-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||     

HOME   ଜିଲ୍ଲା

କଳାହାଣ୍ଡି ପ୍ରସିଦ୍ଧପର୍ଯ୍ୟଟନ ସ୍ଥାନ ଗୁଡ଼ାହାଣ୍ଡି ଦୋକୋରି ଚଞ୍ଚରା

29-Dec-2021



କୋକସରା( ତ୍ରିନାଥ ବେଶ୍ରା)// କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ମହିମା ଗ୍ରାମ ପଞ୍ଚାୟତ ଅଧୀନ ଖଳି ଗଡ ଠାରୁ ପାଞ୍ଚ କିଲୋମିଟର ଭିତରକୁ ଗଲେ ଦେଖିବାକୁ ମିଳିଥାଏ ଏହି ଦର୍ଶନୀୟ ସ୍ଥାନ ଗୁଡହାଣ୍ଡି ଡକୋରି ଚଞ୍ଚରା l
ଏହି ସ୍ଥାନକୁ ବହୁ ପର୍ଯ୍ୟଟକ ଆକର୍ଷିତ ହୋଇ  ବଣଭୋଜି କରିବା ପାଇଁ    ଛତିଶଗଡ଼ , ନବରଙ୍ଗପୁର , କଳାହାଣ୍ଡି ଜିଲ୍ଲା ଆଖପାଖ ଅଞ୍ଚଳରୁ ଲୋକମାନେ ଏହି ସ୍ଥାନକୁ ବହୁ ସଖ୍ୟାରେ ଲୋକ ମାନଙ୍କ ଭିଡ଼ ଦେଖିବାକୁ ମିଳି ଥାଏ l

ଆଜି ମଧ୍ୟ୍ୟ ଏହି ସ୍ଥାନକୁ ବହୁ ପର୍ଯ୍ୟଟକ ଭିଡ଼ ପରିଲକ୍ଷିତ ହୋଇଥିଲା l
ସେହି ସ୍ଥାନରେ ରହି ଥିବା ଲୋକଙ୍କ  କହିବା ଅନୁସାରେ ତ୍ରେତୟା ଯୁଗରେ ପ୍ରଭୁ ରାମଚନ୍ଦ୍ର ଏହି ପଥ ଦେଇ ପତ୍ନୀ ସୀତା ଓ ଭାଇ ଲକ୍ଷ୍ମଣକୁ ଧରି ବନବାସ ସମୟରେ ପଞ୍ଚବଟୀ ଅରଣ୍ୟକୁ ଯାଇଥିବା , ତାଙ୍କ ପାଦ ଚିହ୍ନ , ସୀତା ମାତା ଏହି ସ୍ଥାନରେ ରହି ଗାଧୋଇ ଥିବା ପାଦ ଚିହ୍ନ ଦେଖି ବାକୁ ମିଳିଛି ତେଣୁ ଏହି ସ୍ଥାନକୁ ସୀତା କୁଣ୍ଡ ବୋଳି କହିଥାନ୍ତି l

ଦୁଇ  କିଲୋ ମିଟର ପର୍ଯ୍ୟନ୍ତ ଉପରକୁ ଗଲେ ଭଇରା ଘୁମର ଜଳପ୍ରପାତ ଦେଖିବାକୁ ମିଳେ l ସକାଳ ସୂର୍ଯ୍ୟକିରଣରେ ଇନ୍ଦ୍ର ଧନୁ ର ସାତ ରଙ୍ଗ ଦେଖି ବାକୁ ମିଳେ ଏହା ପର୍ଯ୍ୟଟକ ଙ୍କୁ ବହୁ ଆକର୍ଷଣ କରିଥାଏ ।
ଏଠାରେ ରାମମନ୍ଦିର, ଚଣ୍ଡି ମନ୍ଦିର, ଡୋକରି ମା ମନ୍ଦିର ଏବଂ ଗୁଡ଼ହାଣ୍ଡି ପରି ଏକ ପଥର ଦେଖିବାକୁ ମିଳେ ଏଣୁ ଏହାକୁ ଗୁଡ ହାଣ୍ଡି ବୋଲି କହିଥାନ୍ତି ।
ଏଥିପ୍ରତି ସରକାର ଭଲ ଭାବରେ ଦୃଷ୍ଟିଦେଲେ ଏହା ଏକ ପ୍ରସିଦ୍ଧ ପର୍ଯ୍ୟଟନୀ ସ୍ଥାନ ହୋଇପାରନ୍ତା ବୋଲି ଲୋକମାନେ ମତପ୍ରକାଶ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026

You Might Also Like