-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ରାଜ୍ୟ

ମୁଖ୍ୟମନ୍ତ୍ରୀଙ୍କ ମୋ ସରକାର ସମୀକ୍ଷା, କେବଳ ଜନସାଧାରଣଙ୍କ ସନ୍ତୋଷ ନୁହେଁ, ନିରନ୍ତର ଉତ୍ତମ ସେବା ହେଉଛି ଆମର ଲକ୍ଷ୍ୟ - ମୁଖ୍ୟମନ୍ତ୍ରୀ

28-Dec-2021



ଭୁବନେଶ୍ୱର// କେବଳ ଜନସାଧାରଣଙ୍କ ସନ୍ତୋଷ  ନୁହେଁ, ନିରନ୍ତର ଉତ୍ତମ ସେବା ହେଉଛି ଆମର ଲକ୍ଷ୍ୟ । ତେଣୁ ଲୋକଙ୍କ ସମସ୍ୟାର ସମାଧାନ ପାଇଁ ଆମ ସମସ୍ତଙ୍କୁ କ୍ରମାଗତ ଭାବରେ ପରିବତ୍ତନ କରିବାକୁ ହେବ । ଆଜି ରାଜ୍ୟ ସରକାରଙ୍କ ଗୁରୁତ୍ବପୂର୍ଣ୍ଣ ମୋ ସରକାର କାର୍ଯ୍ୟକ୍ରମର ସମୀକ୍ଷା ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ପ୍ରଶାସନିକ ଅଧିକାରୀ ମାନଙ୍କୁ ଏହି ବାର୍ତ୍ତା ପ୍ରଦାନ କରିଛନ୍ତି ।ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମୋ ସରକାର କାର୍ଯ୍ୟକ୍ରମ ଦୁଇ ବର୍ଷ ଧରି ଆରମ୍ଭ ହୋଇଛି । ପ୍ରଶାସନିକ ସ୍ତରରେ ସରକାରଙ୍କ ଏହି ରୂପାନ୍ତର ଉଦ୍ୟମ ଜନସାଧାରଣଙ୍କ ମଧ୍ୟରେ ସରକାରଙ୍କ ସପକ୍ଷରେ ବିଶ୍ବାସ ସୃଷ୍ଟି କରିପାରିଛି । ଏହି ପ୍ରକ୍ରିୟା ବର୍ତ୍ତମାନ ରାଜ୍ୟ ସରକାରଙ୍କ ବିଭିନ୍ନ ପଦାଧିକାରୀ ଓ କର୍ମଚାରୀ ମାନଙ୍କ ମଧ୍ୟରେ ବ୍ୟବହାରିକ ପରିବର୍ତ୍ତନ ଆଣିବାରେ ସକ୍ଷମ ହୋଇଛି ।ସରକାରୀ ଅଧିକାରୀଙ୍କ ମଧ୍ୟରେ ବୃତ୍ତିଗତ ବ୍ୟବହାର ଆଣିବା ପାଇଁ ରାଜ୍ୟ ସରକାରଙ୍କ କ୍ରମାଗତ ଉଦ୍ୟମ ସଫଳ ହୋଇଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏଥିପାଇଁ ଖୁସିବ୍ୟକ୍ତ କରିଥିଲେ । ସରକାରୀ ଅଧିକାରୀମାନେ ଏବେ ଜନସାଧାରଣଙ୍କ ସହିତ ଅଧିକ ଦାୟିତ୍ବସମ୍ପନ୍ନ ତଥା ସହୃଦୟତାର ସହ ବ୍ୟବହାର କରୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।ମୋ ସରକାରରୁ ମିଳିଥିବା ଫିଡ୍‌ବ୍ୟାକ୍‌ ଅନୁଯାୟୀ ସରକାରଙ୍କ ଅନେକ ବିଭାଗ ଭଲ ପ୍ରଦର୍ଶନ କରିଛନ୍ତି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏଥିପାଇଁ ସନ୍ତୋଷ ପ୍ରକାଶ କରିଥିଲେ ।ରାଜ୍ୟ ସରକାରଙ୍କ ସବୁ କାର୍ଯ୍ୟକ୍ରମ ଓ ସେବା ମୋ ସରକାର କାର୍ଯ୍ୟକ୍ରମର ଲକ୍ଷ୍ୟ ଅନୁଯାୟୀ ଯେପରି ସର୍ବୋତ୍ତମ ଭାବେ କାର୍ଯ୍ୟ କରିବ, ସେଥିପାଇଁ ଧ୍ୟାନ ଦେବା ପାଇଁ ସମୟ ଆସିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏଥିପାଇଁ ନାଗରିକ ମାନଙ୍କ ଡାଟାବେସ୍‌କୁ ସବୁ ସମୟରେ ନବୀକୃତ କରିବା ଜରୁରୀ ବୋଲି ସେ କହିଥିଲେ । ଏହା ଆମର ଦୁର୍ନୀତି ପ୍ରତି ଶୂନ୍ୟ ସହିଷ୍ଣୁତା ନୀତିକୁ ସୁନିଶ୍ଚିତ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।ବୈଠକରୁ ଜଣାଯାଇଛି ଯେ ମୋ ସରକାର କାର୍ଯ୍ୟକ୍ରମରେ ୨୮ଟି ବିଭାଗର ୨୨୨ଟି ସେବା ଅନ୍ତର୍ଭୁକ୍ତ କରାଯାଇଛି ଏବଂ ଏ ସଂପର୍କରେ ଲୋକମାନଙ୍କ ପାଖରୁ ମୁଖ୍ୟମନ୍ତ୍ରୀଙ୍କ ଠାରୁ ଆରମ୍ଭ କରି ଜିଲ୍ଲାପାଳଙ୍କ ପର୍ଯ୍ୟନ୍ତ ବିଭିନ୍ନ ସ୍ତରରେ ନିୟମିତ ତଥ୍ୟ ସଂଗ୍ରହ କରାଯାଇଛି । 

