-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||     

HOME   ଜିଲ୍ଲା

ନାଇକେନପାଲିରେ ମାନସିକ ସ୍ଵାସ୍ଥ୍ୟ ନିରୂପଣ ଶିବିର ଅନୁଷ୍ଠିତ, ଚିକିତ୍ସିତ ହେଲେ ୬୧ ମାନସିକ ରୋଗୀ

29-Dec-2021



ସୋନପୁର // ନାଇକେନପାଲି ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ପରିସରରେ ଏକ ମାନସିକ ସ୍ଵାସ୍ଥ୍ୟ ନିରୂପଣ ଶିବିର ଅନୁଷ୍ଠିତ ହୋଇଯାଇଛି। ଭାରପ୍ରାପ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ରମେଶ ଚନ୍ଦ୍ର ସ୍ଵାଇଁ ଅତିଥି ଭାବେ ଯୋଗଦେଇ ଆନୁଷ୍ଠାନିକ ଭାବେ ଏହି ଶିବିରଟିକୁ ଉଦଘାଟନ କରିଥିଲେ। ଜିଲ୍ଲା ମାନସିକ ସ୍ଵାସ୍ଥ୍ୟ ନୋଡାଲ ଅଫିସର ଡାକ୍ତର ତ୍ରିବିକ୍ରମ ପାଣ୍ଡିଆ, ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ର ଅଧିକ୍ଷକ ଡାକ୍ତର ସଂଗୀତା ଚୌଧୁରୀ ସମ୍ମାନିତ ଅତିଥି ଭାବେ ଶିବିର ରେ ଯୋଗଦାନ କରିଥିଲେ। ଭୀମଭୋଇ ମେଡିକାଲ କଲେଜର ମାନସିକ ସ୍ଵାସ୍ଥ୍ୟ ବିଭାଗର ସିନିୟର ରେସିଡେଣ୍ଟ ଡାକ୍ତର ଟିକିନା ବେହେରା ଶିବିରରେ ଯୋଗଦେଇ ମାନସିକ ରୋଗୀମାନଙ୍କ ଚିକିତ୍ସା କରିଥିବା ବେଳେ କଳାହାଣ୍ଡି ଜିଲ୍ଲା ମାନସିକ ସ୍ଵାସ୍ଥ୍ୟ କାର୍ଯ୍ୟକ୍ରମର ଚିକିତ୍ସା ମନୋବିଜ୍ଞାନୀ ପୁଷ୍ପାରାଣୀ ହେମ୍ରମ୍ ରୋଗୀଙ୍କୁ ବ୍ୟବହାରିକ ପରାମର୍ଶ ପ୍ରଦାନ କରିଥିଲେ । ଶିବିରରେ ମୋଟ ୬୧ ଜଣ ରୋଗୀ ଚିକିତ୍ସା ସୁବିଧା ପ୍ରାପ୍ତ କରିଥିଲେ। ଶିବିରରେ ସ୍ଵତନ୍ତ୍ର ଭାବେ ସ୍ଥାପିତ ହୋଇଥିବା ଆଇଇସି କର୍ନର ଦ୍ଵାରା ଲୋକଙ୍କୁ ମାନସିକ ସ୍ଵାସ୍ଥ୍ୟ ଉପରେ ସଚେତନତା ବାର୍ତ୍ତା ପ୍ରଦାନ କରାଯାଇଥିଲା।    ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ରର ଡାକ୍ତର ରାମ ଶଙ୍କର ତ୍ରିପାଠୀଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଜନସ୍ଵାସ୍ଥ୍ୟ

ସଂପ୍ରସାରଣ ଅଧିକାରୀ ପ୍ରଦ୍ୟୁମ୍ନ କୁମାର ସାହୁ ଏବଂ ବିପିଏମ ଅଶୋକ ମିଶ୍ର ଶିବିରଟିକୁ ପରିଚାଳଣା କରିଥିଲେ। ଜିଲ୍ଲା ମାନସିକ ସ୍ଵାସ୍ଥ୍ୟ ପ୍ରକୋଷ୍ଠର ମାନସିକ ରୋଗ କର୍ମୀ ଜ୍ଞାନଜିତ ଶତପଥୀଙ୍କ ସମେତ ଗୋଷ୍ଠୀ ସ୍ଵାସ୍ଥକେନ୍ଦ୍ରର ରେଖାରାଣୀ ଦାଶ, ଅମିତ କୁମାର ପ୍ରଧାନ, ରାଧାନାଥ ରଥ, ଗୀତାଞ୍ଜଳି ସା, ଆରତି ଶିଖା, ସରୋଜ କୁମାର ଗାନ, ସୁଜିତ କୁମାର ସାହୁ, ପ୍ରଦୀପ ଭୋଇ, ଶୁଭଲକ୍ଷ୍ମୀ ବାଘ, ପ୍ରଦୀପ କୁମାର ନାଏକ, ଦେବାଶିଷ ମିଶ୍ର ପ୍ରମୂଖ ଶିବିର ଆୟୋଜନରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026

You Might Also Like