-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ବାଘାପଲିରେ ସୁଧାସାର ସ୍ମରଣିକା ଓ ଉଦ୍ଧବ ଚଉତିସା ପୁସ୍ତକ ଉନ୍ମୋଚନ

30-Dec-2021




ଉଲୁଣ୍ଡା (ଗୌରଚନ୍ଦ୍ର ପରିଛା) ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ବାଘପାଲି ସ୍ଥିତ ସିଦ୍ଧଯୋଗୀ ଚନ୍ଦ୍ରମଣୀ ଦାସଙ୍କ  ବକୁଲ ମହୋତ୍ସବ ଅବସରରେ ଗୁରୁବାର ସୁଧାସାର ସ୍ମରଣୀକା ଏବଂ ଚନ୍ଦ୍ରମଣୀ ଦାସଙ୍କ ରଚିତ ଉଦ୍ଧବ ଚଉତିସା ପୁସ୍ତକ ଉନ୍ମୋଚନ ହୋଇଯାଇଛି । ସିଦ୍ଧେଯାଗୀ ଚନ୍ଦ୍ରମଣୀ ମଠ ବିକାଶ ଟ୍ରଷ୍ଟ ଆନୁକୁଲ୍ୟରେ ଆୟୋଜିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବରେ କୋଶଲି ସାହିତ୍ୟ ଏକାଡେମୀର ସଭାପତି ଗୋରେଖ ନାଥ ସାହୁ 
ଯୋଗଦେଇଥିବା ବେଳେ ବ୍ରଜମୋହନ ଦାନୀ, ଅର୍ତତ୍ରାଣ ବାବୁ, ସୋନପୁର ମହାବିଦ୍ୟାଲୟର ପୁର୍ବତନ ଅଧ୍ୟକ୍ଷ ସନ୍ତୋଷ କୁମାର ପାଢି, ସୁଧାସାର ପତ୍ରୀକାର ମୁଖ୍ୟ ସଂପାଦକ ମୁରଳିଧର ଭୋଇ, ଟ୍ରଷ୍ଟ ସଦସ୍ୟ ଉତର କୁମାର ପାତ୍ର, ଜୋଗେନ୍ଦ୍ର ପ୍ରସାଦ ପଣ୍ଡା, ଅଧ୍ୟାପକ ଶୌରଭ ରଞ୍ଜନ ଖାମାରୀ, ଡ. ଅନିରୁଦ୍ଧ କୁରକୁରିଆ ସମ୍ମାନୀତ ଅତିଥି ଭାବରେ ଯୋଗଦେଇଥିଲେ ।  ସେହିପରୀ ଐତିହାସୀକ ସୁଦାମ ଚରଣ ନାଏକ ମୁଖ୍ୟ ବକ୍ତା ଭାବରେ ଯୋଗଦେଇ ସିଦ୍ଧସାଧକ ଚନ୍ଦ୍ରମଣୀ ବାବାଙ୍କ ଜୀବନଚରିତ୍ର ତଥା ସାହତ୍ୟ କୃତୀ ଉପରେ ଆଲୋକପାତ କରିଥିଲେ । ଏହି ଅବଶରରେ ସାରସ୍ୱାତ ସାଧକ ଭାବରେ ଦ୍ୱିତିକୃଷ୍ଣ ପଣ୍ଡା, ଜିତେନ୍ଦ୍ର ପର୍ଡୀଆ, ମନୋଜ ମହାନ୍ତୀ, ଗୌରଚନ୍ଦ୍ର ପରିଛା, ତ୍ରୟମ୍ବକ ବିଶି, ଅଖୋଜ ଷାଣ୍ଢ, ଶୁପ୍ରଭା ପାଣିଗ୍ରାହୀ ଆଦି ୩୫ ଜଣଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା ।  ପ୍ରଫୁଲ୍ଲ ସାହୁ ମଂଚ ପରିଚାଲାନ କରିଥିବା ବେଳେ ମୁକୁନ୍ଦ ଧରୁଆ ଅତିଥି ପରିଚୟ ସହ ଧନ୍ୟବାଦ ଦେଇଥିଲେ । 
 


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like