-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ଦେଶବ୍ୟାପୀ ଶିଶୁଙ୍କୁ ଟୀକା ଦେବାରେ ବିଳମ୍ବ କରାଯାଇଛି: ହେମନ୍ତ ପଣ୍ଡା

30-Dec-2021



ବଲାଙ୍ଗୀର(ପ୍ରେରଣା ଖବର) ସମଗ୍ର ଦେଶରେ ଶିଶୁଙ୍କୁ  ଟୀକା ପ୍ରଦାନ କରିବା ପାଇଁ କେନ୍ଦ୍ର ସରକାର ଯଥେଷ୍ଟ ବିଳମ୍ବ କରିଛନ୍ତି ବୋଲି ବଲାଙ୍ଗୀରର ବିଶିଷ୍ଟ ସୂଚନା ଅଧିକାର କର୍ମି ହେମନ୍ତ କୁମାର ପଣ୍ଡା ଅଭିଯୋଗ କରିଛନ୍ତି । କେନ୍ଦ୍ର ସରକାରଙ୍କ ସେଣ୍ଟ୍ରାଲ ଡ୍ରଗ୍ସ ଷ୍ଟାଣ୍ଡାର୍ଡ କଣ୍ଟ୍ରୋଲ ଅର୍ଗର୍ାନାଇଜେସନ ପକ୍ଷରୁ ପଣ୍ଡାଙ୍କୁ ପ୍ରଦାନ କରାଯାଇଥିବା ତଥ୍ୟରୁ ଜଣାପଡିଛି ଯେ, ବୟସ୍କ, କିଶୋର ଓ ଶିଶୁମାନଙ୍କୁ ବୁଷ୍ଟର ଡୋଜ ପ୍ରୟୋଗ କରିବା ପାଇଁ କ୍ଲିନିକାଲ ଟ୍ରାଏଲ ଜାରୀ ରହିଛି । ମେସର୍ସ ଭାରତ ବାୟୋଟେକ ଓ ମେସର୍ସ ଖ୍ରିଷ୍ଟିଆନ ମେଡିକାଲ କଲେଜ, ଭେଲୋର ବୟସ୍କଙ୍କ ପାଇଁ ବୁଷ୍ଟର ଡୋଜର କ୍ଲିନିକାଲ ଟ୍ରାଏଲ କରୁଥିବା ବେଳେ ଶିଶୁ ଓ କିଶୋରଙ୍କ ପାଇଁ ବୁଷ୍ଟର ଡୋଜର କ୍ଲିନିକାଲ ଟ୍ରାଏଲ ମେସର୍ସ ବାୟୋଲୋଜିକାଲ ଇ କରୁଛନ୍ତି ବୋଲି ତଥ୍ୟ ପ୍ରଦାନ କରାଯାଇଛି । ସବୁ ବୟସର ଲୋକଙ୍କ ପାଇଁ ବୁଷ୍ଟର ଡୋଜର କ୍ଲିନିକାଲ ପରୀକ୍ଷା ଚାଲିଥିବା କୁହାଯାଇଛି । ଦେଶରେ ବୁଷ୍ଟର ଡୋଜର କ୍ଲିନିକାଲ ପରୀକ୍ଷା ଚାଲିଥିବା ବେଳେ ଶିଶୁଙ୍କ ପାଇଁ ଟୀକାଦାନର ପ୍ରଥମ ଡୋଜ ମଧ୍ୟ ଆରମ୍ଭ କରାଯାଇ ନଥିବା ବିଷୟରୁ ଶିଶୁଙ୍କୁ ଟୀକାଦାନରେ ବିଳମ୍ବ ହୋଇଥିବା  ସ୍ପଷ୍ଟ ହୋଇଛି ବୋଲି ପଣ୍ଡା କହିଛନ୍ତି । ବୟସ୍କ ମାନଙ୍କ ପାଇଁ ବୁଷ୍ଟର ଡୋଜ ଓ କିଶୋର ମାନଙ୍କ ପାଇଁ ପ୍ରଥମ ଡୋଜ ଟୀକାଦାନ ଆରମ୍ଭ କରିବା ପାଇଁ ସରକାର ଇତିମଧ୍ୟରେ ଘୋଷଣା କରିଛନ୍ତି । ଏହି ତଥ୍ୟରୁ ଜଣାପଡୁଛି ଯେ, ସମଗ୍ର ଦେଶରେ ଶିଶୁଙ୍କ ପାଇଁ ଟୀକାଦାନରେ ଯଥେଷ୍ଟ ବିଳମ୍ବ ହୋଇ ସାରିଛି । ଯୁଦ୍ଧକାଳୀନ ଭିତ୍ତିରେ ଶିଶୁଙ୍କୁ ଟୀକାଦାନ ପାଇଁ ପଦକ୍ଷେପ ନେବାକୁ ପଣ୍ଡା ଦାବୀ କରିଛନ୍ତି । ଟୀକାଦାନକୁ ନେଇ କେନ୍ଦ୍ର ସରକାର କେବଳ ପ୍ରଚାରଧର୍ମି ନହୋଇ ବାସ୍ତବତାର ସହିତ କାର୍ଯ୍ୟ କରିବା ଆବଶ୍ୟକତା ରହିଛି ବୋଲି ସେ କହିଛନ୍ତି । କୋଭିଡ ଟୀକାକୁ ନେଇ ସୂଚନା ଅଧିକାରକର୍ମୀ  ଶ୍ରୀ ପଣ୍ଡା ଆଇ.ସି.ଏମ୍‌.ଆର ର ଡିଜି ଙ୍କ କାର୍ଯ୍ୟାଳୟରୁ କେତେକ ତଥ୍ୟ ମାଗିଥିଲେ । ଆଇ.ସି.ଏମ୍‌.ଆର୍ ପକ୍ଷରୁ ସୂଚନା ଅଧିକାର ଆଇନର ୬(୧) ଧାରା ଉପଯୋଗ କରାଯାଇ ବିଭିନ୍ନ ବିଭାଗକୁ ପଣ୍ଡାଙ୍କ ଆବେଦନକୁ ସ୍ଥାନାନ୍ତରଣ କରାଯାଇ ଏହି ତଥ୍ୟ ପ୍ରଦାନ କରାଯାଇଛି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like