-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||     

HOME   ରାଜନୀତି

ପଛରେ ତେଜପ୍ରତାପ- ବିଜୟ ମନାଇବାକୁ ମାଛ ଧରି ଆଣିଲେ RJD ସମର୍ଥକ

10-Nov-2020



ପାଟନା, (ପ୍ରେରଣା ଖବର) ବିହାର ବିଧାନସଭା ନିର୍ବାଚନ ପାଇଁ ଭୋଟ୍ ଗଣତି ଚାଲିଛି। ଆରମ୍ଭରୁ ମହାମେଣ୍ଟ ଆଗରେ ଥିଲା ହେଲେ ଏବେ ଏନଡିଏ ଆଗରେ ରହିଛି। ଏନଡିଏ ସଂଖ୍ୟାଗରିଷ୍ଠତା ଛୁଇଁବାକୁ ଯାଉଛି। ଏବେର ଭୋଟ୍ ଗଣତି ଅନୁଯାୟୀ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଅନେକ ପ୍ରାର୍ଥୀ ଖରାପ ପ୍ରଦର୍ଶନ କରୁଛନ୍ତି। ହାସନପୁର ଆସନରେ ଆରଜେଡିର ପ୍ରମୁଖ ନେତା ତେଜ୍ ପ୍ରତାପ ପଛରେ ଚାଲିଥିବା ଜଣାପଡ଼ିଛି। ଏହି ଆସନରେ ସେ ଜେଡିୟୁର ରାଜ କୁମାର ରାୟଙ୍କୁ ସାମ୍ନା କରୁଛନ୍ତି। ତେଜ୍ ପ୍ରତାପ ଗତ ନିର୍ବାଚନରେ ​​ମହୁଆ ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ କିନ୍ତୁ ଏଥର ସେ ନିଜ ଆସନ ବଦଳାଇଥିଲେ। ତେବେ ଏହାରି ଭିତରେ ତେଜ୍ ପ୍ରତାପଙ୍କ ଦଳ ଆରଜେଡି ସମର୍ଥକ ମହାମେଣ୍ଟର ବିଜୟୀ ପ୍ରସ୍ତୁତି ଆରମ୍ଭ କରିଛନ୍ତି। କିଛି ଆରଜେଡି ସମର୍ଥକ ତେଜ୍ ପ୍ରତାପଙ୍କ ସାନ ଭାଇ ତେଜସ୍ୱୀ ଯାଦବଙ୍କ ପାଇଁ ମାଛ ଧରି ତାଙ୍କ ଘର ଆଗରେ ପହଞ୍ଚିଥିବା ଜଣାପଡ଼ିଛି। ମାଛ ଦେଖି କୌଣସି ସ୍ଥାନକୁ ଗଲେ ଶୁଭ ବୋଲି ବିବେଚନା କରାଯାଏ। ତେଣୁ ମାଛ ଆଣି ସମର୍ଥକମାନେ ତେଜସ୍ୱୀଙ୍କ ଘର ଆଗକୁ ଆସିଛନ୍ତି। ଫଳାଫଳ ବାହାରିବା ପରେ ଭୋଜି ହେବ ବୋଲି ଜଣାପଡ଼ିଛି। ବିହାର ନିର୍ବାଚନରେ ​​ଜେଡିୟୁର ଅନେକ ଭେଟେରାନ ନେତା ବିଜୟୀ ନେଇ ଆଶଙ୍କାରେ ରହିଛନ୍ତି। ରାଘୋପୁର ଆସନରେ ତେଜସ୍ୱୀ ଯାଦବ, ମାଧେପୁରା ବିଧାନସଭା ଆସନରେ ପପୁ ଯାଦବ ଏବଂ ପାର୍ସା ଆସନରେ ଚନ୍ଦ୍ରିକା ରାୟଙ୍କ ଭାଗ୍ୟ ନିର୍ଣ୍ଣୟ ହେବାକୁ ଯାଉଛି। ବିହାରରେ ବିଧାନସଭା ନିର୍ବାଚନ ୨୮ ଅକ୍ଟୋବର, ୩ ନଭେମ୍ବର ଏବଂ ୭ ନଭେମ୍ବରରେ ତିନୋଟି ପର୍ଯ୍ୟାୟରେ ଅନୁଷ୍ଠିତ ହୋଇଥିଲା। ଯଦି ଏନଡିଏ ବିଜୟୀ ହେବ ତାହେଲେ ନୀତୀଶ କୁମାର ପୁଣି ଥରେ ମୁଖ୍ୟମନ୍ତ୍ରୀ ଆସନରେ ବସିବେ। ତେବେ ଏକଜିଟ୍ ପୋଲ୍ ଅନୁଯାୟୀ ମହାମେଣ୍ଟ ବିହାରରେ ବାଜି ମାରିବ।*


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026

You Might Also Like