-+91-9937148622 |
prerana_bgr@rediffmail.com |
Monday 21st September 2026 |
R.N.I. Regd No. ODIODI/2010/46693
Breaking News
30-Dec-2021
ପୁରୀ //:ପୁରୀ ସଂସ୍କୃତି ଭବନ ଠାରେ ଆଞ୍ଚଳିକ ଆର୍ଟ ଗ୍ୟାଲେରୀ ଲୋକାର୍ପଣ ଅବସରରେ ଜିଲ୍ଲାପାଳ ଶ୍ରୀ ସମର୍ଥ ବର୍ମା, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରଦୀପ କୁମାର ସାହୁ, ଶ୍ରୀ ବିନୟ କୁମାର ଦାଶ, ଶ୍ରୀ ସୁଭାଷ ଚନ୍ଦ୍ର ନାଥଶର୍ମା, ଲଳିତ କଳା
ଏକାଡେମୀ କାର୍ଯ୍ୟକାରୀ ସମିତି ସଭ୍ୟ ଶ୍ରୀ ମହେନ୍ଦ୍ର ପ୍ରସାଦ ମହାପାତ୍ର ପ୍ରମୁଖ ମଞ୍ଚରେ ଉପସ୍ଥିତ ଥିବା ବେଳେ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ଜ୍ୟୋତି ଶଙ୍କର ମହାପାତ୍ର, ଉପ ଜିଲ୍ଲାପାଳ ଶ୍ରୀ ଭବତାରଣ ସାହୁ, ପୌରସଂସ୍ଥା ନିର୍ବାହୀ ଅଧିକାରୀ ଶ୍ରୀ ସରୋଜ କୁମାର ସ୍ବାଇଁ, ଜିଲ୍ଲା ସଂସ୍କୃତି ଅଧିକାରୀ ଚୌଧୁରୀ ଅରବିନ୍ଦ ଦାସ, ବିଭିନ୍ନ ଅଧିକାରୀ, ଶିଳ୍ପୀ ପ୍ରମୁଖ କାର୍ଯ୍ୟକ୍ରମରେ ସାମିଲ ଥିଲେ ।