-+91-9937148622 |

prerana_bgr@rediffmail.com |

  Tuesday 23rd June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||      ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   (22-Jun-2026)       ||      ରେଶମ ପ୍ରଶାଖା କେନାଲରେ ମିଳିଥିବା ମୃତ ମହିଳାଙ୍କ ପରିଚୟ ମିଳିଲା   (22-Jun-2026)       ||      *ଖଡିଆଳରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର : ୧୦୬ଟି ଅଭିଯୋଗର ଶୁଣାଣୀ, ରେଡକ୍ରସ୍ ପାଣ୍ଠିରୁ ସହାୟତା ପ୍ରଦାନ*   (22-Jun-2026)       ||     

HOME   ଜିଲ୍ଲା

କେବୁଲ ଓ ଇଣ୍ଟରନେଟର ନୂଆ ଯୁଗ ଏସଏସ ଟିଭିର ଶୁଭାରମ୍ଭ

28-Dec-2021



ଭୁବନେଶ୍ୱର, ଓଡିଶାରେ ପ୍ରଥମ ଥର ପାଇଁ ଆରମ୍ଭ ହେବ ଗୋଟିଏ କେବୁଲରେ ଇଣ୍ଟରନେଟ ଏବଂ ଟିଭିଚ୍ୟାନେଲ l ଏହି ସୁବିଧାକୁ ପ୍ରେସ କ୍ଲବଠାରେ ଅନୁଷ୍ଠାନିକ ଭାବେ ଶୁଭାରମ୍ଭ କରିଛନ୍ତି ଅଭିନେତା ସବ୍ୟସାଚୀ ମିଶ୍ର l ଏହା ଦ୍ୱାରା ଓଡିଶାବାସୀ କମ ମୂଲ୍ୟରେ ଓ ବିନା ପ୍ରତିବନ୍ଧକରେ ଉଭୟ ଟିଭି ଓ ଇଣ୍ଟରନେଟ ପାଇପାରିବେ l ଅନ୍ୟପକ୍ଷରେ ଏହା ବୈଷୟିକର ନୂଆଯୁଗ ଆରମ୍ଭ ହେଲା ବୋଲି ଶ୍ରୀ ମିଶ୍ର ମତବ୍ୟକ୍ତ କରିଥିଲେ l

     ଏସଏସ କେବୁଲସର ପ୍ରତିଷ୍ଠାତା ସୁଶାନ୍ତ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଉପସଭାପତି ସଞ୍ଜୟ ଦାସ, ମୁଖ୍ୟ ପରିଚାଳକ ପଙ୍କଜ ଦତ୍ତ ଯୋଗଦେଇ ଅନ୍ୟ ଅପରେଟର ମାନଙ୍କ ଠାରୁ ଶସ୍ତା, ସୁନ୍ଦର ଓ ଅଧିକ

ସେବା ଏହି କେବୁଲରେ ପାଇପାରିବେ ବୋଲି ମତ ଦେଇଥିଲେ l ଉତ୍ସବରେ ଓଡ଼ିଶାର ଏଲ୍ ସି ଓ ଯୋଗ ଦେଇ ସେମାନେ କେବୁଲ ନେଟୱାର୍କରେ ସମ୍ମୁଖୀନ ହେଉଥିବା ସମସ୍ୟାକୁ ଏସଏସ କେବୁଲନେଟ ଓ ଏନଏସଟି ଡିଜିଟାଲ ସମାଧାନ କରିବା ସହ ଉପଯୁକ୍ତ ସେବା ଦେବା ବୋଲି ଆଶା ପ୍ରକଟ କରିଥିଲେ l ଏହି ଅବସରରେ ସମସ୍ତ ଏଲ୍ ଏସି ଓ ଙ୍କୁ ସମ୍ନାନିତ କରିଥିଲେ l 
(ଅମୃତ ନନ୍ଦଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026
  ଜିଲ୍ଲା  
ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   23-Jun-2026
  ଜିଲ୍ଲା  
ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ   23-Jun-2026
  ଜିଲ୍ଲା  
ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   23-Jun-2026

You Might Also Like