-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||      ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   (22-Jun-2026)       ||     

HOME   ଖେଳ

କୋଚ୍ ଶିବ ପ୍ରସାଦ ସ୍ମାରକୀ ଫୁଟବଲ,  ସ୍ପୋର୍ଟ୍ସ ହଷ୍ଟେଲ ବନାମ ୟୁଥ କ୍ଳବ ମଧ୍ୟରେ ଫାଇନାଲ 

28-Dec-2021



ବଲାଙ୍ଗିର(ପ୍ରେରଣା ଖବର)-ବଲାଙ୍ଗିର ନିକଟସ୍ଥ ଖଲିଆପାଲି ଆମ୍ବେଦକର ଷ୍ଟାଡିୟମଠାରେ ଜଗନ୍ନାଥ ସ୍ପୋଟିଂ କ୍ଳବ ଓ ସ୍ପୋର୍ଟ୍ସ ହଷ୍ଟେଲ ବଲାଙ୍ଗିର ପୁରାତନ ଓ ର୍ବତ୍ତମାନ ଛାତ୍ରଙ୍କ ମିଳିତ ଆନୁକୁଲ୍ୟରେ ଆଜି କୋଚ୍ ଶିବପ୍ରସାଦ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ଦ୍ୱିତୀୟ ସେମିଫାଇନାଲ ସ୍ପୋର୍ଟ୍ସ ହଷ୍ଟେଲ ବନାମ ନକ୍ଟାସର ଖେଳ ନିର୍ଦ୍ଧାରିତ ସମୟ ମଧ୍ୟରେ ୧-୧ ଗୋଲ ରେ ଡ୍ର ରହିଥିଲା । ଟ୍ରାଇବ୍ରେକରରେ ସ୍ପୋର୍ଟ୍ସ ହଷ୍ଟେଲ ୩-୨ ଗୋଲରେ ନକ୍ଟାସରକୁ କୁ ହରାଇ ଦ୍ୱିତୀୟ ଦଳଭାବେ  ଫାଇନାଲକୁ ଉନ୍ନିତ ହୋଇଛି । ମୁଖ୍ୟ ଅତିଥିଭାବେ ରାଜ୍ୟପାଳ ପୁରସ୍କାର ପ୍ରାପ୍ତ ବନ ରକ୍ଷକ ବ୍ୟାସ ଦେବ ସାହୁ, ସମ୍ମାନିତ ଅତିଥିଭାବେ ପୁର୍ବତନ ଖେଳ ଶିକ୍ଷକ ସୁନିଲ ଚନ୍ଦ୍ର ବିଶ୍ୱାଳ ଓ ଜିଲ୍ଲା ଶିକ୍ଷକ ସଂଘ ସଭାପତି ବାସୁଦେବ ମୁଗ୍ରୀ ଯୋଗଦେଇ ଖେଳାଳୀ ମାନଙ୍କୁ ଉତ୍ସାହିତ କରିଥିଲେ । ପୁର୍ବତନ ଖେଳାଳୀ ଅନୁପ ସାଏ ଓ ପୁର୍ବତନ ସ୍ପୋର୍ଟ୍ସ ହଷ୍ଟେଲ ଛାତ୍ର ଗିରି ପାଉଲେ ମଂଚାସିନ ଥିଲେ । ଖେଳକୁ ରେଫରୀ ଭାବରେ  ସୁଶାନ୍ତ ନାଗ, ଦେବାଶିଷ ବାଗ, ସଂଜିବ ମହାରଣା ଓ ପ୍ରଫୁଲ୍ଲ ବଗର୍ତ୍ତୀ ପରିଚାଲନା କରିଥିଲେ । ଫୁଟବଲ କୋଚ ପରାସର ବାଗ, ସଭାପତି ନାରାୟଣ ବିଶ୍ୱାଳ, ସମ୍ପାଦକ ଅଭିମନ୍ୟୁ ପାଣ୍ଡେ, ସୁକଦେବ ସାହୁ, ସୁର୍ଯ୍ୟମଣି ସୁନା, ଚିତ୍ତର ରଂଜନ ବିଶ୍ୱାଲ, ମନୋରଂଜନ ବିଶ୍ୱାଲ, ତସା ନାଗ, କହ୍ନେଇ ଗଡତ୍ୟା, ନିଲାଞ୍ଚଳ ପ୍ରଧାନ, ରାମଚନ୍ଦ୍ର ବିଶ୍ୱାଲ, ମିଥୁନ ଭୁକ୍ତା, ଦନାର୍ଦନ ପାଣ୍ଡେ, ପ୍ରସାନ୍ତ ପ୍ରଧାନ, ହେମସାଗର ମହାନନ୍ଦ ପ୍ରମୁଖ ସହଯୋଗ କରିଥିଲେ । ବୁଧବାର ଦିନ ସ୍ପୋର୍ଟ୍ସ ହଷ୍ଟେଲ ବନାମ ୟୁଥ କ୍ଳବ ବଲାଙ୍ଗିର ମଧ୍ୟରେ ଫାଇନାଲ ଖେଳ ହେବ ବୋଲି ଆୟୋଜକଙ୍କ ସୁତ୍ରରୁ ପ୍ରକାଶ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026
  ଜିଲ୍ଲା  
ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   23-Jun-2026
  ଜିଲ୍ଲା  
ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ   23-Jun-2026
  ଜିଲ୍ଲା  
ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   23-Jun-2026

You Might Also Like