-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ବିଜୁ ସ୍ୱାସ୍ଥ୍ୟ ବୀମା କାର୍ଡ ଯୋଗୁଁ ଚିକିତ୍ସା ଅଭାବ ରୁ ମୃତ୍ୟୁ ନେଇ ରାସ୍ତା ଅବରୋଧ ।

30-Dec-2021



ବଲାଙ୍ଗୀର,(ପ୍ରେରଣା ଖବର) :ବଲାଙ୍ଗୀର- ସଇଁତଲା ରାଜରାସ୍ତା କୁ ଦେଓଗାଁ ନିକଟରେ ଉଭୟ ପକ୍ଷ କୁ ସଂଯୋଗ କରୁଥିବା ଜାତୀୟ ରାଜପଥ ପ୍ରାୟ ଦୁଇଘଣ୍ଟା ଧରି ବିପୁଳ ଜନ ସାଧାରଣ ସବ ରଖି ରାସ୍ତାଅବରୋଧ କରିଛନ୍ତି । ସୂଚନ ଅନୁଯାୟୀ, ପ୍ରାୟ ଦିନ ୩ ଟା ରେ ଗାଡି ଧକ୍କା ରେ ଜଣେ ହରିଶଙ୍କର ମୁଖ୍ୟ ସଡକ ରେ ଏକ ଅଜଣା ସ୍କୁଟିରେ ଧକ୍କା ମାରି ଫେରାର ହୋଇଯାଇଥିଲା । ପ୍ରକାଶ ଯେ,ଦେଓଗାଁ ବ୍ଲକ ନିବାସୀ ଧନୁ ମଲ୍ଲିକ ନାମକ ଜଣେ ୫୫ ବର୍ଷୀୟ ବ୍ୟକ୍ତି ଉକ୍ତ ହରିଶଙ୍କର ରୁ ତାଙ୍କୁ ଗୁରୁତର ଅବସ୍ଥାରେ ବୁର୍ଲା ଭି ଏସ ଏସ ମ୍ୟାଡିକାଲ କଲେଜ ରେ ପରିବାର ଲୋକେ ଗତ ୧୨ ଦିନ ଧରି ଭର୍ତ୍ତି କରିଥିବା ବେଳେ ଡାକ୍ତର ଅବସ୍ଥା ଗୁରୁତର ଥିବା ଓ କଟକ ଅବା ଅନ୍ୟତ୍ର ତୁରନ୍ତ ନେଇଯିବାକୁ କହିଥିଲେ । ହେଲେ ମୁଖ୍ୟମନ୍ତ୍ରୀ ଙ୍କ ଦ୍ଵାରା ରାଜ୍ୟସରକାର ଙ୍କ ଦ୍ଵାରା ତୁରନ୍ତ ଘରୋଇ ଡାକ୍ତରଖାନାରେ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା ଅନୁଯାୟୀ ପରିବାର ଲୋକେ, ବୁର୍ଲା କିମ୍ବା ସମ୍ବଲପୁର ର କୌଣସି ଘରୋଇଡାକ୍ତରଖାନା ରେ ଭର୍ତି କରି ପ୍ରାରମ୍ଭିକ କିଛି ଆବଶ୍ୟକ ଜରୁରୀ ଚିକିତ୍ସା ପରେ କଟକ ନେବାକୁ କହିଥିବା ବେଳେ ପରିବାର ପ୍ରାୟ ଛଅ ଦିନ ବିଭିନ୍ନ ସ୍ଥାନ ବୁଲି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ର ବୀମା କାର୍ଡ ଧରି ନିରାଶ ହୋଇଥିଲେ । ତେବେ ଉକ୍ତ ଗୁରୁତର ଗରିବ ବ୍ୟକ୍ତି ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା  ଭରସାରେ ରହି ବିଳମ୍ବ ଯୋଗୁଁ ତାଙ୍କ ମୃତ୍ୟୁ ହୋଇଛି ବୋଲି ପରିବାର ଅଭିଯୋଗ କରିଛନ୍ତି । ଏପରି କି ସେ ଆମ ବଲାଙ୍ଗୀର ଜିଲ୍ଲାର ଜଣେ ବ୍ୟକ୍ତି ହୋଇଥିବା ବେଳେ ଆଜି ତାଙ୍କ ସବ ବୁର୍ଲାରୁ ଆଣି ରାସ୍ତା ଅବରୋଧ ସହ ଏହି ସ୍ମାର୍ଟ କାର୍ଡ  ପାଇଁ ଆମ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହେଲା ନଚେତ ଜମି,ଘର ବିକ୍ରି କରି ତାଙ୍କ ଜୀବନ ବଞ୍ଚେଇଥାନ୍ତୁ କହି ତୀବ୍ର ଅସନ୍ତୋଷ ବ୍ୟକ୍ତ କରିଛନ୍ତି । ବର୍ତ୍ତମାନ ଏ ନେଇ ପଦକ୍ଷେପ ନେବା ସହ ଲୋକେ ଏହି ସ୍ୱାସ୍ଥ୍ୟ ସେବା ରାଜନୀତି ବନ୍ଦ କରିବା ଯୁବ ପଶ୍ଚିମ ଓଡିଶା ଯୁବ ସ୍ବେଚ୍ଛାସେବୀ ସଙ୍ଘ ଜନସେବା ତରଫରୁ ସଭାପତି ସତ୍ୟଜିତ ଷଡଙ୍ଗୀ,ବଲାଙ୍ଗୀର ଜିଲ୍ଲାର ଆଦିବାସୀ ସଂଘ ସଭାପତି ସମ୍ପତି ମାଝୀ ଏ ନେଇ ଉପଯୁକ୍ତ ପଦକ୍ଷେପ ନେବାକୁ ଦାବି କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like