଦ୍ଦେଶକୁ ସରକାର କାର୍ଯ୍ୟକାରି କରି ଦୀର୍ଘ ଦିନ ଧରି ସରକାରୀ କାର୍ଯ୍ୟରେ ଜଡିତ ରହିଥିବା ଏହି କର୍ମଚାରୀମାନଙ୍କୁ ସ୍ଥାୟୀ ନିଯୁକ୍ତି ଯୋଗାଇ ଦେବାକୁ ଓଡିଶା ଇ ଗଭର୍ଣ୍ଣାନ୍‌ସ  ଟେକ୍ନିକାଲ କର୍ମଚାରୀ ସଂଘର ରାଜ୍ୟ ସଭାପତି ହେମନ୍ତ ପଣ୍ଡା ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ କରିଛନ୍ତି । ଡି.ଏଲ୍, ଏଲ୍.ଏଲ୍, ଯାନବାହାନ ରେଜିଷ୍ଟ୍ରେସନ ଇତ୍ୟାଦି ପାଇଁ ଜନ ସାଧାରଣଙ୍କ ଠାରୁ ଆଦାୟ କରାଯାଉଥିବା ସର୍ଭିସ ଚାର୍ଜରେ ଏକ ଘରୋଇ କମ୍ପାନୀ ରାଜ୍ୟବ୍ୟାପୀ ୩୫୦ ଜଣ କର୍ମଚାରୀଙ୍କୁ ୧୫ ବର୍ଷ ଧରି  ନିଯୁକ୍ତି ଦେଇଥିବା ବେଳେ ସରକାର ସେହି କର୍ମଚାରୀମାନଙ୍କୁ  ଥଇଥାନ କରିବାରେ କୌଣସି ଅସୁବିଧା ନାହିଁ ବୋଲି ସଭାପତି ପଣ୍ଡା କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like