-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ରାଜନୀତି

ବରପାଲିପଡାରେ ନରସିଂହଙ୍କ ଦ୍ୱାରା ସିସି କ୍ୟାମେରା ଉଦ୍‌ଘାଟିତ- ପଡାର ସୁରକ୍ଷା ପାଇଁ ଲୋକ ଆଗେଇ ଆସିବା ସ୍ୱାଗତଯୋଗ୍ୟ-ନରସିଂହ

29-Dec-2021



ବଲାଙ୍ଗୀର,(ପ୍ରେରଣା ଖବର) ଅଞ୍ଚଳର ସୁରକ୍ଷା ତଥା ଆଇନ ଶୃଙ୍ଖଳା ରକ୍ଷା ପାଇଁ ଯାହା ପୋଲିସ ପ୍ରଶାସନ କରିବା କଥା ତାହା ଆଜି ପଡାବାସୀ କରିଛନ୍ତି । ସେମାନେ ନିଜ ସୁରକ୍ଷା ତଥା ଅଂଚଳରେ ଶାନ୍ତିପୂର୍ଣ୍ଣ ଭାବରେ ଚଳପ୍ରଚଳ କରିବା ପାଇଁ ନିଜ ପାଣ୍ଠିରୁ ୧୩ ଗୋଟି ସିସି କ୍ୟାମେରାରେ ଲଗାଇବା ଏକ ସ୍ୱାଗତଯୋଗ୍ୟ ପଦକ୍ଷେପ । ଏପରି ଏକ ଉଦ୍‌ଘାଟନି କାର୍ଯ୍ୟକ୍ରମରେ ଲୋକେ ମତେ ମୁଖ୍ୟ ଅତିଥି ହେବା ସୁଯୋଗ ଦେଇଥିବାରୁ ମୁଁ ପଡାବାସୀଙ୍କ ଠାରେ କୃତଜ୍ଞତା ଜ୍ଞାପନ କରୁଛି । ସେମାନେ ଆଜି ସମଗ୍ର

ବଲାଙ୍ଗିରରେ ଏକ ଉଦାହରଣ ସୃଷ୍ଟି କରିଛନ୍ତି । ଯଦି ବଲାଙ୍ଗିରର ପ୍ରତ୍ୟେକ ପଡାବାସୀ ଏକ କମିଟିମାନ ଗଠନ କରି ଏଭଳି କାର୍ଯ୍ୟକ୍ରମ ହାତକୁ ନିଅନ୍ତି ତେବେ ଆଇନ ଶୃଙ୍ଖଳା ଏବଂ ଲୋକଙ୍କ ଧନ ଜିବନ ସୁରକ୍ଷିତ ରଖିବା ଦିଗରେ ଏକ ମହତ ପଦକ୍ଷେପ ହେବ ବୋଲି ଆଜି ବରପାଲିପଡାର ପଞ୍ଚସଖା ସରକାରୀ ବିଦ୍ୟାଳୟ ଗଳିରେ ସିସି କ୍ୟାମେରା ଉଦ୍‌ଘାଟନି ଉତ୍ସବରେ ଯୋଗଦେଇ ମାନ୍ୟବର ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର କହିଛନ୍ତି । ସେ ଏହି ମର୍ମରେ ଆହୁରି ମଧ୍ୟ କହିଛନ୍ତି ଯେ ଯାହା ଜିଲ୍ଲା ପୋଲିସ ପ୍ରଶାସନ କରିବା କଥା ଏବଂ କରିପାରିଲା ନାହିଁ ତାହା ଲୋକେ କରିଛନ୍ତି । ଏହା ବହୁତ ସ୍ୱାଗତଯୋଗ୍ୟ ପଦକ୍ଷେପ ଅଟେ । ଏହି ସଭାରେ ସ୍ଥାନୀୟ ବାସିନ୍ଦାମାନେ ପଡାରେ ନାଳ ନର୍ଦ୍ଦମାର ଖରାପ ସ୍ଥିତ, ବିଜୁଳି, ପାନୀୟ

ଜଳର ଅନିୟମିତତା, ପୌର ପରିଷଦ ତରଫରୁ ସଫେଇରେ ଅବ୍ୟବସ୍ଥାକୁ ନେଇ ବିଧାୟକ ଶ୍ରୀ  ମିଶ୍ରଙ୍କୁ ଅଭିଯୋଗ କରିଥିଲେ । ବିଧାୟକ ଶ୍ରୀ ମିଶ୍ରଙ୍କ ସହ ଯାଇଥିବା ପୌର ଅଧିକାରୀ ବିପିନ ଦୀପ ସମଗ୍ର ଅଂଚଳ ବୁଲି ବହୁତ ଶିଘ୍ର ସମସ୍ୟା ଗୁଡିକର ସମାଧାନ ହେବ ବୋଲି ପ୍ରତିଶୃତି ଦେଇଛନ୍ତି । ଏ ସମସ୍ତ କାର୍ଯ୍ୟକ୍ରମରେ ବିଧାୟକ ଶ୍ରୀ ମିଶ୍ରଙ୍କ ବ୍ୟତିତ ବରପାଲିପଡାର ଆର୍ତ୍ତତ୍ରାଣ ମିଶ୍ର, ବିଶ୍ୱ ରଂଜନ ଜେନା, ଗୋପ ନାଥ, ଡ. ଜଗନ୍ନାଥ ପଣ୍ଡା, ନିଲୁ ପରିଚ୍ଛା, ଗୋପାଳ ମିଶ୍ର, ଲୋପନ ମିଶ୍ର, ନଗର ସଭାପତି ବୁଲୁ ଦାନି, ଚନ୍ଦ୍ରମଣି ତ୍ରିପାଠିଙ୍କ ସମେତ ବିଜୁଳି ବିଭାଗ ନିର୍ବାହୀଯନ୍ତ୍ରୀ ଏବଂ ମହିଳା ପୋଲିସ ଅଧିକାରୀ ଉପସ୍ଥିତ ଥିଲେ ।
 


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like