-+91-9937148622 |

prerana_bgr@rediffmail.com |

  Saturday 27th June 2026 |

| | | |

R.N.I. Regd No. ODIODI/2010/46693

Breaking News

ମୋଟୁରେ ଅବ୍ୟବହୃତ ହୋଇ ପଡ଼ିଛି ସରକାରୀ ଆମ୍ବୁଲାନ୍ସ ♦️ସୀମାନ୍ତ ଅଞ୍ଚଳ ମୋଟୁରେ ସରକାରୀ ଆମ୍ବୁଲାନ୍ସ ଥିଲେ ମଧ୍ୟ ଏହାର ବ୍ୟବହାର ବହୁତ କମ୍   (27-Jun-2026)       ||      ସ୍କୁଲ ପାଠ୍ୟପୁସ୍ତକରେ ବିଭ୍ରାଟ ସଂପର୍କରେ ଆଲୋଚନା ଚକ୍ର   (27-Jun-2026)       ||      ବରପାଲି ମହାବିଦ୍ୟାଳୟ ଯୁବ ରେଡକ୍ରସ ଶାଖା ପକ୍ଷରୁ ଏଡ଼ସ୍ ସଚେତନତା ଶିବିର   (27-Jun-2026)       ||      ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   (27-Jun-2026)       ||      ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   (27-Jun-2026)       ||      ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   (27-Jun-2026)       ||      ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ    (27-Jun-2026)       ||      ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   (26-Jun-2026)       ||      ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା    (26-Jun-2026)       ||      ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      *ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   (26-Jun-2026)       ||      ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   (26-Jun-2026)       ||      ଭାରସାମ୍ୟ ହରାଇ ଘର ଭିତରେ ପଶିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ପରିବାର; ଘର ନଷ୍ଟ, ଯାତାୟାତ ବାଧାପ୍ରାପ୍ତ   (26-Jun-2026)       ||     

HOME   ଜିଲ୍ଲା

ଲୋଇସିଂହା ବ୍ଲକ କଂଗ୍ରେସ ତରଫରୁ ବିଡିଓ ଙ୍କୁ ଦାବିପତ୍ର

30-Dec-2021



ଲୋଇସିଂହା, (ବିନୋଦ କୁମାର ଦୀପ) ଲୋଇସିଂହା କଂଗ୍ରେସ ବ୍ଲକ ସଭାପତି ଅରବିନ୍ଦ ସାହୁଙ୍କ ନେତୃତ୍ୱରେ ଓବିସି ଏବଂ ଅନୁସୂଚିତ ଜନଜାତିଙ୍କୁ ଚଳିତ ପଂଚାୟତ ନିର୍ବାଚନରେ ସ୍ଥାନ ସଂରକ୍ଷଣକୁ ବଂଚିତ ସକାଶେ ବିଡ଼ିଓ, ଲୋଇସିଂହାଙ୍କ ଜରିଆରେ ମହାମହିମ ରାଜ୍ୟପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି l ଦୀର୍ଘଦିନ ଧରି ଉପେକ୍ଷିତ ଓବିସି ସମ୍ପ୍ରଦାୟ ଓଡ଼ିଶାରେ 50% ରୁ ଅଧିକ ଓ ବହୁଳ ପରିମାଣରେ ଅନୁସୂଚିତ ଜନଜାତି ସମ୍ପ୍ରଦାୟ ଅଛନ୍ତି l ଚଳିତ ତ୍ରିସ୍ତରୀୟ ପଂଚାୟତ ନିର୍ବାଚନରେ ତାଙ୍କପାଇଁ ସ୍ଥାନ ସଂରକ୍ଷଣ ମଧ୍ୟ ହୋଇଥିଲା କିନ୍ତୁ ଏବେ ସେହି ସଂରକ୍ଷଣ ବ୍ୟବସ୍ଥାରୁ ଓବିସି ଓ ଅନୁସୂଚିତ ଜନଜାତି ସମ୍ପ୍ରଦାୟକୁ ସଂରକ୍ଷଣରୁ ସମ୍ପୂର୍ଣ ଉଛେଦ କରିଦିଆଯାଇଛି l ଓବିସି ମାନଙ୍କ ପାଇଁ ଦରଦି ସାଜିଥିବା ଓଡିଶା ସରକାର ଓବିସିଙ୍କ ରାଜନୈତିକ ଅଧିକାରରୁ ବଂଚିତ କରିବା ଏବଂ ଅନୁସୂଚିତ ଜନଜାତି ସମ୍ପ୍ରଦାୟକୁ ଶରକ୍ଷଣରୁ ବାଦଦେବା ଏହି ସରକାରର ଅସଲି ଚେହେରା ସାମ୍ନାକୁ ଆସିଛି ବୋଲି ପ୍ରକାଶ କରିଛି ଲୋଇସିଂହା କଂଗ୍ରେସ କମିଟି l ଏହା ସହିତ ଓବିସି ଓ ଅନୁସୂଚିତ ଜନଜାତି ସମ୍ପ୍ରଦାୟକୁ ସଂରକ୍ଷଣ ଲାଗି ଚଳିତ ତ୍ରିସ୍ତରୀୟ ପଂଚାୟତ ନିର୍ବାଚନରେ ସ୍ଥାନ ସଂରକ୍ଷଣ କରାଯିବା ସହ ରାଜନୈତିକ ଅଧିକାର ଦିଆଯାଉ ବୋଲି କଂଗ୍ରେସ କମିଟି ଦାବୀ ରଖିଛି l ଦାବୀ ସମୟରେ ଅରୂପାନନ୍ଦ ସାହୁ, ଶିବ କୁମାର ଅଗ୍ରୱାଲ, ସରୋଜ ବିଶ୍ୱାଳ, ଭାଗବତିଆ ଭୋଇ, ସୋମନାଥ ପଟେଲ, ବିରଞ୍ଚି ମହାପାତ୍ର, ବିଭୁ ପଧାନ, ବୀରବର ପଧାନ ପ୍ରମୁଖ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ମୋଟୁରେ ଅବ୍ୟବହୃତ ହୋଇ ପଡ଼ିଛି ସରକାରୀ ଆମ୍ବୁଲାନ୍ସ ♦️ସୀମାନ୍ତ ଅଞ୍ଚଳ ମୋଟୁରେ ସରକାରୀ ଆମ୍ବୁଲାନ୍ସ ଥିଲେ ମଧ୍ୟ ଏହାର ବ୍ୟବହାର ବହୁତ କମ୍   27-Jun-2026
  ଜିଲ୍ଲା  
ସ୍କୁଲ ପାଠ୍ୟପୁସ୍ତକରେ ବିଭ୍ରାଟ ସଂପର୍କରେ ଆଲୋଚନା ଚକ୍ର   27-Jun-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ଯୁବ ରେଡକ୍ରସ ଶାଖା ପକ୍ଷରୁ ଏଡ଼ସ୍ ସଚେତନତା ଶିବିର   27-Jun-2026
  ରାଜ୍ୟ  
ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   27-Jun-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   27-Jun-2026
  ଜିଲ୍ଲା  
ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   27-Jun-2026
  ଜିଲ୍ଲା  
ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ   27-Jun-2026
  ଜିଲ୍ଲା  
ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   26-Jun-2026
  ଜିଲ୍ଲା  
ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା   26-Jun-2026
  ଜିଲ୍ଲା  
ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026

You Might Also Like