-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ରାଜ୍ୟ

ସ୍ବଚ୍ଛ ସର୍ବେକ୍ଷଣ ନିମନ୍ତେ ବ୍ରାଣ୍ତ ଆମ୍ବାସଡର ଘୋଷଣା

28-Dec-2021



ପୁରୀ ସହରକୁ ସ୍ବଚ୍ଛ ରଖିବା ସହ ସ୍ବଚ୍ଛ ସର୍ବେକ୍ଷଣରେ ପୁରୀ ଧାମକୁ ଏକ ନମ୍ବର କରିବା ନିମନ୍ତେ ପ୍ରଶାସନ ଅଣ୍ଟା ଭିଡିଛି । ସହରର ସବୁ ବର୍ଗ ମଧ୍ୟରେ ସଚେତନ ସୃଷ୍ଟି ନିମନ୍ତେ ପ୍ରଶାସନ ପକ୍ଷରୁ ବ୍ରାଣ୍ତ ଆମ୍ବାସାଡର ଓ ପୃଷ୍ଠପୋଷକଙ୍କ ନାମ ଘୋଷଣା କରାଯାଇଛି ।  ଜାତୀୟ ପୁରସ୍କାରପ୍ରାପ୍ତ ଚଳଚିତ୍ର ନିର୍ମାତା ଶ୍ରୀ ଆଶୁତୋଷ ପଟ୍ଟନାୟକ, ପ୍ରସିଦ୍ଧ ଓଡିଶୀ ନୃତ୍ୟଶିଳ୍ପୀ ରୂପଶ୍ରୀ ମହାପାତ୍ରଙ୍କୁ ବ୍ରାଣ୍ତ ଆମ୍ବାସାଡର ଏବଂ ପଦ୍ମ ବିଭୂଷଣ ଶିଳ୍ପୀ ଶ୍ରୀ ସୁଦର୍ଶନ ସାହୁ ଏବଂ  ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କୁ ପୃଷ୍ଠପୋଷକ ଭାବେ ଘୋଷଣା କରାଯାଇଛି । ଏହାଦ୍ବାରା ସ୍ବଚ୍ଛତା କ୍ଷେତ୍ରରେ ପ୍ରଶାସନିକ ଓ ସାମାଜିକ ସ୍ତରରେ ଉପଯୁକ୍ତ ସମନ୍ବୟ ରକ୍ଷା କରାଯିବା ସହ ସହରକୁ ସ୍ବଚ୍ଛ କରିବାରେ ସହାୟକ ହେବ ବୋଲି ପୌରସଂସ୍ଥା ନିର୍ବାହୀ ଅଧିକାରୀ ଶ୍ରୀ ସରୋଜ କୁମାର ସ୍ବାଇଁ କହିଛନ୍ତି । ବ୍ରାଣ୍ତ ଆମ୍ବାସଡର ଓ ପୃଷ୍ଠପୋଷକ ମାନଙ୍କ ସମର୍ଥନ ଓ ଜନସାଧାରଣ ମାନଙ୍କ ସହଯୋଗ ହିଁ ସହରକୁ ସଫା ରଖିବାର ପୁଞ୍ଜି । ପୌରସଂସ୍ଥା ସହ ସ୍ବଚ୍ଛତା ରକ୍ଷା ପାଇଁ ଜନସାଧାରଣଙ୍କ ଗୁରୁ ଭୂମିକା ଥିବା ଶ୍ରୀ ସ୍ବାଇଁ ମତବ୍ୟକ୍ତ କରିଛନ୍ତି । ସ୍ବଚ୍ଛ ସର୍ବେକ୍ଷଣ କ୍ଷେତ୍ରରେ ପୁରୀ ସହର ୨୦୨୦ ମସିହାରେ ୨୫୬ ସ୍ଥାନରେ ଥିବା ବେଳେ ୨୦୨୧ ମସିହାରେ ୧୨୫ ସ୍ଥାନରେ ରହିଛି । ଆସନ୍ତା ବର୍ଷ ସହରକୁ ଏକ ନମ୍ବର କରିବାର ଲକ୍ଷ ରଖାଯାଇଥିବା ନିର୍ବାହୀ ଅଧିକାରୀ କହିଥିଲେ । ସହରର ବାସିନ୍ଦା ମାନଙ୍କ ଘରୁ ଦୈନିକ ୫୦ ଟନ ଆବର୍ଜନା ସଂଗ୍ରହ କରିବା ନିମନ୍ତେ ପୌରସଂସ୍ଥାର କ୍ଷମତା ଥିବାବେଳେ ଦୈନିକ ୩୦ ଟନ ଅଳିଆ ସଂଗ୍ରହ କରାଯାଉଛି । ସେଗୁଡିକୁ ପୃଥକୀକରଣ କରିବା ନିମନ୍ତେ ସହରରେ ୯ଟି Micro Composting Centre (MCC) ଏବଂ ୬ଟି Material Recovery Facility (MRF) କାର୍ଯ୍ୟକ୍ଷମ ରହିଛି । ଏପର୍ଯ୍ୟନ୍ତ ୪୦ ଟନ ଖତ ବିକ୍ରୟ କରାଯାଇଥିବା ୪ ଲକ୍ଷ ଟଙ୍କା ମୂଲ୍ୟର ପ୍ଲାଷ୍ଟିକ ସାମଗ୍ରୀ ବିକ୍ରୟ କରାଯାଇଛି । ବିଭିନ୍ନ ଶିଳ୍ପକୁ ଅଢେଇ ଟନ ରେସିଡୁଆଲ ପ୍ଲାଷ୍ଟିକ ସାମଗ୍ରୀ ଯୋଗାଇ ଦିଆଯାଇଥିବା ଶ୍ରୀ ସ୍ବାଇଁ ଜଣେଇଥିଲେ । ସ୍ବଚ୍ଛତା ନିମନ୍ତେ ବ୍ରାଣ୍ତ ଆମ୍ବାସଡର ଭାବେ ଚୟନ କରାଯାଇଥିବାରୁ ଶ୍ରୀ ଆଶୁତୋଷ ପଟ୍ଟନାୟକ ଜିଲ୍ଲା ପ୍ରଶାସନକୁ ଧନ୍ୟବାଦ ଦେଇଥିଲେ । ଏହି ଅବସରରେ ଅନ୍ୟ ମାନଙ୍କ ମଧ୍ୟରେ ପୌରସଂସ୍ଥା ପରିମଳ ବିଶେଷଜ୍ଞ ଶ୍ରୀ ବିଷ୍ଣୁପ୍ରସାଦ ମିଶ୍ର, ଶ୍ରୀ ରିସଭ ଦାଶ, ପରାମର୍ଶଦାତା ଶ୍ରୀ ଜ୍ୟୋତିପ୍ରକାଶ, ଶ୍ରୀ ଆଶିଷ କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like