-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ସରକାର ଙ୍କ ଘୋଷଣା ଦିଗହରା

30-Dec-2021



ବରଗଡ/ରେଙ୍ଗାଲିକ୍ୟାମ୍ପ: ରାସ୍ତା,ପାନୀୟ ଜଳ ଓ ବିଦ୍ୟୁତ୍ ସଂଯୋଗ ଆଦି ଲୋକଙ୍କର ମୌଳିକ ସୁବିଧା ,ଏହି ସୁବିଧା ପାଇବା ପ୍ରତ୍ୟେକ ଜନ ସାଧାରଣଙ୍କର ଅଧିକାର ରହିଛି ବୋଲି ସରକାର ଘୋଷଣା କରିଛନ୍ତି।  କିନ୍ତୁ ୱାର୍ଡ ନଂ ୮  ରେ ଜମିରହିଛି ଆଣ୍ଠୁଏ  ପାଣି ।ଅଦିନିଆ ସାମାନ୍ୟ ବର୍ଷାରେ ରାସ୍ତା ରେ ଗମନା ଗମନ କଷ୍ଟକର ହେବା ସହ ଘରୁ ପଡ଼ାକୁ ବାହାରିବା ମୁସ୍କିଲ ହୋଇପଡିଛି। ୱାର୍ଡ ରେ ରହିଥିବା ନଳକୂଅ ମୂଳେ ମଇଳା ପାଣି ଜମି ରହି ଭୂଇଁ ତଳକୁ ପଶୁଛି।ଏହି ନଳକୂଅ ଟିର ପାଣି ୱାର୍ଡ ର ଲୋକେ ପାନୀୟ ରୂପେ ବ୍ୟବହାର କରିଥାନ୍ତି।ତେବେ ଏହି ପାନୀୟ ଜଳ ମଧ୍ୟ ଦୂଷିତ ହୋଇ ସାମ୍ପ୍ରତିକ କରୋନା ମହାମାରୀ  ସମୟରେ ବିକଟ ପରିସ୍ଥିତି ସୃଷ୍ଟି କରୁଛି। ଅଶୋକl ୱିଲକାନ୍ ର ଅଧାପନ୍ତରିଆ କାମ ଯୋଗୁ ଆଜି  ଏଭଳି ଏହିସ୍ଥିିତି ଦେଖl ଦେଇଛି। 
ନାଳ ର ଦୁଇପଟ ବନ୍ଦ ରହି ବା ଫଳରେ ପାଣି ଡ୍ରେନ ଭିତରେ ଜମି ରହି ଯାଉଛିଏବଂ  ଏହି ୱାର୍ଡ ର ଗଲି ରାସ୍ତାଟି ଗଡାଣିଆ ଥିବାରୁ ଜାତୀୟ ରାଜପଥର ପାଣି ମଧ୍ୟ ଗଲି ରାସ୍ତାକୁ ପଶି ଜମି ରହୁଛି। ଏ ନେଇ ୱାର୍ଡ ବାଦି ଅନେକ ଥର ଏନ୍ ଏ ସି କୁ  ଅଭିଯୋଗ କରି ଆସିଛନ୍ତି।ହେଲେ ଆଜି ଯାଏ ତାର କିଛି ସମାଧାନ ହୋଇନଥିବା ନେଇ ୱାର୍ଡ ବାସୀ  କ୍ଷୋଭ ପ୍ରକାଶ କରିଛନ୍ତି। ତେବେ ବର୍ଷା ଋତୁରେ  ଏହି ରାସ୍ତାର ଅବସ୍ଥା କଣ ହେଉନଥିବ ? ଏହି ରାସ୍ତାର ଶୋଚନୀୟ ଅବସ୍ଥା ଯୋଗୁଁ ଲୋକଙ୍କ ସ୍ବାସ୍ଥ୍ୟ ରେ ମଧ୍ୟ ପ୍ରଭାବ ପଡ଼ୁଛି। ମଶା ମାଛିଙ୍କ ପାର୍ଦୂର୍ଭlବ ବଢୁଛି।ତେବେ ଯଥା ଶୀଘ୍ର ଏହି ସମସ୍ୟାର ସମାଧାନ କରିବା ପାଇଁ ୱାର୍ଡ ବାସୀ ଦାବି ଜଣାଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like