-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଦିନ କମିଟି ତରଫରୁ ଅରବିନ୍ଦ ଦାସଙ୍କୁ ସମ୍ବର୍ଦ୍ଧିତ

30-Dec-2021



ବଲାଙ୍ଗିର (ପ୍ରେରଣା ଖବର) : ସ୍ଥାନୀୟ ପି.ପି. ଏକାଡେମୀ ଠାରେ ବରିଷ୍ଠ ସାମ୍ବାଦିକ ଅରବିନ୍ଦ ଦାସ୍ ଙ୍କୁ ବଲାଙ୍ଗୀର ଦିନ କମିଟି ତରଫରୁ ସମ୍ବର୍ଦ୍ଧିତ କରାଯାଇଛି । ଏହି ଉଦ୍ଦେଶ୍ଯରେ ଶ୍ରୀ ଦାସ୍ ବଲାଙ୍ଗୀରର ଐତିହ୍ୟ, ସଂସ୍କୃତି, ପରମ୍ପରା ଓ ଭାଷା ସାହିତ୍ୟ ଉପରେ ଆଲୋକପାତ କରିବା ସହ ବଲାଙ୍ଗୀରର ବରପୁତ୍ର ମାନଙ୍କୁ ମନେ ପକାଇବାପାଇଁ ନାଗରିକ ମାନେ ଆଗେଇ ଆସିବା ପାଇଁ ଅନୁରୋଧ କରିଥିଲେ । ଉପସ୍ଥିତ ନାଗରିକ ଓ ବୁଦ୍ଧିଜୀବୀ ମାନେ ବଲାଙ୍ଗୀରର ବିଭିନ୍ନ ସମସ୍ୟା ଯଥା ବାଏପାସ୍, ବଲାଙ୍ଗୀର ଖୋର୍ଦ୍ଧା ରେଲ୍ ଲାଇନ୍, ଟ୍ରାଫିକ ସମସ୍ୟା ଆଦି ଉପରେ ଖବର କାଗଜ ମାଧ୍ୟମରେ ସରକାରଙ୍କ ପାଖକୁ ପହଞ୍ଚାଇବା ପାଇଁ ଶ୍ରୀ ଦାସ୍ ଙ୍କୁ ଅନୁରୋଧ କରିଥିଲେ । ଏହି କାର୍ଯକ୍ରମ ରେ ବିକ୍ରମ ବହିଦାର, ରତନ ମହାରଣା, ପ୍ରଭାସ ପାଣିଗ୍ରାହୀ, ପ୍ରଭାକର ମିଶ୍ର, ଲୋଟସ ଷଡ଼ଙ୍ଗୀ, ସଞ୍ଜୀବ ସାହୁ , ବିକାଶ ସା, କାହ୍ନା ଶତପଥି , ଶୋଭନ ଅଗ୍ରୱାଲ, ପ୍ରିୟଙ୍କା ପଟ୍ଟନାୟକ, ଅଙ୍କିତା ପଟ୍ଟନାୟକ, ପଦ୍ମାଳୟା ବାରିକ , ସୁଷମା ବହିଦାର ଆଦି ବହୁ ଅନୁଷ୍ଠାନ ର ସଦସ୍ୟ ଉପସ୍ଥିତ ରହିଥିଲେ । ଏହି କାର୍ଯ୍ୟକ୍ରମରେ ଅର୍ଜୁନ କୁମାର ସାହୁ ସ୍ଵାଗତ ଭାଷଣ ଦେଇଥିବାବେଳେ ଅଧ୍ୟକ୍ଷ ଅଙ୍କୁଶ ପାଣ୍ଡିଆ ସଭା ପରିଚାଳନା କରିଥିଲେ ଶେଷରେ ପ୍ରଶାନ୍ତ ମହାକୁର୍ ଧନ୍ୟବାଦ୍ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like