-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||     

HOME   ଜିଲ୍ଲା

ମନ୍ତ୍ରୀ ପଦ୍ମନାଭ ବେହେରାଙ୍କ ଦ୍ଵାରା ବିଭିନ୍ନ ପ୍ରକଳ୍ପ ଉଦ୍ଘାଟନ

29-Dec-2021



ବିନିକା(ହିମାଂଶୁ ଶେଖର ପୁଟେଲ)// ମାନ୍ୟବର ଯୋଜନା ସମନ୍ମୟ ଓ ପରିବହନ ବିଭାଗ ମନ୍ତ୍ରୀ ପଦ୍ମନାଭ ବେହେରା ଆଜି ବିନିକା ଗସ୍ତରେ ଆସି ପ୍ରସିଦ୍ଧ ଶୈବପୀଠ ଚର ଦା କୁ ଯାଇଥିବା ରାସ୍ତାର ଚୌକିଯୋର ଛକ ରେ ନିର୍ମାଣାଧୀନ କପିଳେଶ୍ଵର ଗେଟ କୁ ଉଦ୍ଘାଟନ କରିଥିଲେ । ପରେ ମନ୍ଦିର ପରିସରରେ ୨୦ଲକ୍ଷ ଟଙ୍କା ବ୍ୟୟରେ ନିର୍ମାଣାଧୀନ କଲ୍ୟାଣ ମଣ୍ଡପ,୧୦ଲକ୍ଷ ଟଙ୍କା ବ୍ୟୟରେ ନିର୍ମାଣାଧୀନ ସାମୁହିକ ଶୌଚାଳୟ,୨ଲକ୍ଷ ୬୦ହଜାର ଟଙ୍କା ବ୍ୟୟରେ ନିର୍ମାଣ ଲାଇବ୍ରେରୀ ହଲ ଏବଂ ଫୁଲ ମୁଠି-ଶଙ୍କରା ରାସ୍ତାରେ ନିର୍ମାଣାଧୀନ ଗେଟ କୁ ଉଦ୍ଘାଟନ କରିଥିଲେ ।ସେହିପରି ପଞ୍ଚାୟତ କାର୍ଯ୍ୟାଳୟରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ୧୫ଜଣ ହିତାଧିକାରୀଙ୍କୁ ଜଙ୍ଗଲ ଜମି ପଟ୍ଟା ବଣ୍ଟନ କରିଥିଲେ ।ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିନିକା ବିଡ଼ିଓ ବ୍ୟାସଦେବ ବେହେରା,ବ୍ଳକ

ଅଧ୍ୟକ୍ଷ ଅଶୋକ ନନ୍ଦ,ଜିଲ୍ଲାପରିଷଦ ସଭ୍ୟ ସୁଶାନ୍ତ ପଣ୍ଡା,ବିଜେଡ଼ି ସଭାପତି ଦ୍ବାରିକାନାଥ ସାହୁ,ବ୍ଳକ ଉପାଧ୍ୟକ୍ଷା ଅଚ୍ୟୁତ କଣ୍ଟା,ସମିତିସଭ୍ୟା ବୃନ୍ଦାବତି ନାଏକ,ପଞ୍ଚାୟତ ଇଓ ଗୀତାଞ୍ଜଳି ରଥ,ସରପଞ୍ଚ ସଦାନନ୍ଦ ଥନାପତି,ଅଭିଷେକ ମିଶ୍ର,ଦିଲ୍ଲୀପ ପଣ୍ଡା,ରଞ୍ଜନ ସ୍ବାଇଁ,ଧର୍ମରାଜ ପଣ୍ଡା,ଧର୍ମେନ୍ଦ୍ର ଥନାପତି,ଟଙ୍କଧର‌ ମେଲ୍ଲି,  ବିନୋଦ ବିହାରୀ ନାଏକ,କୃଷ ଚନ୍ଦ୍ର ପଣ୍ଡା,ରଙ୍କମନି ସେବକ ପ୍ରମୁଖଙ୍କ ସମେତ ବହୁ ବିଜେଡ଼ି କର୍ମୀ ସାମିଲ ହୋଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026

You Might Also Like