-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||     

HOME   ଜିଲ୍ଲା

ମହିଳା କଂଗ୍ରେସ ଓବିସି ସଂରକ୍ଷଣ ପ୍ରଦାନ ଦାବିରେ ଆନ୍ଦୋଳନ// ପଛୁଆ ବର୍ଗଙ୍କୁ ତାଙ୍କ ଅଧିକାରରୁ ବଂଚିତ କରାନଯାଉ-ନରସିଂହ

30-Dec-2021



ବଲାଙ୍ଗୀର,(ପ୍ରେରଣା ଖବର)-ରାଜ୍ୟରେ ୫୦% ରୁ ଲୋକ ହେଉଛନ୍ତି ପଛୁଆ ବର୍ଗର । କିନ୍ତୁ ସ୍ୱାଧିନତା ପର ଠାରୁ ପଛୁଆ ବର୍ଗର ଲୋକମାନେ କ୍ରମାଗତ ଭାବରେ ସରକାରଙ୍କ ଦ୍ୱାରା ଅବହେଳାର ଶିକାର ହେଉଛନ୍ତି । ଉପା ସରକାର ଦେଇଥିବା ପଛୁଆ ବର୍ଗର ଜଳଗଣନା ରିପୋର୍ଟକୁ ବର୍ତ୍ତମାନର କେନ୍ଦ୍ର ସରକାର ଗ୍ରହଣ କରୁନାହାନ୍ତି । ରାଜ୍ୟ ସରକାର ଆହୁରି ଦୁଇ ପାଦ ଆଗକୁ ଯାଇ ବର୍ତ୍ତମାନ ସେମାନଙ୍କୁ ତ୍ରିସ୍ତରୀୟ ପଂଚାୟତିରାଜ ନିର୍ବାଚନରେ ରାଜନୈତିକ ସଂରକ୍ଷଣରୁ ସମ୍ପୁର୍ଣ୍ଣ ଭାବରେ ବାଦ ଦେଇଛନ୍ତି । ଏଥିରୁ ସ୍ପଷ୍ଟ ଜଣାପଡୁଛି ଯେ ସରକାରମାନେ ପଛୁଆ ବର୍ଗଙ୍କ ଉନ୍ନତି ପାଇଁ ଦାବି ଉପସ୍ଥାପନ କରିବା ସମସ୍ତ ରାସ୍ତା ବନ୍ଦ କରିଦେଉଛନ୍ତି । ଏହାକୁ ବରଦାସ୍ତ କରାଯିବ ନାହିଁ ବୋଲି ଆଜି ଜିଲ୍ଲା ମହିଳା କଂଗ୍ରେସ ସଭାନେତ୍ରୀ ମିଳନୀ ସାହୁଙ୍କ ନେତୃତ୍ୱରେ ଓବିସିଙ୍କୁ ସଂରକ୍ଷଣହୀନ କରିବା ପ୍ରତିବାଦ ଏବଂ ବିକ୍ଷୋଭ ସଭାରେ ମାନ୍ୟବର ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର ନିଜ ବକ୍ତବ୍ୟରେ କହିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଯେ ବର୍ତ୍ତମାନର ସରକାର ସବୁ କ୍ଷେତ୍ରରେ ଫେଲ ମାରିଛି । ସରକାରରେ ଖୋଦ୍ ମନ୍ତ୍ରୀ ଥିବା ଦିବ୍ୟ ଶଙ୍କର ମିଶ୍ର ମମିତା ମେହେର ହତ୍ୟାକାଣ୍ଡରେ ସଂପୃକ୍ତ ଥିବା ସତ୍ତ୍ୱେ ସରକାର ତାଙ୍କୁ ବରଖାସ୍ତ କରୁନାହିଁ । କେବଳ ଏହା ଗୋଟିଏ ନୁହେଁ ଏହି ସରକାରର ଅନେକ ମନ୍ତ୍ରୀ ବିଭିନ୍ନ ପ୍ରକାର ନାରୀ ନିର୍ଯ୍ୟାତନା ବ୍ୟବିଚାର ହତ୍ୟାକାଣ୍ଡ ଭଳିଆ ଜଘନ୍ୟ ଷଡଯନ୍ତ୍ରମାନଙ୍କରେ ଲିପ୍ତ ଅଛନ୍ତି । ଦରଦାମ ବୃଦ୍ଧି ରେ ଲଗାମ ଲଗାଇ ପାରୁନାହାନ୍ତି । ଝାରଖଣ୍ଡ ସରକାର ପେଟ୍ରୋଲ ଉପରୁ ସେଠାକାର ଦୁଇ ଚକିଆ ଗାଡି ମାଲିକଙ୍କ ପାଇଁ ଯେପରି ୩୨ ଟଙ୍କାର ସବ୍‌ସିଡି ପେଟ୍ରୋଲ ଉପରେ ଦେଇଛନ୍ତି ତଦନୁରୁପ ଓଡିଶା ସରକାର ମଧ୍ୟ ସେହି ସବ୍‌ସିଡି ଲାଗୁ କରନ୍ତୁ ଏବଂ ତା ସହ ରାଜ୍ୟର କୃଷକମାନଙ୍କ ପାଇଁ ଡିଜେଲର ଦାମରେ ସବ୍‌ସିଡି ଘୋଷଣା କରନ୍ତୁ ବୋଲି ନିଜ ବକ୍ତବ୍ୟରେ ଦାବି କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ମହିଳା ନେତ୍ରୀ ଲକ୍ଷ୍ମୀ ଶବର, ଆରତିପ୍ରିତି ନାଗ, ନାଇନି ବେଗମ, ମିରା ମଣ୍ଡଳ, ଲଳିତ ସାହୁ, ମମତା ଚିଣ୍ଡା, ସନ୍ତୋଷିନୀ ରାଉତ, ଅନ୍ନପୂର୍ଣ୍ଣା ବଢିଆ, ଜିଲ୍ଲା କଂଗ୍ରେସ ସଭାପତି  ଦିଲିପ ବେହେରା , ଉପସଭାପତି ମନୀଷ ମିଶ୍ର, ସନ୍ତକ ବହିଦାର, ଅଜୟ ବାଲି, ବୁଲୁ ଦାନି, ଅଙ୍କିତ ସାହୁ ପ୍ରମୁଖ ରାଜ୍ୟ ସରକାରଙ୍କୁ ଓବିସି ସଂରକ୍ଷଣ ନିତି ବିରୁଦ୍ଧରେ ତଥା ନାରି ନିର୍ଯ୍ୟାତନା, ଦରବୃଦ୍ଧି କୁ ନେଇ ତିବ୍ର ସମାଲୋଚନା କରିଥିଲେ । ମହାମହିମ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ବଲାଙ୍ଗିର ଉପଜିଲ୍ଲାପାଳ ଆନନ୍ତ ସିଂ ଲାଗୁରିଙ୍କୁ ପ୍ରଦାନ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026

You Might Also Like