-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ଜିଲ୍ଲା

ପଣ୍ଡିତ ଫକୀର ମୋହନ ନନ୍ଦଙ୍କ ୮୮ତମ ଜୟନ୍ତୀ ପାଳିତ

28-Dec-2021



ଇଲାଙ୍ଗୀର(ପ୍ରେରଣା ଖବର)-ପଣ୍ଡିତ ଫକୀର ମୋହନ ନନ୍ଦ ସ୍ମୃତି ସଂସଦ ବଲାଙ୍ଗୀର ଦ୍ୱାରା ସ୍ଥାନୀୟ ଯାଦବ ଭବନ ଠାରେ ମଦନ ମୋହନ ରଥ ଙ୍କ ସଭାପତିତ୍ୱରେ ପଣ୍ଡିତ ଫକୀର ମୋହନ ନନ୍ଦଙ୍କ ୮୮ ତମ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି । ସ୍ମୃତି ସଂସଦର ଆବାହକ ସରସ୍ୱତୀ ନନ୍ଦଙ୍କ ସଂଯୋଜନାରେ ଆୟୋଜିତ ଏହି ଜୟନ୍ତୀ ସଭାରେ ଶ୍ରୀ ତପୋବନମ୍ ର ସଂସ୍ଥାପକ ସ୍ୱାମୀ ତେଜୋମୟାନନ୍ଦ ସରସ୍ୱତୀ ଓ ମାଲଗାଁ କଳାହାଣ୍ଡି ଆଶ୍ରମର ମୁଖ୍ୟ ସ୍ୱାମୀ ପରମାହଂସାନନ୍ଦ ସରସ୍ୱତୀ ଅତିଥି ଭାବରେ ଆସୀନ ହୋଇ ଭାରତୀୟ ସଂସ୍କୃତିରେ ପୂଜ୍ୟ ପୂଜା ର ପରଂପରା ଏବଂ ମହତ୍ତ୍ୱ ବିଷୟରେ ବର୍ଣ୍ଣନା କରିଥିଲେ । ବିଶ୍ୱ ହିନ୍ଦୁ ପରିଷଦର ଅଧ୍ୟକ୍ଷ ଗୋବିନ୍ଦ ମିଶ୍ର ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଶ୍ରାବଣୀ ମେହର ପ୍ରାରମ୍ଭିକ ସଂଗୀତ ଗାନ କରିଥିଲେ । ଉକ୍ତ ସଭାରେ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ଅବସର ପ୍ରାପ୍ତ ପ୍ରଧ୍ୟାପକ ଡ. ଫାଲଗୁନି ମହାନନ୍ଦିଆ ମୁଖ୍ୟ ବକ୍ତା ଭାବରେ ମଞ୍ଚାସୀନ ହୋଇ ପଣ୍ଡିତ ନନ୍ଦ ଙ୍କ ଜୀବନୀ ତଥା ଭାରତୀୟ ସଂସ୍କୃତିରେ କର୍ମକାଣ୍ଡ ଓ ଜ୍ୟୋତିଷ ବିଦ୍ୟାର ମହତ୍ତ୍ୱ ବିଷୟରେ ଆଲୋଚନା କରିଥିଲେ । ବିଶେଷ ଅତିଥି ଭାବରେ ଅବସର ପ୍ରାପ୍ତ ଶିକ୍ଷକ ଦୟାମୟ ମିଶ୍ର ପୁସ୍ତକ ଉନ୍ମୋଚନ ସମୟରେ ଉପସ୍ଥିତ ଥିଲେ । ସଭା ପ୍ରାରମ୍ଭରେ ଭଜନ କାର୍ଯ୍ୟକ୍ରମ ପରିବଷଣ କରାଯାଇଥିଲା । ଏହି ଅବସରରେ ଫଟାବାହାଲ ନୋଡାଲ ଉତ୍ତ ପ୍ରାଥମିକ ବିଦ୍ୟାଳୟର ବରିଷ୍ଠ ଶିକ୍ଷୟିତ୍ରୀ ପ୍ରଭାତୀ ନନ୍ଦଙ୍କ ପୁସ୍ତକ “କାଠୁରିଆ କଥା” ଅତିଥି ବୃନ୍ଦ ଉନ୍ମୋଚନ କରିଥିଲେ । ଅନବରତ ଗୀତା ପାଠକୁ ୟୁଟୁବ, ଫେସବୁକରେ ସ୍ୱାଧ୍ୟାୟ କରିଥିବା ସୁଶ୍ରୀ ତପସ୍ୱିନୀ ନାଏକଙ୍କୁ ଏହି ଅବସରରେ ସର୍ମଦ୍ଧିତ କରାଯାଇଥିଲା । ସାଇ ପ୍ରଶାନ୍ତି ମହାପତ୍ର ମାନପତ୍ର ପାଠ କରିଥିଲେ । ପରିଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ ସସ୍ମିତା ନେପାକ । ଏହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ  ସଇ ପ୍ରଶାନ୍ତି ମହାପାତ୍ର, ସାଇ ଶ୍ରୀରାମ ମିଶ୍ର, ସାଇ ବିନାୟକ ମିଶ୍ର, ଅଭୟ ମିଶ୍ର, ହରିଶ୍ଚନ୍ଦ୍ର ମହାପାତ୍ର , ସବ୍ୟସାଚୀ ମିଶ୍ର, ପୂର୍ଣ୍ଣମାସୀ ରାଉତ, ଅଲକାନନ୍ଦା ସାହାଣୀ, ଶିବାନନ୍ଦ ଦାସ,. ପ୍ରଶାନ୍ତ ମହାକୁଡ, ଲକ୍ଷ୍ମୀ ନାରାୟଣ ସାହୁ, କରୁଣା କର ଖୁଆସ, ଆଶିଷ ଶ୍ରରାମ ମିଶ୍ର ଓ ବାବୁଲାଲ ମିଶ୍ର ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like