-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ଓବିସି ମଂଚ ସଭାରେ ପଂଚାୟତିରାଜ ନିର୍ବାଚନ ପ୍ରସଙ୍ଗ

30-Dec-2021



ବଲାଙ୍ଗୀର, (ପ୍ରେରଣା ଖବର)୩୦/୧୨- ଇତି ମଧ୍ୟରେ ଜିଲ୍ଲା ଓବିସି ମଂଚ ବଲାଙ୍ଗିରର ଏକ ବୈଠକ ମଧୁବୈଶ୍ୟ ସମାଜ ସଭାପତି ମନୋରଂଜନ ସାହୁଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ଓବିସି ମଂଚ ସଭାକକ୍ଷରେ ବସି ଓବିସି ଜାତି ଜନଗଣନା ଓ ପଂଚାୟତରାଜ ନିର୍ବାଚନ ପ୍ରସଙ୍ଗରେ ଆଲୋଚନା ହୋଇଛି ।  କେନ୍ଦ୍ର ସରକାର ଓବିସି ଜାତି ଜନ ଗଣନାକୁ ବିରୋଧ କରିଛନ୍ତି ଓ ରାଜ୍ୟ ସରକାର ଏହା ଉପରେ କୌଣସି ବିଧିବଦ୍ଧ ପଦକ୍ଷେପ ଏ ଯାଏଁ ନେଇ ନାହାନ୍ତି । ଏଣୁ ସଭାରେ କ୍ଷୋଭ ପ୍ରକାଶ ପାଇଥିଲା । ସଭାରେ ଉପସ୍ଥିତ ଯତି ପ୍ରଧାନଙ୍କ ଏକ ପ୍ରସ୍ତାବ ପଂଚାୟତି ରାଜ ନିର୍ବାଚନରେ ଓବିସି ସଂରକ୍ଷଣକୁ ବାତିଲ କରି ସରକାର ଓବିସି ବିରୋଧି କାର୍ଯ୍ୟ କରୁଛନ୍ତି । ଏଣୁ ଏହା ଉପରେ ମଂଚ ତରଫରୁ ଆନ୍ଦୋଳାତ୍ମକ ପଦକ୍ଷେପ ନିଆଯାଉ । ଅଦ୍ୟ ସଭାରେ ଏହାର ଉଉପରେ ଆଲୋଚନା କରାଗଲା ଓ ଆଗାମୀ ୫ ଜାନୁୟାରୀ ଦିନ ପଂଚାୟତ ନିର୍ବାଚନରେ ଓବିସି ସଂରକ୍ଷଣ ବାତିଲ ବିରୋଧରେ ଜିଲ୍ଲାପାଳ ବଲାଙ୍ଗିର କାର୍ଯ୍ୟାଳୟ  ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯିବାକୁ ଓ ସଂରକ୍ଷଣ କାଏମ ନ ହେବା ଯାଏଁ ନିର୍ବାଚନ ବାତିଲ ଦାବିରେ ଜିଲ୍ଲାପାଳଙ୍କୁ ସ୍ମାରକପତ୍ର ଦେବାକୁ ସିଦ୍ଧାନ୍ତ ହୋଇଛି । ଉକ୍ତ ବିକ୍ଷୋଭ କାର୍ଯ୍ୟକ୍ରମରେ ବହୁ ସଂଖ୍ୟାରେ ଓବିସି ଭାଇ ଭଉଣୀମାନେ ଯୋଗଦେବାକୁ ସଭା ପକ୍ଷରୁ ଆହ୍ୱାନ କରାଯାଇଛି । ଏହି ଅବସରରେ ଜିଲ୍ଲା ଓବିସି ମଂଚର ସଂପାଦକ ପ୍ରଦେଶି ବିଶ୍ୱାଳ, ଦିଲ୍ଲିପ ସାହୁ, ଲେକୃ ପଟେଲ, ଯତି ପଧାନ, ସୁମନ୍ତ ମେହେର, ଅରୁଣ ସିଂ ନାଗ, ପୂର୍ଣ୍ଣଚନ୍ଦ୍ର ବିଶ୍ୱାଲ, ଫିରୋଜ ସାହୁ, ଗୁଲାବ ବାଗ, ପ୍ରଦୀପ ସାହୁ ଓ ଅନ୍ୟମାନେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like