ଆଜିର ବୈଠକରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ, ସ୍ବରଷ୍ଟ୍ର ବିଭାଗ, ମହିଳା ଓ ଶିଶୁ ବିକାଶ ବିଭାଗ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ, ଖାଦ୍ୟ ଯୋଗାଣ ଓ ଖାଉଟୀ କଲ୍ୟାଣ ବିଭାଗ ଏବଂ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ପକ୍ଷରୁ  ଉପସ୍ଥାପନା ଜରିଆରେ ସେମାନଙ୍କ ବିଭାଗରେ ମୋ ସରକାର କାର୍ଯ୍ୟକ୍ରମର କାର୍ଯ୍ୟକାରୀତା ସଂପର୍କରେ  ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଯାଇଥିଲା । ଏହି ବିଭାଗର ସମୂହର ସେବା ପାଇଁ ମୋଟାମୋଟି ଭାବରେ ସନ୍ତୋଷଜନକ ପ୍ରତିକ୍ରିୟା ମିଳିଥିବାରୁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଧନ୍ୟବାଦ ଜଣାଇଥିଲେ ଏବଂ ଆହୁରି ଅଧିକ ନିଷ୍ଠାର ସହ ସେବା ଯୋଗାଇ ଦେବାପାଇଁ ପରାମର୍ଶ ଦେଇଥିଲେ ।ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ଉପସ୍ଥାପିତ ତଥ୍ୟର ଅନୁଶୀଳନ କରି ଏହି କାର୍ଯ୍ୟକ୍ରମର କିପରି ଅଧିକ ଉନ୍ନତି ଆସିପାରିବ, ସେ ସଂପର୍କରେ ମତାମତ ରଖିଥିଲେ ।ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ମହାପାତ୍ର, ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ଅଭୟ, ଉନ୍ନୟନ କମିଶନର ଶ୍ରୀ ପି.କେ. ଜେନା ଏବଂ ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ସଚିବ ଓ ଶାସନ ସଚିବମାନେ ଉପସ୍ଥିତ ଥିଲେ ।

ଇଲେକ୍ଟ୍ରୋନିକ୍‌ସ ଓ ଆଇଟି ବିଭାଗର ସଚିବ ଶ୍ରୀ ମନୋଜ ମିଶ୍ର ମୋ ସରକାର କାର୍ଯ୍ୟକ୍ରମ ସଂପର୍କରେ ଏକ ସାମଗ୍ରୀକ ଉପସ୍ଥାପନା ପ୍ରଦାନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like