-+91-9937148622 |

prerana_bgr@rediffmail.com |

  Saturday 27th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷା ରୋଜଗାର ଭିତ୍ତି ନ ହେଲେ ଦେଶର ଭବିଷ୍ୟତ ଅନ୍ଧକାର ହେବ ସମଗ୍ର ସ୍କୁଲ କଲେଜ ସରକାର ଚଳାନ୍ତୁ ନଚେତ ଆନ୍ଦୋଲନ ହେବ- ନରସିଂହ   (27-Jun-2026)       ||      ଜ଼ିଲ୍ଲା ବରିଷ୍ଠ ନାଗରିକ ସଂଘ ଦ୍ୱାରା ମହିଳା ସଭ୍ୟ ସ୍ୱାଗତ ସମାରୋହ    (27-Jun-2026)       ||      ମୋଟୁରେ ଅବ୍ୟବହୃତ ହୋଇ ପଡ଼ିଛି ସରକାରୀ ଆମ୍ବୁଲାନ୍ସ ♦️ସୀମାନ୍ତ ଅଞ୍ଚଳ ମୋଟୁରେ ସରକାରୀ ଆମ୍ବୁଲାନ୍ସ ଥିଲେ ମଧ୍ୟ ଏହାର ବ୍ୟବହାର ବହୁତ କମ୍   (27-Jun-2026)       ||      ସ୍କୁଲ ପାଠ୍ୟପୁସ୍ତକରେ ବିଭ୍ରାଟ ସଂପର୍କରେ ଆଲୋଚନା ଚକ୍ର   (27-Jun-2026)       ||      ବରପାଲି ମହାବିଦ୍ୟାଳୟ ଯୁବ ରେଡକ୍ରସ ଶାଖା ପକ୍ଷରୁ ଏଡ଼ସ୍ ସଚେତନତା ଶିବିର   (27-Jun-2026)       ||      ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   (27-Jun-2026)       ||      ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   (27-Jun-2026)       ||      ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   (27-Jun-2026)       ||      ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ    (27-Jun-2026)       ||      ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   (26-Jun-2026)       ||      ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା    (26-Jun-2026)       ||      ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      *ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   (26-Jun-2026)       ||     

HOME   ଜିଲ୍ଲା

ଟ୍ରାଫିକ୍ ସମସ୍ୟା ନିରାକରଣ ପାଇଁ କଣ୍ଟାବାଞ୍ଜି ପୋଲିସ ପକ୍ଷରୁ ବୈଠକ

30-Dec-2021



କଣ୍ଟାବାଞ୍ଜି (ଆନନ୍ଦ ମୋଟେ) : କଣ୍ଟାବାଞ୍ଜି ୨୯ ଡିସେମ୍ବର କଣ୍ଟାବାଞ୍ଜି ପୋଲିସ ଦ୍ୱାରା ସହର ମଧ୍ୟରେ ଟ୍ରାଫିକ୍ ସମସ୍ୟା ର ନିରାକରଣ ପାଇଁ ଏସ୍ ଡିପିଓ ଡଃ ହୃଷୀକେଶ ମେହେର ଙ୍କ ନେତୃତ୍ଵରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟନିର୍ବାହୀ ଅଧିକାରୀ ଏନଏସି ସମି ଜୟଶ୍ରୀ ରେଡ୍ଡୀ, ଏସ୍ ଡି ଓ ପି ୟୁ ଡି ଏସ୍ କେ ପାତ୍ର ,ନୋଡାଲ ଅଫିସର ଏନ୍ ଏ ସି ଚନ୍ଦ୍ରଶେଖର ଭୋଇ,ବଣିକ ସଂଘର କର୍ମକର୍ତ୍ତା, ଟ୍ରକ ମାଲିକ ସଂଘ, ସାମ୍ବାଦିକ ମାନଙ୍କ ସମେତ କେତେକ ଜନ ସାଧାରଣ ଏହି ବୈଠକରେ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ଆଲୋଚନାରେ ଟ୍ରାଫିକ ସମସ୍ଯା ଦୁରୀକରଣ ପାଇଁ କେତେକ ପଦକ୍ଷେପ୍ ନେବାକୁ ସିଦ୍ଧାନ୍ତ ମଧ୍ୟରେ ବାଣିଜ୍ୟିକ ସଂସ୍ଥା ଆଗରେ ଜମା ରହୁଥିବା ଯାନବାହାନ ହଟା ଯିବା ଜବର ଦଖଲ ଉଚ୍ଛେଦ କରାଯିବ ଯେପରିକି ସାଧାରଣ ଜନସାଧାରଣ ସେମାନଙ୍କ ସାଧାରଣ ଚଳପ୍ରଚଳରେ ଥିବା ଅଧିକାର ସାବ୍ୟସ୍ତ କରିପାରିବେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷା ରୋଜଗାର ଭିତ୍ତି ନ ହେଲେ ଦେଶର ଭବିଷ୍ୟତ ଅନ୍ଧକାର ହେବ ସମଗ୍ର ସ୍କୁଲ କଲେଜ ସରକାର ଚଳାନ୍ତୁ ନଚେତ ଆନ୍ଦୋଲନ ହେବ- ନରସିଂହ   27-Jun-2026
  ଜିଲ୍ଲା  
ଜ଼ିଲ୍ଲା ବରିଷ୍ଠ ନାଗରିକ ସଂଘ ଦ୍ୱାରା ମହିଳା ସଭ୍ୟ ସ୍ୱାଗତ ସମାରୋହ   27-Jun-2026
  ଜିଲ୍ଲା  
ମୋଟୁରେ ଅବ୍ୟବହୃତ ହୋଇ ପଡ଼ିଛି ସରକାରୀ ଆମ୍ବୁଲାନ୍ସ ♦️ସୀମାନ୍ତ ଅଞ୍ଚଳ ମୋଟୁରେ ସରକାରୀ ଆମ୍ବୁଲାନ୍ସ ଥିଲେ ମଧ୍ୟ ଏହାର ବ୍ୟବହାର ବହୁତ କମ୍   27-Jun-2026
  ଜିଲ୍ଲା  
ସ୍କୁଲ ପାଠ୍ୟପୁସ୍ତକରେ ବିଭ୍ରାଟ ସଂପର୍କରେ ଆଲୋଚନା ଚକ୍ର   27-Jun-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ଯୁବ ରେଡକ୍ରସ ଶାଖା ପକ୍ଷରୁ ଏଡ଼ସ୍ ସଚେତନତା ଶିବିର   27-Jun-2026
  ରାଜ୍ୟ  
ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   27-Jun-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   27-Jun-2026
  ଜିଲ୍ଲା  
ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   27-Jun-2026
  ଜିଲ୍ଲା  
ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ   27-Jun-2026
  ଜିଲ୍ଲା  
ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   26-Jun-2026
  ଜିଲ୍ଲା  
ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା   26-Jun-2026
  ଜିଲ୍ଲା  
ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   26-Jun-2026

You Might Also Like